୩ ବର୍ଷ ପରେ ବିଦେଶୀଙ୍କ ପାଇଁ ସୀମା ଖୋଲିଲା ଉତ୍ତର କୋରିଆ

ବେଜିଂ, ୨୬।୯ : କୋଭିଡ୍‌-୧୯ ମହାମାରୀ ଯୋଗୁ ଦୀର୍ଘ ୩ ବର୍ଷ ଧରି ନିଜ ସୀମାକୁ ବିଦେଶୀମାନଙ୍କ ପାଇଁ ବନ୍ଦ ରଖିଥିବା ଉତ୍ତର କୋରିଆ ସୋମବାର ତାହାକୁ ଖୋଲିଛି। ଚାଇନାର ସରକାରୀ ଗଣମାଧ୍ୟମ ପକ୍ଷରୁ ଏହି ସୂଚନା ଦିଆଯାଇଛି। କୋଭିଡ୍‌ ବିଶ୍ୱବ୍ୟାପୀ ଭୟ ସୃଷ୍ଟି କରିଥିବାରୁ ଉତ୍ତର କୋରିଆ କର୍ତ୍ତୃପକ୍ଷ ବାହାରେ ରହୁଥିବା ତା’ ନିଜ ଦେଶର ନାଗରିକଙ୍କୁ ମଧ୍ୟ ୨୦୨୦ ପ୍ରାରମ୍ଭରୁ ପ୍ରବେଶ ନିଷିଦ୍ଧ କରିଥିଲା। ଉତ୍ତର କୋରିଆ ଶାସକ କିଙ୍ଗ୍‌ ଜଙ୍ଗ୍‌ ଉନ୍‌ ଚଳିତ ମାସ ରୁଷିଆ ରାଷ୍ଟ୍ରପତି ଭ୍ଳାଡିମିର ପୁଟିନ୍‌ଙ୍କୁ ଭେଟିବା ଓ ଚାଇନାର ପୂର୍ବାଞ୍ଚଳ ସହର ହାଙ୍ଗଝୁରେ ଅନୁଷ୍ଠିତ ଏସିଆନ୍‌ ଗେମ୍ସରେ ଦେଶର ଖେଳାଳିଙ୍କୁ ଭାଗ ନେବା ଲାଗିି ଅନୁମତି ଦେବା ପରିପ୍ରେକ୍ଷୀରେ ସୀମାକୁ ଖୋଲି ଦେଇଥିବା କୁହାଯାଉଛି। ତେବେ ଦେଶ ଭିତରକୁ ଆସୁଥିବା ବ୍ୟକ୍ତି ଦୁଇ ଦିନ କ୍ୱାରାଣ୍ଟାଇନ୍‌ରେ ରହିବେ ବୋଲି ପ୍ରକାଶିତ ରିପୋର୍ଟରୁ ଜଣାପଡ଼ିଛି। କିନ୍ତୁ ଉତ୍ତର କୋରିଆ ସରକାରୀ ଗଣମାଧ୍ୟମରେ ସୀମା ଖୋଲିବା ନେଇ କୌଣସି ଖବର ପ୍ରକାଶ ପାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ…

ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ହର୍ମୁଜ ସଙ୍କଟ ମଧ୍ୟରେ ୪ ଇରାନୀ ଟ୍ୟାଙ୍କରକୁ ଭାରତରେ ପ୍ରବେଶ ଅନୁମତି, ସିକ୍କା ବନ୍ଦରରେ…

ନୂଆଦିଲ୍ଲୀ,୧୧ା୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅନୁରୋଧରେ ଭାରତର ଜାହାଜ ଚଳାଚଳ ମନ୍ତ୍ରଣାଳୟ ଇରାନୀ ତୈଳ ନେଇଯାଉଥିବା ୪ଟି ଆମେରିକା ଦ୍ୱାରା ଅନୁମୋଦିତ ଟ୍ୟାଙ୍କରକୁ ଗୁଜରାଟର ସିକ୍କା ବନ୍ଦରରେ ଡକିଂ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri