୫ଦିନ ପରେ ତାପମାତ୍ରା ଆହୁରି ବଢ଼ିବ

ଭୁବନେଶ୍ୱର, ୨୭ା୨(ବ୍ୟୁରୋ):ରାଜ୍ୟରେ ବଢୁଛି ତାତି। କିଛି ସ୍ଥାନରେ ପାରଦ ୩୮ ଡିଗ୍ରୀ ପାର୍‌ କଲାଣି। ଆଗାମୀ ୪ରୁ ୫ଦିନ ଯାଏ ଏଭଳି ସ୍ଥିତି ଲାଗି ରହିବ। ତେବେ ୫ ଦିନ ପରେ ରାଜ୍ୟରେ ତାପମାତ୍ରା ଆହୁରି ବଢ଼ିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ରବିବାର ସକାଳେ ରାଜ୍ୟର କିଛି ସ୍ଥାନରେ କୁହୁଡ଼ି ଦେଖିବାକୁ ମିଳିଥିଲା। ବିଶେଷକରି କଟକ, ପୁରୀ, ଜଗତ୍‌ସିଂହପୁର, ଖୋର୍ଦ୍ଧା ଓ ଗଞ୍ଜାମର କିଛି ସ୍ଥାନରେ ଘନ କୁହୁଡ଼ି ହୋଇଥିଲା। ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ। ଏବେ ରାଜ୍ୟର ଅଧିକାଂଶ ସ୍ଥାନରେ ସ୍ବାଭାବିକ ତାପମାତ୍ରାଠାରୁ ୨ରୁ ୪ ଡିଗ୍ରୀ ଅଧିକ ରହୁଛି। ରବିବାର ବୌଦ୍ଧ ଓ ମାଲକାନଗିରିରେ ସର୍ବାଧିକ ତାପମାତ୍ରା ୩୭.୫ ଡିଗ୍ରୀ ରହିଥିଲା। ସେହିପରି ଝାରସୁଗୁଡ଼ାରେ ୩୬.୬, ସମ୍ବଲପୁରର ୩୬.୨, ସୁନ୍ଦରଗଡ଼ ୩୬, ନୟାଗଡ଼ ୩୬.୫, ବରଗଡ଼ ୩୫.୨, ଫୁଲବାଣୀ ୩୫.୭, ଟିଟିଲାଗଡ଼ ୩୫, ଭବାନୀପାଟଣା ୩୫.୪, ତାଳଚେର ୩୫.୮, ହୀରାକୁଦ ୩୫.୭ ଓ ଭୁବନେଶ୍ୱରରେ ୩୪.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ତେବେ ଆଗକୁ ତାତି ଆହୁରି ବଢ଼ିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri