Posted inଜାତୀୟ

୨୬ ଦଳ ଏକାଠି ହେବା ପରେ ଭାଜପାର ମନେ ପଡ଼ିଲା ଏନଡିଏ: ସଞ୍ଜୟ ରାଉତ…

ମୁମ୍ବାଇ,୧୯।୭ : ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତ ବୁଧବାର ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ୨୬ ଟି ବିରୋଧୀ ଦଳ ଏକାଠି ହୋଇ ଭଇଣ୍ଡିଆନ ନ୍ୟାଶନାଲ ଡେମୋକ୍ରାଟିକ ଇନକ୍ଲୁସିଭ ଆଲାଏନ୍ସ(ଇଣ୍ଡିଆ) ଗଠନ କରିବା ପରେ ଏବେ ଶାସକ ଦଳ ଭାଜପାର ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସ (ଏନଡିଏ) କଥା ମନେ ପଡିଛି।

ଗଣମାଧ୍ୟମ ସହ କଥାବାର୍ତ୍ତା କରି ସେ କହିଛନ୍ତି ୨୦୨୪ ଲୋକସଭା ନିର୍ବାଚନରେ ଭାଜପାର ମୁକାବିଲା କରିବା ପାଇଁ ଇଣ୍ଡିଆର ପରବର୍ତ୍ତୀ ବୈଠକ ମୁମ୍ବାଇରେ ଅନୁଷ୍ଠିତ ହେବ। ଇଣ୍ଡିଆ ଦେଶରେ ଏକଛତ୍ରବାଦୀ ଶାସନକୁ ପରାସ୍ତ କରିବ।

ପରବର୍ତ୍ତୀ ପ୍ରଧାନମନ୍ତ୍ରୀ କିଏ ହେବ ଇଣ୍ଡିଆ ନିଷ୍ପତ୍ତି ନେବ। ଦେଶରୁ ଭାଜପାର ଶାସନ ଲୋପ ହେବାର ସମୟ ପାଖେଇ ଆସିଲା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶ୍ନପତ୍ର ଲିକ୍‌ ପଛରେ ବଡ଼ ନେଟ୍‌ଓ୍ବର୍କ: ସାଂଘାତିକ ଖୁଲାସା, ୩ ରାଜ୍ୟରୁ…

ନୂଆଦିଲ୍ଲୀ,୧୩ା୫:ଏନ୍‌ଇଇଟି-ୟୁଜି ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଏକ ବଡ଼ ଅଗ୍ରଗତି ହୋଇଛି। ତଦନ୍ତକାରୀ ଅଧିକାରୀମାନେ ନାସିକ୍‌ରୁ ଡେରାଡୁନ୍‌ ଏବଂ ରାଜଗିର ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଅନେକଙ୍କୁ…

ଏନ୍‌ଇଇଟି ବାତିଲ

ମେଡିକାଲ, ଇଞ୍ଜିନିୟରିଂ ଭଳି ଅତି ପ୍ରତିଦ୍ୱନ୍ଦ୍ୱିତାମୂଳକ ପ୍ରବେଶିକା ପରୀକ୍ଷାରେ ବାରମ୍ବାର ଅନିୟମିତତା ଦେଖାଦେବା ଦେଶର ଶିକ୍ଷା ବ୍ୟବସ୍ଥା ଓ ପରିଚାଳନା ସହିତ ଶିକ୍ଷା ମନ୍ତ୍ରଣାଳୟର ଅପାରଗତାକୁ ବାରମ୍ବାର…

ସୁନା-ରୁପାକୁ ନେଇ କେନ୍ଦ୍ର ସରକାର କଲେ ବଡ଼ ଘୋଷଣା: ମୋଦିଙ୍କ ଅପିଲ ପରେ…

ନୂଆଦିଲ୍ଲୀ,୧୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ନାଗରିକମାନଙ୍କୁ ଅତି କମରେ ଗୋଟିଏ ବର୍ଷ ପାଇଁ ସୁନା କିଣିବାରୁ ନିବୃତ୍ତ ରହିବାକୁ ନିବେଦନ କରିଛନ୍ତି। ଏହି ସମୟରେ ଏକ…

ସୌମ୍ୟ ହତ୍ୟା ମାମଲାରେ ଚାଞ୍ଚଲ୍ୟକର ଖୁଲାସା: ଘଟଣା ଦିନ ନେଇଥିଲେ…

ଭୁବନେଶ୍ୱର,୧୩।୫(ତ୍ରିନାଥ ମହାନ୍ତି):ଯୁବତୀଙ୍କୁ ଅସଦାଚରଣ ଓ ବଳାତ୍କାର ଉଦ୍ୟମ କରିଥିବା ଜିଆର୍‌ପି କନ୍‌ଷ୍ଟେବଲ୍‌ ସୌମ୍ୟରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲାରେ କ୍ରାଇମ୍‌ବ୍ରାଞ୍ଚର ତଦନ୍ତକୁ ୩ଦିନ ପୂରିଲାଣି। ରବିବାର ରାତିରେ ଉପରଠାଉରିଆ…

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣା ପ୍ରଶ୍ନ ଶୁଣି ଏମିତି ପ୍ରତିକ୍ରିୟା ଦେଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୧୩ା୫(ସୁନିତ୍‌ ମିଶ୍ର):ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ହେବା ଘଟଣାକୁ ନେଇ ଦେଶବ୍ୟାପୀ ଛାତ୍ରୀଛାତ୍ରମାନେ ଜୋର୍‌ଦାର ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାଦ୍ୱାରା ଦେଶର ୨୨ ଲକ୍ଷରୁ ଊର୍ଦ୍ଧ୍ୱ ପରୀକ୍ଷାର୍ଥୀଙ୍କ ପରିଶ୍ରମ ଏବଂ…

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅର ଅକାଳ ମୃତ୍ୟୁ: ହଠାତ୍‌ ଘଟିଲା…

ଲକ୍ଷ୍ନୌ,୧୩।୫: ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ତଥା ଅପର୍ଣ୍ଣା ଯାଦବଙ୍କ ସ୍ବାମୀ ପ୍ରତୀକ ଯାଦବଙ୍କ ଦେହାନ୍ତ ହୋଇଛି। ସେ ଲକ୍ଷ୍ନୌର ଏକ ହସ୍ପିଟାଲରେ ଶେଷନିଶ୍ୱାସ ତ୍ୟାଗ…

ବିକ୍ରି ପରିମାଣ ନେଇ ଚାଷୀ ଅସନ୍ତୋଷ: ଲଖମରା ମଣ୍ଡିକୁ ଆସିଛି ୧୨୪ ପ୍ୟାକେଟ୍‌ ଧାନ

ପଦ୍ମପୁର,୧୩ା୫(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ସୋମବାରଠାରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଖଣ୍ଡର ମୋଟ ୫୯ଟି କେନ୍ଦ୍ରରେ ଧାନ ସଂଗ୍ରହ କରାଯିବ ।…

ବାରକୋଟରେ ଚାଞ୍ଚଲ୍ୟ: ଲଜରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ସାଥିରେ ରହୁଥିବା ଯୁବକ ଫେରାର

ଦେବଗଡ଼, ୧୨।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟସ୍ଥିତ ଏକ ଲଜରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳା ଜଣକ ହେଲେ ବାରକୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri