୪୦ ପରେ ବି ଫିଟ୍‌

ସାଧାରଣତଃ ୪୦ ବର୍ଷ ପରେ ମହିଳାଙ୍କର ହାଡ଼, ମାଂସପେଶୀ, ତ୍ୱଚା ସମ୍ପର୍କିତ ବିଭିନ୍ନ ସମସ୍ୟା ଦେଖାଦେଇଥାଏ। ତେଣୁ ସେହି ସମୟରେ ନିଜ ପ୍ରତି ଅଧିକ ଧ୍ୟାନଦେବାକୁ ହୋଇଥାଏ…

ଘର କାମରେ ବ୍ୟସ୍ତ ରହି ମହିଳାମାନେ ସାଧାରଣତଃ ସକାଳ ଜଳଖିଆ ଖାଇପାରନ୍ତି ନାହିଁ। କିନ୍ତୁ ଏହି ଅଭ୍ୟାସ ବଦଳାଇ ଦିଅନ୍ତୁ। ୪୦ ବର୍ଷ ପରେ ନିଜ ସ୍ବାସ୍ଥ୍ୟର ବିଶେଷ ଯତ୍ନ ନିଅନ୍ତୁ। ସକାଳ ୯ଟା ପୂର୍ବରୁ ଜଳଖିଆ ନିଶ୍ଚିତ ଖାଆନ୍ତୁ।
ଏହି ବୟସ ଛୁଇଁଲା ପରେ ନିୟମିତ ସ୍ବାସ୍ଥ୍ୟର ଚେକ୍‌ଅପ୍‌ କରାନ୍ତୁ। ବିଶେଷକରି ଗାଇନାକୋଲଜିଷ୍ଟଙ୍କ ପରାମର୍ଶ ନିଅନ୍ତୁ।
ପ୍ରତିଦିନ ଅତି କମ୍‌ରେ ଅଧଘଣ୍ଟା ଯୋଗ, ବ୍ୟାୟାମ ଓ ମେଡିଟେସନ୍‌ ଆଦି କରନ୍ତୁ।
ଶାରୀରିକ କ୍ଷମତା ଅନୁସାରେ ପ୍ରତିଦିନ ବ୍ୟାୟାମ କରିଲେ ଶରୀର ଓ ମନ ସୁସ୍ଥ ରହିଥାଏ।
ନିର୍ଦ୍ଦିଷ୍ଟ ପ୍ରକାର ମଞ୍ଜି ଯେମିତିକି ସୂର୍ଯ୍ୟମୁଖୀ ମଞ୍ଜି, ଚିୟା ସିଡ୍‌ସ, କଖାରୁ ମଞ୍ଜି ଆଦି ଖାଆନ୍ତୁ। ଚିୟା ସିଡ୍‌ସରେ ଓମେଗା-୩, ଫ୍ୟାଟି ଏସିଡ୍‌, କ୍ୟାଲ୍‌ସିଅମ୍‌, ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ରହିଛି। ତେଣୁ ଏହା ହାଡ଼କୁ ସୁସ୍ଥ ରଖିବା ସହ ଓଜନ ନିୟନ୍ତ୍ରଣ ହୋଇଥାଏ।
ହାଡ଼କୁ ମଜଭୁତ କରିବା ପାଇଁ ୪୦ ବର୍ଷ ପରେ କ୍ୟାଲ୍‌ସିୟମ୍‌ ଓ ଭିଟାମିନ୍‌ -ଡି ଆଦି ଖାଆନ୍ତୁ। ନଚେତ୍‌ ଏହି ଭିଟାମିନ୍‌ ଥିବା ଖାଦ୍ୟପଦାର୍ଥ ଅଧିକ ଖାଆନ୍ତୁ।
ଏହି ବୟସରେ କୌଣସି ପ୍ରକାର ଷ୍ଟ୍ରେସ୍‌ ନିଅନ୍ତୁ ନାହିଁ, ରକ୍ତଚାପ ହେବା ଆଶଙ୍କା ରହିଥାଏ। ତେଣୁ ଯଥାସମ୍ଭବ ଖୁସି ରହିବାକୁ ଚେଷ୍ଟା କରନ୍ତୁ।
ନିଜ ପାଇଁ କିଛି ସମୟ ଦିଅନ୍ତୁ। ନିଜ ହବିକୁ ପୂରା କରନ୍ତୁ। ପରିବାରର ଦାୟିତ୍ୱ ସହିତ ସାଙ୍ଗମାନଙ୍କ ସହ ବୁଲାବୁଲି କରି ସମୟ କଟାନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

୫୦ହଜାର ଖସିଲାଣି ସୁନାଦର! ଏକ୍ସପର୍ଟ କହିଲେ ଆଗକୁ ଲକ୍ଷେ ତଳକୁ…

ନୂଆଦିଲ୍ଲୀ, ୨ା୭: ସୁନା ବଜାରରେ ଜାରି ରହିଥିବା ଦ୍ରୁତ ଅଭିବୃଦ୍ଧି ଏବେ ଓଲଟା ମୋଡ଼ ନେଇଛି। ଚଳିତ ବର୍ଷ ପ୍ରାରମ୍ଭରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ପ୍ରତି…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri