ବିବାହର ୬ ବର୍ଷ ପରେ ମା’ ହେବାକୁ ଯାଉଛନ୍ତି ଦୀପିକା

ବଲିଉଡର ଲୋକପ୍ରିୟ ଦମ୍ପତି ଦୀପିକା ପାଦୁକୋନ ଏବଂ ରଣବୀର ସିଂଙ୍କ ପ୍ରଶଂସକଙ୍କୁ ଏକ ଖୁସି ଖବର ଦେଇଛନ୍ତି। ଦୀପିକା ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି। ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରି ସେ ଗର୍ଭବତୀ ଥିବା ଘୋଷଣା କରିଛନ୍ତି। ସେପ୍ଟେମ୍ବରରେ ସେ ଏକ ସନ୍ତାନ ପ୍ରସବ କରିବେ ବୋଲି ଦୀପିକା ଏହି ପୋଷ୍ଟରେ କହିଛନ୍ତି।
ଏହି ପୋଷ୍ଟ ଶେୟାର କରିବାବେଳେ ଦୀପିକା ଲେଖିଛନ୍ତି, ସେପ୍ଟେମ୍ବର ୨୦୨୪, ଦୀପିକା-ରଣବୀର। ଏହି ଫଟୋରେ ପିଲାମାନଙ୍କର ପୋଷାକ, ଜୋତା, ବେଲୁନ ଚିତ୍ରିତ ହୋଇଛି। ୨୦୧୮ରେ ଦୀପିକା-ରଣବୀର ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ WPL ଚାମ୍ପିଅନ୍, ଲଗାତାର ଚତୁର୍ଥ ଥର ଫାଇନାଲ୍ ହାରିଲା ଦିଲ୍ଲୀ

ଭଦୋଦରା,୫।୨: ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ର ରୋମାଞ୍ଚକର ଫାଇନାଲ୍ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୬ ୱିକେଟରେ ପରାସ୍ତ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଦ୍ୱିତୀୟ…

ଲୁଚି ଲୁଚି ଏହି ଅଭିନେତ୍ରୀଙ୍କ ସହ ନିର୍ବନ୍ଧ କଲେ ଏଲଭିଶ ଯାଦବ, ଫଟୋ ଭାଇରାଲ

ମୁମ୍ବାଇ: ଲୋକପ୍ରିୟ ୟୁଟ୍ୟୁବର୍ ଏଲଭିଶ ଯାଦବ ଏବଂ ଅଭିନେତ୍ରୀ ଜିଆ ଶଙ୍କରଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ନିକଟରେ ଏଲଭିଶ ଏକ ରହସ୍ୟମୟ…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ଶେଷ ଭିଡିଓ, ଜାଣନ୍ତୁ ବିମାନ ଦୁର୍ଘଟଣା ପୂର୍ବରୁ କ’ଣ କହିଥିଲେ? ଭାବବିହ୍ବଳ କରୁଛି…

ମୁମ୍ବାଇ,୫।୨: ମହାରାଷ୍ଟ୍ରର ଦିବଂଗତ ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ଏକ ଶେଷ ଭିଡିଓ ସାମ୍ନାକୁ ଆସିଛି, ଯାହା ରାଜ୍ୟ ରାଜନୈତିକ…

ପୁଣି ହନିମୁନରେ ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ପ୍ରେମିକ ସହ ମିଶି ରଚିଲେ ଦୁର୍ଘଟଣାର ନାଟକ

ଶ୍ରୀଗଙ୍ଗାନଗର,୫।୨: ରାଜସ୍ଥାନରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ଖବର ସାମ୍ନାକୁ ଆସିଛି। ଜଣେ ନବବିବାହିତ ଯୁବକଙ୍କୁ ତାଙ୍କ ସ୍ତ୍ରୀ ନିଜ ପ୍ରେମିକ ସହ ମିଶି ଅତି ନିର୍ମମ ଭାବେ…

‘ମୋଦି, ତୁମର କବର ଖୋଳାଯିବ’, କାହିଁକି ଏପରି ସ୍ଲୋଗାନ ଦେଉଛି କଂଗ୍ରେସ? ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀ ମୋଦି ଦେଲେ…

ନୂଆଦିଲ୍ଲୀ,୫।୨: ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବିବୃତ୍ତିରେ କଂଗ୍ରେସକୁ କଡ଼ା ଟାର୍ଗେଟ କରିଥିଲେ। ସେ କହିଥିଲେ…

ବିବାହ ଚର୍ଚ୍ଚା ଭିତରେ ବେବି ବମ୍ପ ସହ ନଜର ଆସିଲେ ଅଭିନେତ୍ରୀ, ସାଥିରେ ଥିଲେ ବିବାହିତ ଅଭିନେତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର ବର୍ତ୍ତମାନ ଅଭିନେତା ଧନୁଷଙ୍କ ସହ ତାଙ୍କ ସମ୍ପର୍କ ଏବଂ ତାଙ୍କ ବିବାହ ଯୋଜନା ପାଇଁ ଖବରରେ ଅଛନ୍ତି। ଅଭିନେତ୍ରୀ ସମ୍ପ୍ରତି…

ଫେବୃୟାରୀ ୯ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି 

ଭୁବନେଶ୍ୱର,୫।୨: ଆସନ୍ତା ସୋମବାର ଫେବୃଆରୀ ୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri