୨୪ ପରେ ବଢ଼ିବ ତାତି

ଭୁବନେଶ୍ୱର,୨୧।୪(ବ୍ୟୁରୋ): ରାଜ୍ୟରେ ଏପ୍ରିଲ ୨୪ ତାରିଖ ପରେ ତାତି ବଢ଼ିବ। ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାତି ୪୩ ଡିଗ୍ରୀରୁ ୪୬ ଡିଗ୍ରୀ ମଧ୍ୟରେ ରହିବାର ସମ୍ଭାବନା ରହିଛି। ଏହା ସହ ଉପକୂଳ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିବା ଆଶଙ୍କା କରାଯାଉଛି। ମୁଖ୍ୟତଃ ଉତ୍ତର-ପଶ୍ଚିମ ଭାରତ ଏବଂ ତେଲେଙ୍ଗାନାରୁ ଉତ୍ତପ୍ତ ପବନ ପ୍ରବାହିତ ହେବା ସହ ସମୁଦ୍ରରୁ ବାୟୁ ପ୍ରବାହ ବନ୍ଦ ରହିବା ଫଳରେ ତାପମାତ୍ରା ବୃଦ୍ଧି ପାଇବ। ଏଭଳି ପରିସ୍ଥିତି ଏକ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ ବୋଲି ଶିକ୍ଷା ଓ ଅନୁସନ୍ଧାନ(ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ଏହି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପ୍ରସେଶନ ବେଳେ ଲାଗିଲା ନିଆଁ

ଛେଣ୍ଡିପଦା,୧୪ା୨: ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କୋଶଳା ଚନ୍ଦନ ନଗରଠାରେ ରବିବାର ବାଣରୁ ନିଆଁ ଲାଗି ଏକ ପାଳଭାଡି ଜଳିଯାଇଛି। ଢେଙ୍କାନାଳ ଅଞ୍ଚଳର ଏକ ବାହାଘର...

କରୋନା ଭୟ: ରଥଖଳାରୁ ଆଉ ୧୦ ପଜିଟିଭ୍‌ ଚିହ୍ନଟ

ପୁରୀ ଅଫିସ,୨୧।୫: ପୁରୀ ରଥଖଳାରୁ ଆଉ ୧୦ ଜଣ କରୋନା ପଜିଟିଭ୍‌ ଚିହ୍ନଟ ଚିହ୍ନଟ ହୋଇଛନ୍ତି। ଏ ନେଇ ପୁରୀ ଜିଲାପାଳ ସମର୍ଥ ବର୍ମା ସୂଚନା...

ଖାଦ୍ୟ, ପାଣି ଆଶାରେ ଗାଁ ମୁହାଁ ବନ୍ୟଜନ୍ତୁ: ଉଦ୍ଧାର ହରିଣକୁ ଜଙ୍ଗଲରେ ଛାଡ଼ିଲା ଅସ୍ତରଙ୍ଗ ବନବିଭାଗ

କାକଟପୁର,୧୯।୬(ଡି.ଏନ୍‌.ଏ.): ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ବଡ଼ ସିରେଇ ଗ୍ରାମରୁ ଅସ୍ତରଙ୍ଗ ବନବିଭାଗ ବୁଧବାର ମଧ୍ୟାହ୍ନରେ ଏକ ହରିଣକୁ ଉଦ୍ଧାର କରି ମୁହାଁଣ ମୁହଁ ଜଙ୍ଗଲରେ...

ଆଧୁନିକତା ଭିତରେ ହଜି ଯାଉଛେ ପୁଷ୍‌ପୁନି

  ଭବାନୀପାଟଣା, ୧୧।୧ (ଡି.ଏନ.ଏ)- ନୂଅଁାଖାଇ ଲେଖେଁ ପୁଷ୍‌ପୁନି ବି ପଶ୍ଚିମ ଓଡ଼ିଶାର ଗୁଟେ ସିଘା ଆର କୃଷି ଭିତିକ୍‌ ପରବ୍‌। ଫିବଛର ପୁଷ୍‌ ମାସର...

ସୁରେଶ ଦଳାଇ ହେଲେ ଉତ୍ତରାଞ୍ଚଳ ଆର୍‌ଡିସି

ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସଚିବ ସୁରେଶ ଚନ୍ଦ୍ର ଦଳାଇଙ୍କୁ ରାଜ୍ୟ ସରକାର ସମ୍ବଲପୁର ରାଜସ୍ବ ଡିଭିଜନ କମିଶନର(ଉତ୍ତରାଞ୍ଚଳ ଡିଭିଜନ) ଭାବେ...

୫ ଗ୍ରାମବାସୀଙ୍କୁ ଉଠାଇ ନେଲେ ମାଓବାଦୀ

ମାଲକାନଗିରି,୭ା୧୧(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ କୋଣ୍ଟା ବ୍ଲକ ଅଧୀନ ବଟେର ଗ୍ରାମରୁ ୫ ଜଣଙ୍କୁ ମାଓବାଦୀ ଅପହରଣ କରିନେଇଛନ୍ତି। ମାଓବାଦୀମାନେ ଶନିବାର ରାତିରେ ଗ୍ରାମକୁ ଆସି...

ଆଜି ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୧୨୨କୁ ବୃଦ୍ଧି

ଭୁବନେଶ୍ୱର,୧୭ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୪ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ଶଙ୍ଖ ଧରିଲେ କରମଚାନ୍ଦ ମହାନ୍ତି

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ସୋନପୁର ଜିଲା ଭାଜପା କୃଷକ ମୋର୍ଚ୍ଚାର ପୂର୍ବତନ ସଭାପତି କରମଚାନ୍ଦ ମହାନ୍ତି ସୋମବାର ବିଜେଡିରେ ଯୋଗ ଦେଇଛନ୍ତି । ଦଳୀୟ କାର୍ଯ୍ୟାଳୟରେ ସାଙ୍ଗଠନିକ ସମ୍ପାଦକ...

Advertisement
Archives

Model This Week