୨ ବିଧାୟକଙ୍କ ପରେ ବିଜେଡିରୁ ବିଦା ହେଲେ ଗଣେଶ୍ବର

ଭୁବନେଶ୍ୱର,୧୬।୨: ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ୨ ଜଣ ବିଧାୟକ ଏବଂ ଯାଜପୁର ଜିଲା ପରିଷଦ ଉପାଧ୍ୟକ୍ଷଙ୍କୁ ଦଳରୁ ନିଲମ୍ବିତ କରିଛନ୍ତି। ଗୁରୁବାର ଦୁଇ ବିଧାୟକଙ୍କ ପରେ ଶୁକ୍ରବାର ଯାଜପୁର ଜିଲା ପରିଷଦ ଉପାଧ୍ୟକ୍ଷ ଗଣେଶ୍ୱର ବରାଳ ନିଲମ୍ବନ କରାଯାଇଛି।

ଦଳୀୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଏହି ତିନି ନେତାଙ୍କ ବିରୋଧରେ ଦଳ ବିରୋଧୀ କାର୍ଯ୍ୟକଳାପରେ ସମ୍ପୃକ୍ତ ଥିବାର ଅଭିଯୋଗ ରହିଥିଲା। ଦଳର ସ୍ୱାର୍ଥ ରକ୍ଷା ପାଇଁ ବିଜେଡି ସୁପ୍ରିମୋଙ୍କ ନିର୍ଦ୍ଦେଶକ୍ରମେ ଦଳୀୟ କାର୍ଯ୍ୟାଳୟ ପକ୍ଷରୁ ଏହି ନିଲମ୍ବନ ନିର୍ଦ୍ଦେଶନାମା ଜାରି କରାଯାଇଛି।

ଗୁରୁବାର ଦଳ ପକ୍ଷରୁ ଏହି କଠୋର ପଦକ୍ଷେପ ନିଆଯାଇଛି, ଯାହାକି ରାଜ୍ୟ ରାଜନୀତିରେ ଚର୍ଚ୍ଚାର ବିଷୟ ପାଲଟିଛି। ବିଶେଷ କରି ଦୁଇଜଣ ପ୍ରଭାବଶାଳୀ ବିଧାୟକଙ୍କ ନିଲମ୍ବନ ପରେ ବିଜେଡି ଶିବିରରେ କମ୍ପନ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଲିରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଅନଲାଇନରୁ ବନ୍ଧୁକ କିଣି…

ବଲାଙ୍ଗୀର/ଦେଓଗାଁ,୪ା୩( ସୁନୀଲ କୁମାର ମହାନ୍ତି /କୃଷ୍ଣ ପ୍ରସାଦ ପାଣିଗ୍ରାହୀ ): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ପଞ୍ଚାୟତ ଲୁହାଖାନ ଗାଁରେ ପବିତ୍ର…

ହୋଲିରେ ବଡ଼ ଦୁର୍ଘଟଣା: ଦୁଇ ବାଇକ ମୁହାଁମୁହିଁ ଧକ୍କା, ଶିଶୁ ସମେତ ୪ ମୃତ

ଫୁଲବାଣୀ, ୪ା୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଦୁଇ ବାଇକ…

ରାଇପଦା ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା, ୩…..

ଜି.ଉଦୟଗିରି,୪ା୩(ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଠାରୁ କଳିଙ୍ଗା ରାଜ୍ୟ ରାଜପଥ ରାଇପଦା ଦୀର୍ଘ ବୁଲାଣି ଠାରେ ଦୁଇ ବାଇକ ମୁହାଁ ମୁହିଁ ଧକ୍କା ହୋଇଛି ।…

କାଳ ହେଲା ହୋଲି, ନଦୀରେ ବୁଡ଼ି ଚାଲିଗଲା ବ୍ୟାଙ୍କ କର୍ମଚାରୀଙ୍କ ଜୀବନ

ଯାଜପୁରରୋଡ଼,୪ା୩(ପବିତ୍ର ରଞ୍ଜନ ମହାନ୍ତି):  ହୋଲିରେ ବଡ ଅଘଟଣ । ରଙ୍ଗ ଖେଳିସାରି ଗାଧୋଉ ଥିବାବେଳେ ନଦୀରେ ବୁଡ଼ିଯାଇ ଯୁବକଙ୍କ ମୃତ୍ୟୁ ହୋଇଛି । ଯୋକଡିଆ ଖରସ୍ରୋତା ନଦୀରେ…

ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ…

ବରୀ,୪ା୩(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ବ୍ଲକ ସ୍ବାଇଁଖଣ୍ଡ ପଞ୍ଚାୟତ ଯଅଁପଡ଼ା ଗ୍ରାମର ହିରଣ୍ୟ ବେଉରିଆ ନଦୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ସୂଚନାଯୋଗ୍ୟ, ରଙ୍ଗ ଖେଳ ପରେ…

ହୋଲିରେ ଡିଜେ ବଜାଇବାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, ୧୨ ଆହତ

ତିହିଡ଼ି,୪ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ବୋଡ଼କ ପଞ୍ଚାୟତ ଅଧୀନ ଖରିଦାପାଟଣା ଗ୍ରାମରେ ବୁଧବାର ସକାଳେ ଗୋଷ୍ଠୀ ସଂଘର୍ଷ ଉପୁଜିଛି। ଡିଜେ ବଜାକୁ କେନ୍ଦ୍ର କରି…

କୃତଜ୍ଞତା ଜଣାଇଲେ ଦିଲ୍ଲୀପ ରାୟ, ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ସମେତ…

ଭୁବନେଶ୍ୱର,୪ା୩: ରାଜ୍ୟ ସଭା ନିର୍ବାଚନ ପାଇଁ ଓଡ଼ିଶା ରାଜନୀତି ସରଗରମ ରହିଛି। ଆସନ୍ତା ୧୬ରେ ଅନୁଷ୍ଠିତ ହେବ ରାଜ୍ୟ ସଭା ନିର୍ବାଚନ। କହିବାକୁ ଗଲେ ୩ଟି ଆସନ…

ପର୍ବ ଦେଖିବାକୁ ଯାଇଥିବା ବେଳେ ଯୋଡାରେ ମହିଳାଙ୍କୁ ଗଣବଳାତ୍କାର, ଦୁଇଜଣଙ୍କୁ ବାନ୍ଧିଲା ପୋଲିସ

ଯୋଡ଼ା,୪।୩(ମାନସ ମହାନ୍ତି) : କେନ୍ଦୁଝର ଜିଲା ଯୋଡ଼ା ଥାନା ଅନ୍ତର୍ଗତ ବିଲେଇପଦା ଅଞ୍ଚଳରେ ମାଘେ ପର୍ଵ ସମୟ ଜଣେ ମହିଳାଙ୍କୁ ଗଣବଳାତ୍କାର । ଏହି ଘଟଣାରେ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri