୩ ସପ୍ତାହ ପରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କଲେ ପ୍ରଚଣ୍ଡ: କ୍ୟାବିନେଟରେ ୧୫ ସାମିଲ…

କାଠମାଣ୍ଡୁ,୧୭।୧ : ନେପାଳର ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ପ୍ରଚଣ୍ଡ କାର୍ଯ୍ୟଭାର ଗ୍ରହଣ କରିବାର ପ୍ରାୟ ତିନି ସପ୍ତାହ ପରେ ମଙ୍ଗଳବାର ଦିନ କ୍ୟାବିନେଟକୁ ସମ୍ପ୍ରସାରଣ କରିଛନ୍ତି। ମେଣ୍ଟ ଚୁକ୍ତିନାମାକୁ ଚୂଡ଼ାନ୍ତ କରି ପ୍ରଥମ ସମ୍ପ୍ରସାରଣରେ ମୋଟ ୧୫ ଜଣ ମନ୍ତ୍ରୀଙ୍କୁ ଅନ୍ତର୍ଭୁକ୍ତ କରାଯାଇଛି। ସେଥିମଧ୍ୟରୁ ୧୨ ଜଣ ମନ୍ତ୍ରୀ ଏବଂ ତିନିଜଣ ରାଜ୍ୟ ମନ୍ତ୍ରୀ ଅଛନ୍ତି।

ଗତ ବର୍ଷ ଡିସେମ୍ବର ୨୫ ରେ ତୃତୀୟ ଥର ପାଇଁ ନେପାଳର ପ୍ରଧାନମନ୍ତ୍ରୀ ଭାବରେ ୬୮ ବର୍ଷିୟ ପ୍ରଚଣ୍ଡ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

‘ସଂଘର୍ଷ ଉଭୟ ପକ୍ଷର କ୍ଷତି ଘଟାଇବ’, ଆମେରିକା ଗସ୍ତ ସମୟରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦୃଢ଼ ବାର୍ତ୍ତା

ଓ୍ବାଶିଂଟନ,୨୪।୯: ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଗୁରୁବାର ଏକ କାର୍ଯ୍ୟକ୍ରମ ମଞ୍ଚରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପ୍ରଦାନ କରିଥିଲେ।…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍‌ସେସନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା…

ଆରପାରିରେ ବଲିଉଡ୍‌ର ମଲ୍ଟି-ଟାଲେଣ୍ଟେଡ୍ ଅଭିନେତା ମୁସ୍ତାକ୍ ଖାନ୍, ୫୬ ବର୍ଷ ବୟସରେ ପରଲୋକ

ମୁମ୍ବାଇ: ହିନ୍ଦୀ ସିନେମା ଓ ଟେଲିଭିଜନ୍ ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଜଣାଶୁଣା ବରିଷ୍ଠ ଅଭିନେତା ମୁସ୍ତାକ୍ ଖାନ୍‌ଙ୍କର ୫୬ ବର୍ଷ ବୟସରେ ପରଲୋକ…

କଳାହାଣ୍ଡିରେ ଥମିବାର ନା ଧରୁନି ବର୍ଷା, କୁତ୍ରିମ ନଦୀ ହେଲା ଫତେନଗର ପଡା ମୁଖ୍ୟ ରାସ୍ତା

ଭବାନୀପାଟଣା ୨୪।୯,(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଗତ ତିନିଦିନ ଧରି କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ଜନଜୀବନ…

ଅକ୍ଟୋବର ୧ରୁ ଧନବର୍ଷା! ରାହୁଙ୍କ ସ୍ୱାତୀ ନକ୍ଷତ୍ରକୁ ଯିବେ ବୁଧ, ମାଲାମାଲ୍ ହେବେ ଏହି ୫ ରାଶି

ଅକ୍ଟୋବର ୧ ତାରିଖ ସକାଳ ୯ଟା ୩୩ ମିନିଟ୍‌ରେ ଗ୍ରହମାନଙ୍କ କୁମାର ‘ବୁଧ’ ତୁଳା ରାଶିରେ ବିରାଜମାନ ଥାଇ ସ୍ୱାତୀ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି। ବୁଧ…

ଲାଇଭ୍‌ ହେବ କଟକ ଦୁର୍ଗାପୂଜା: ୟୁଟ୍ୟୁବ୍‌-ୱେବସାଇଟ୍‌ରେ ସିଧା ପ୍ରସାରଣ ଦେଖିପାରିବେ ଶ୍ରଦ୍ଧାଳୁ

କଟକ,୨୪।୯: କଟକର ପ୍ରସିଦ୍ଧ ଦୁର୍ଗାପୂଜା ଓ ଭସାଣି ଉତ୍ସବକୁ ନେଇ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷ କଟକ ଦୁର୍ଗାପୂଜା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?