Posted inକଟକ

ଗାଧୋଇବା ବେଳେ ଭାସିଯାଇଥିଲେ, ୪୮ ଘଣ୍ଟା ପରେ ମିଳିଲା…

କଟକ ସଦର,୧୪।୧୦(ସୁଶାନ୍ତ କୁମାର ଜେନା): ୪୨ ମୌଜା ଥାନା ଅନ୍ତର୍ଗତ ବସନ୍ତ କୁଣ୍ଡଳ ଗ୍ରାମର ସାଇ ଶୁଭମ ବାରିକ (୧୪)ରବିବାର ଗାଧୋଇବା ବେଳେ ସିଦୁଆ ନଦୀରେ ଭାସି ଯାଇଥିଲେ। ୪୮ ଘଣ୍ଟା ପରେ ତାଙ୍କର ଗଳିତ ମୃତଦେହ ଜଗତସିଂହପୁର ଜିଲା ମାଛଗାଁ ନିକଟ ଦେବୀ ନଦୀରୁ ଉଦ୍ଧାର କରାଯାଇଛି। ଖବରପାଇ ପରିବାର ଲୋକେ ଘଟଣାସ୍ଥଳକୁ ଯାଇ ମୃତଦେହକୁ ଚିହ୍ନଟ କରିଥିଲେ। ରବିବାର ଅନ୍ୟଜଣେ ବାଳକ ଗୁରୁପ୍ରସାଦ ନାୟକ (୧୪) ମଧ୍ୟ ପାଣିରେ ଭାସି ଯାଇଥିଲେ। କିଛି ଘଣ୍ଟା ପରେ ତାଙ୍କର ମୃତଦେହକୁ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଉଦ୍ଧାର କରିଥିଲେ। ହେଲେ ତାଙ୍କର ପ୍ରାଣବାୟୁ ଉଡିଯାଇଥିଲା।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୁଧ-ଗୁରୁଙ୍କ ଯୁତିରେ ୪ ରାଶିଙ୍କ ଫିଟିବ ଭାଗ୍ୟ, ଟଙ୍କାରେ ଭରିଯିବ ସିନ୍ଦୁକ, ଚାକିରିରେ ବଡ଼ ପଦବୀ…

ବୈଦିକ ଜ୍ୟୋତିଷରେ ବୁଧ ଏବଂ ବୃହସ୍ପତି (ଗୁରୁ) ଉଭୟ ଅତ୍ୟନ୍ତ ଶୁଭ ଗ୍ରହ, କାରଣ ଶୁକ୍ରଙ୍କ ତୁଳନାରେ ଏମାନଙ୍କ ମଧ୍ୟରେ ଦେବତ୍ୱ ରହିଛି। ଯେତେବେଳେ ବୁଧ-ଗୁରୁଙ୍କ ଯୁତି,…

ବିଫଳତାର ସ୍ମାରକୀ

ଚଳିତ ମାସରୁ ୱାଶିଂଟନ ଡିସିରେ ଡୋନାଲ୍ଡ ଟ୍ରମ୍ପ୍‌ ଏକ ତୋରଣାକୃତି ବିଜୟ ସ୍ମାରକୀ କାମ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ୟାରିସ୍‌ର ‘ଆର୍କ ଡି ଟ୍ରାୟୋମ୍ଫ’ ଢାଞ୍ଚାରେ ଏହାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?