୪ ଦିନ ପରେ ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା କମିଲା…

ନୂଆଦିଲ୍ଲୀ,୧୦।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏହାଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ୪ ଦିନ ପରେ ନୂଆ ଆକ୍ରାନ୍ତଙ୍କ ସମେତ ମୃତକଙ୍କ ସଂଖ୍ୟା ସୋମବାର କମିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୬୬ ହଜାର ୧୬୧ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୩,୭୫୪ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ବର୍ତ୍ତମାନ ସୁଦ୍ଧା ୧୭ କୋଟି ୧ ଲକ୍ଷ ୭୬ ହଜାର ୬୦୩ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ତରଳୁଛି ହିମବାହ, ବିଶ୍ୱକୁ ବିପଦ

ଲଣ୍ଡନ୍‌/ ନୂଆଦିଲ୍ଲୀ,୧୬ା୨(ଏଜେନ୍ସି): ସାରା ବିଶ୍ୱରେ ପ୍ରାୟ ୩,୧୦୦ ହିମବାହ ଦ୍ରୁତଗତିରେ ତରଳୁଛି, ଯାହାକି ଅତ୍ୟନ୍ତ ବିରଳ ଘଟଣା। ବିଶ୍ୱରେ ଥିବା ମୋଟ ହିମବାହର ଏହା ମାତ୍ର ୧%…

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri