Posted inରାଜ୍ୟ

୪ ବର୍ଷ ପରେ ଲୋକସେବା ଭବନକୁ ପ୍ରବେଶ କଲେ ସାମ୍ବାଦିକ

ଭୁବନେଶ୍ୱର,୧୨ା୬: ଦିର୍ଘ ଚାରି ବର୍ଷର ବ୍ୟବଧାନ ପରେ ଓଡ଼ିଶା ସଚିବାଳୟ ବା ଲୋକସେବା ଭବନକୁ ପ୍ରବେଶ ପାଇଁ ସାମ୍ବାଦିକଙ୍କୁ ଅନୁମତି ମିଳିଛି। କରୋନା ମହାମାରୀ ସମୟରେ ୨୦୨୦ ମାର୍ଚ୍ଚ ମାସଠାରୁ ଲୋକସେବା ଭବନକୁ ପ୍ରବେଶ ଉପରେ କଟକଣା ଲଗା ଯାଇଥିଲା। ତେବେ ପରବର୍ତୀ ସମୟରେ କରୋନା ମହାମାରୀ ଚାଲିଯାଇଥିଲେ ମଧ୍ୟ କଟକଣା ଉଠାଇ ନଥିଲେ ପୂର୍ବ ସରକାର।

ତେବେ ଶପଥ ଗ୍ରହଣ କରିବାର କିଛି ମୁହୂର୍ତ ପରେ ହିଁ ନୂତନ ସରକାର ସାମ୍ବାଦିକ ମାନଙ୍କୁ ଲୋକସେବା ଭାବନା ଭିତରକୁ ଯିବାକୁ ଅନୁମତି ପ୍ରଦାନ କରିଥିଲେ। ନିର୍ବାଚନ ସମୟରେ ମଧ୍ୟ ଭାଜପା ଏହାର ଘୋଷଣାପତ୍ରରେ ପ୍ରତିଶ୍ରୁତି ଦେଇଥିଲା ଯେ, ଦଳ ସରକାରକୁ ଆସିଲେ ଏହି କଟକଣାକୁ ଉଠାଇବ।


Enter your email to get our daily news in your inbox.

All Right Reserved By Dharitri.Com

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ଭେଲିଡେସନ ଆକ୍ଟକୁ ବିରୋଧ, ମାର୍ଚ୍ଚ ୨୫କୁ କଳା ଦିବସ ଭାବେ ପାଳିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର

ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଓଡିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଆନୁକୂଲ୍ୟରେ ଭଞ୍ଜନଗରଠାରେ ସଂଘ ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri