୪୩୬ ଦିନ ପରେ ପଡ଼ିଆକୁ ଓହ୍ଲାଇଲେ ଧୋନୀ

ଆବୁଧାବି, ୧୯।୯: ଶନିବାରଠାରୁ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୩ତମ ସଂସ୍କରଣ ଆରମ୍ଭ ହୋଇଛି। ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଓ ଚେନ୍ନାଇ ସୁପର୍‌ କିଙ୍ଗ୍ସ ମଧ୍ୟରେ ଉଦ୍‌ଘାଟନୀ ମୁକାବିଲା ଖେଳାଯାଇଛି। ଏହି ମ୍ୟାଚ୍‌ ଖେଳିବା ସହ ଚେନ୍ନାଇର ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଦୀର୍ଘ ୪୩୬ ଦିନ ପରେ ପ୍ରତିଦ୍ୱନ୍ଦ୍ୱିତାମୂଳକ କ୍ରିକେଟ୍‌କୁ ଫେରିଛନ୍ତି। ଧୋନୀ ନିଜର ଶେଷ ପ୍ରତିଦ୍ୱନ୍ଦ୍ୱିତାମୂଳକ ମ୍ୟାଚ୍‌ ୧୦ ଜୁଲାଇ ୨୦୧୯ରେ ନ୍ୟୁଜିଲାଣ୍ଡ ବିପକ୍ଷ ଆଇସିସି ବିଶ୍ୱକପ୍‌ ସେମିଫାଇନାଲରେ ଖେଳିଥିଲେ। ଧୋନୀ ଏଥିପୂର୍ବରୁ ଗତ ମାସରେ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ଅଲ୍‌ବିଦା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଐତିହାସିକ ଦିନିକିଆ ବିଜୟ ହାସଲ କଲା ବାଂଲାଦେଶ

ସେଞ୍ଚୁରିଆନ,୧୯।୩: ଦକ୍ଷିଣ ଆଫ୍ରିକାର ପ୍ରମୁଖ ବୋଲରଙ୍କ ଅନୁପସ୍ଥିତିର ସମ୍ପୂର୍ଣ୍ଣ ଫାଇଦା ଉଠାଇଛି ବାଂଲାଦେଶ। ପ୍ରଥମ ଦିନିକିଆ ମ୍ୟାଚ୍‌ରେ ବାଂଲାଦେଶ ୩୮ ରନ୍‌ରେ ଦକ୍ଷିଣ ଆଫ୍ରିକାକୁ ହରାଇ...

ବକ୍ସରଙ୍କ ପାଇଁ ଅନ୍‌ଲାଇନ୍‌ କୋଚିଂ

ନୂଆଦିଲ୍ଲୀ, ୩୦ା୩ (ପି.ଟି.)-ଅଲିମ୍ପିକ୍ସରେ ଭାଗ ନେବାକୁଥିବା ବକ୍ସର ମାନଙ୍କ ଲାଗି ଅନ୍‌ଲାଇନ୍‌ କୋଚିଂ ବ୍ୟବସ୍ଥା ସୋମବାରଠାରୁ ଆରମ୍ଭ ହେବ। କୋଭିଡ୍‌-୧୯ ଯୋଗୁ ଦେଶରେ ଜାତୀୟ ଲକ୍‌ଡାଉନ୍‌...

କ୍ରିକେଟ ନିଶା ପାଇଁ ଇଞ୍ଜିନିୟର ଚାକିରି ଛାଡିଥିଲେ ଏହି ଖେଳାଳି

ଭାରତୀୟ କ୍ରିକେଟ ଦଳରେ ‘ଜମ୍ବୋ’ ନାମରେ ପରିଚିତ ଥିଲେ ଅନିଲ କୁମ୍ବଲେ। ଭାରତୀୟ ଦଳର ଏହି ପୂର୍ବତନ କୋଚ   ଜଣେ ସ୍ପିନର୍‌ ଭାବେ ଭାରତ ପାଇଁ...

ସ୍କୁଲ୍ସ ଓପନ ଚେସ୍‌: ଉଦୟକାନ୍ତ ଚାମ୍ପିୟନ

ଭୁବନେଶ୍ୱର, ୨୧।୯(ତପନ ସ୍ବାଇଁ): ଲିଙ୍ଗରାଜ କ୍ଲବ ଆନୁକୂଲ୍ୟରେ ଆୟୋଜିତ ସ୍କୁଲ୍ସ ଓପନ ଚେସ୍‌ରେ ଶାନ୍ତନୁ ଇଏମ୍‌ ସ୍କୁଲର ଉଦୟକାନ୍ତ ନାୟକ ଚାମ୍ପିୟନ ହୋଇଛନ୍ତି। ସେ ୪.୫...

ଟସ୍‌ ଜିତିଲା ଏମ୍‌ଆଇ, ବୋଲିଂ ନିଷ୍ପତ୍ତି…

ମୁମ୍ବାଇ, ୧୭।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୬୫ ତମ ମ୍ୟାଚରେ ମଙ୍ଗଳବାର ସନ୍‌ ରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ଟସ...

କୋହଲିଙ୍କ ସହ ତୁଳନାକୁ ବାବରଙ୍କ ନାପସନ୍ଦ

କରାଚୀ,୩।୭(ପି.ଟି.): ଭାରତୀୟ ଅଧିନାୟକ ବିରାଟ କୋହଳିଙ୍କ ସହ ତାଙ୍କୁ ତୁଳନା କରାଯାଉଥିବାରୁ ପାକିସ୍ତାନ ସୀମିତ ଓଭର ଅଧିନାୟକ ବାବର ଆଜମ ନାପସନ୍ଦ କରିଛନ୍ତି। କୋହଲିଙ୍କ ସହ...

ବ୍ୟାଟ୍‌ ଛାଡି ବନ୍ଧୁକ ଧରିଲେ ଧୋନୀ

ରାଞ୍ଚି,୧୦।୨: ଭାରତର ଅନ୍ୟତମ ସଫଳ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ ରାଞ୍ଚିରେ ଅଛନ୍ତି। ଧୋନୀ ଇଣ୍ଡିଆନ ପ୍ରିମିୟର ଲିଗର ପରବର୍ତ୍ତୀ ସିଜିନ୍‌ ପାଇଁ ମଧ୍ୟ...

ମୋ ସ୍ତ୍ରୀ ମତେ ଛାଡ଼ପତ୍ର ଦେଇଦେବେ, କାହିଁକି ଏମିତି କହିଲେ ଦିଲ୍ଲୀ କ୍ୟାପିଟାଲ୍ସ କୋଚ୍‌

ମୁମ୍ବାଇ,୧୨।୪: ଅଷ୍ଟ୍ରେଲିଆର ସର୍ବଶ୍ରେଷ୍ଠ ଅଧିନାୟକ ରିକି ପଣ୍ଟିଂ ଏବେ ଆଇପିଏଲରେ ଦିଲ୍ଲୀ କ୍ୟାପିଟାଲ୍ସର କୋଚ ଦାୟିତ୍ୱ ତୁଲାଉଛନ୍ତି। ତାଙ୍କ ନେତୃତ୍ୱରେ ଦଳର ପ୍ରଦର୍ଶନ ମଧ୍ୟ ଉଚ୍ଚକୋଟୀର...

Advertisement
Archives

Model This Week