୨୪ଘଣ୍ଟା ପରେ କମିବ ଲଘୁଚାପ ପ୍ରଭାବ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ସ୍ଥଳ ଭାଗ ମୁହାଁ ଲଘୁଚାପ। ଏହାର ପ୍ରଭାବରେ ବୁଧବାର ପଶ୍ଚିମ ସମେତ କିଛି ଆଭ୍ୟନ୍ତରୀଣ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆସନ୍ତା ୨୪ଘଣ୍ଟା ପରେ ରାଜ୍ୟରେ ଲଘୁଚାପର ପ୍ରଭାବ କମିବ ବୋଲି ପାଣିପାଗ ବିଭାଗ କହିଛି।
ଅନ୍ୟପଟେ, ମୌସୁମୀ ପ୍ରଭାବରେ ରାଜ୍ୟରେ ୧ ଜୁନରୁ ୨୦ ସେପ୍ଟେମ୍ବର ମଧ୍ୟରେ ୧୧୪୦.୯ ମିମି ବର୍ଷା ରେକର୍ଡ ହୋଇଛି। ଯାହା ସ୍ବାଭାବିକ ବର୍ଷା ୧୦୯୧.୧ ମିମି ତୁଳନାରେ ୫% ଅଧିକ। କନ୍ଧମାଳ ଜିଲାରେ ବର୍ତ୍ତମାନ ସୁଦ୍ଧା ସର୍ବାଧିକ ୧୬୪୯.୯ ମିମି ଏବଂ ଭଦ୍ରକ ଜିଲାରେ ସର୍ବନିମ୍ନ ୮୩୬.୧ ମିମି ବର୍ଷା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩୦ ଜିଲା ପରିଷଦରେ ୨୧ ମହିଳା ସଭାପତି

ଭୁବନେଶ୍ୱର,୧୫ା୩(ବ୍ୟୁରୋ): ଗତ ଜିଲା ପରିଷଦ ନିର୍ବାଚନରେ ବିଜୁ ଜନତା ଦଳକୁ ବିପୁଳ ସଫଳତା ମିଳିଛି। ୩୦ ଜିଲା ପରିଷଦରେ ୨୧ ଜଣ ମହିଳା ସଭାପତି ଭାବେ...

ବାଡେଇ ବାଡେଇ ଥାନାରେ ଛାଡିଲେ

ଭଦ୍ରକ ଅଫିସ, ୨୦।୬: ଏଟିଏମ୍‌ କାର୍ଡରେ ଟଙ୍କା ଉଠାଣକୁ ନେଇ କଙ୍ଗାରୁ କୋର୍ଟ। ଜଣେ ଯୁବକଙ୍କୁ ଦଉଡ଼ିରେ ବାନ୍ଧି ମାଡ଼ ମାରି ଥାନା ପର୍ଯ୍ୟନ୍ତ ନିଆଗଲା।...

ମରୁଡ଼ି ଘୋଷଣା ଦାବିରେ ବିରୋଧୀ ଅଟଳ

ଭୁବନେଶ୍ୱର,୨।୯(ବ୍ୟୁରୋ): ଚଳିତ ବର୍ଷ ଦକ୍ଷିଣପଶ୍ଚିମ ମୌସୁମୀ ଦୁର୍ବଳ ଯୋଗୁ ରାଜ୍ୟରେ ଅନାବୃଷ୍ଟି ପରିସ୍ଥିତି ସୃଷ୍ଟି ହୋଇଛି। ଚାଷ କାର୍ଯ୍ୟ ଗୁରୁତର ଭାବେ ବାଧାପ୍ରାପ୍ତ ହୋଇଛି। ରୁଆ...

ବାରବାଟୀରେ ମ୍ୟାଚ୍‌ ନେଇ ୧୨ରେ ହୋଇପାରେ ଆଲୋଚନା

କଟକ ଅଫିସ,୩।୩: ବାରବାଟୀ ଷ୍ଟାଡିୟମରେ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ଜୁନ ମାସରେ ହେବା ନେଇ କଳ୍ପନା ଜଳ୍ପନା ଜାରି ରହିଛି । ତେବେ ମ୍ୟାଚ ହେବା...

ଖର୍ଚ୍ଚ ଦାବି ଆଲୋଚନାରେ ସରକାରଙ୍କୁ ବିରୋଧ

ଭୁବନେଶ୍ୱର, ୧୬।୭(ବ୍ୟୁରୋ): ଗୃହରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ଏବଂ ଅବକାରୀ ବିଭାଗର ଖର୍ଚ୍ଚ ଦାବି ଉପରେ ସୋମବାର ଅପରାହ୍ନରେ ଆଲୋଚନା ହୋଇଥିଲା। ଏହି ଆଲୋଚନାରେ...

ସୁବିଧା ଥାଇ ରୋଗୀଙ୍କୁ ଶୋଷଣ

ଅନୁଗୋଳ ଅଫିସ, ୨୩।୨ଉତ୍ତମ ସ୍ବାସ୍ଥ୍ୟସେବା ଉପରେ ସରକାରଙ୍କ ପକ୍ଷରୁ ଗୁରୁତ୍ୱ ଦିଆଯାଉଛି। ସରକାରୀ ଚିକିତ୍ସାଳୟରେ ରୋଗୀଙ୍କୁ ସମସ୍ତ ସେବା ଯେପରି ନିଃଶୁଳ୍କ ମିଳିପାରିବ ସେ ନେଇ...

ଏପ୍ରିଲ ୧ରୁ ଶ୍ରୀମନ୍ଦିରରେ ପ୍ଲାଷ୍ଟିକ୍‌ ମନା, ପାନ ଖାଇ ଗଲେ ୫୦୦ ଜରିମାନା

ପୁରୀ ଅଫିସ,୪।୩: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବୁଧବାର ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ...

ଆଜି ଭଦ୍ରକ, ବାଲେଶ୍ୱର ୬ ଘଣ୍ଟିଆ ବନ୍ଦ

ଭଦ୍ରକ ଅଫିସ/ବାଲେଶ୍ୱର ଅଫିସ,୩୦।୧୦: କଳାହାଣ୍ଡି ଜିଲା ମହାଲିଙ୍ଗ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କୁ ନ୍ୟାୟ ଏବଂ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ଗିରଫ ଦାବିରେ ଶନିବାର...

Advertisement
Archives

Model This Week