ଉଡ଼ାଣର ୭ ଘଣ୍ଟା ପରେ ଅବତରଣ ନ କରି ୩୩୫ ଯାତ୍ରୀଙ୍କ ନେଇ ଫେରିଲା ବିମାନ…

ଟୋକିଓ୨୩।୨ : ଜାପାନରେ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ଏଠାରେ ଏକ ବିମାନ ୩୩୫ ବିମାନ ଯାତ୍ରୀଙ୍କ ସହିତ ଉଡ଼ାଣ କରିବାର ସାତ ଘଣ୍ଟା ପରେ ପୁଣି ଉଡ଼ାଣ କରିଥିବ ବିମାନ ବନ୍ଦରରେ ଅବତରଣ କରିଛି। ବିମାନ ବନ୍ଦରରେ ପାଗ ଖରାପ ଯୋଗୁ ଏଭଳି ହୋଇଛି।

ଖବର ଅନୁଯାୟୀ, ଜାପାନ ଏୟାରଲାଇନ୍ସ କମ୍ପାନୀର ଫ୍ଲାଇଟ ଜେଏଲ-୩୩୧ ଟୋକିଓର ହାନେଡା ବିମାନବନ୍ଦରରୁ ବିମାନ ଉଡ଼ାଣ କରିଥିଲା। ବିମାନଟି ଫୁକୁଓକା ବିମାନ ବନ୍ଦରରେ ଅବତରଣ କରିବାର ଥିଲା କିନ୍ତୁ ଖରାପ ପାଗ ଏବଂ ଅଧିକ ବିମାନର ଭିଡ଼ ଯୋଗୁ ବିମାନକୁ ଫୁକୁଓକା ବିମାନବନ୍ଦରରେ ଅବତରଣ ପାଇଁ ବହୁ ସମୟ ଅପେକ୍ଷା କରିବାକୁ ପଡିଥିଲା। ଏଭଳି ପରିସ୍ଥିତିରେ ବିମାନର ପାଇଲଟ ବିମାନକୁ ଫୁକୁଓକା ନିକଟ କିଟାକୁୟୁସୁ ସହରରେ ଅବତରଣ କରିବାକୁ ଚିନ୍ତା କରିଥିଲେ କିନ୍ତୁ ଯାତ୍ରୀମାନଙ୍କୁ ନେବା ପାଇଁ ବସ ଉପଲବ୍ଧ ନ ଥିଲା। ବିମାନର ପାଇଲଟ ଟୋକିଓର ହାନେଡା ବିମାନ ବନ୍ଦରକୁ ଫେରିବାକୁ ନିଷ୍ପତ୍ତି ନେଇଥିଲେ। ଏହିପରି, ପ୍ରାୟ ସାତ ଘଣ୍ଟାର ବିମାନ ଉଡ଼ାଣ ପରେ, ବିମାନଟି ଯାତ୍ରୀଙ୍କୁ ଯେଉଁଠାରୁ ଉଡ଼ାଣ କରିଥିଲେ ସେଠାରୁ ଫେରି ଆସିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ସି ଜିନପିଙ୍ଗଙ୍କ ଅସୁସ୍ଥତାକୁ ନେଇ ବଢୁଛି କଳ୍ପନାଜଳ୍ପନା, ୨୪ ଘଣ୍ଟା ପରେ ଭାରତ ଛାଡ଼ିବାର କାରଣକୁ ନେଇ ହେଉଛି ଚର୍ଚ୍ଚା

ବେଜିଂ,୧୬।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ପ୍ରାୟତଃ ବିଭିନ୍ନ ଖବର ସାମ୍ନାକୁ ଆସିଥାଏ। ପୁଣିଥରେ ସୋସିଆଲ ମିଡିଆରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚର୍ଚ୍ଚା ଆରମ୍ଭ…

EPFରେ ବଡ଼ ପରିବର୍ତ୍ତନ; ୫୧ ଲକ୍ଷରୁ ଅଧିକ କର୍ମଚାରୀ ହେବେ ଉପକୃତ, ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଲେ…

ନୂଆଦିଲ୍ଲୀ,୧୬ା୯: କର୍ମଚାରୀଙ୍କ ସାମାଜିକ ସୁରକ୍ଷାକୁ ଆହୁରି ବ୍ୟାପକ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । EPF ଓ EPS କଭରେଜ୍‌ ପାଇଁ ଲାଗୁଥିବା…

ସହରର ମୁଖ୍ୟ ରାସ୍ତାରେ ଗଦାହୋଇଛି ବାଲି, ଦୁର୍ଘଟଣାକୁ ଆମନ୍ତ୍ରଣ କରି…

ଗଞ୍ଜାମ,୧୬ା୯(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥଠାରୁ ଗଞ୍ଜାମ ସହରକୁ ସଂଯୋଗ ମୁଖ୍ୟ ରାସ୍ତାରେ ଅଧିକାଂଶ ସମୟରେ ଘର ନିର୍ମାଣ କାର୍ଯ୍ୟ ପାଇଁ ବାଲି ଶୁଖା ଯାଉଥିବା…

ବାଲସି ଗାଁରେ ନୂଆଖାଇ ଜୁହାର, ଏକାଠି ହୋଇ ନବାନ୍ନ ଭକ୍ଷଣ କରିବା ପରେ…

କେସିଙ୍ଗା,୧୬ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ଗ୍ରାମର ତୈଳିକ ବୈଶ୍ୟ ହଳଦିଆ ସାହୁ ସମାଜର ଷଣା ବଂଶ ପକ୍ଷରୁ ନୂଆଖାଇ ଓ ଜୁହାର କାର୍ଯ୍ୟକ୍ରମ…

Asian Games 2026: ଏସିଆନ୍ ଗେମ୍ସ ପୂର୍ବରୁ ଟିମ୍‌ ଇଣ୍ଡିଆରେ ବଡ଼ ପରିବର୍ତ୍ତନ; ବାଦ୍ ପଡ଼ିଲେ ବରୁଣ, ଏହି ଖେଳାଳିଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୬।୯: ଏସିଆନ୍ ଗେମ୍ସ ୨୦୨୬ ପୂର୍ବରୁ ଭାରତୀୟ କ୍ରିକେଟ୍ ଦଳରେ ପରିବର୍ତ୍ତନ ହୋଇଛି । ଆହତ କାରଣରୁ ମିଷ୍ଟ୍ରି ସ୍ପିନର ବରୁଣ ଚକ୍ରବର୍ତ୍ତୀ ଏସିଆନ୍ ଗେମ୍ସରୁ ବାଦ୍…

ବଜ୍ରପାତରେ ଦୁଇ ପରିବାରର ଚାଲିଗଲା ୨ ଜୀବନ

ବଞ୍ଚୋ/ଆନନ୍ଦପୁର,,୧୬ା୯(ପ୍ରଦୋଷ ବିଶ୍ୱାଳ/ ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ବୁଧବାର ବଜ୍ରପାତ ଘଟି ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଅଚାନକ ବଜ୍ରପାତରେ ଦୁଇଟି…

ମୂର୍ତ୍ତି ବିସର୍ଜନବେଳେ ପୋଖରୀରେ ବୁଡ଼ି ଛାତ୍ରଙ୍କ ଜୀବନ ଗଲା, ଗାଁରେ ଶୋକାକୁଳ ପରିବେଶ

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ପଞ୍ଚାୟତ ସିଦ୍ଧଖଣ୍ଡି ଗାଁ ସ୍କୁଲରେ ୮ମ ଶ୍ରେଣୀରେ ପଢୁଥିବା ମରମ ଜେନାଙ୍କ ପୁଅ ସୀତାଂଶୁ (୧୩)ଙ୍କ…

ପୁଅର ଏମିତି କାରନାମା ଦେଖି ଟେନ୍‌ସନ୍‌ରେ କରୀନା

ଆଜିକାଲି କରୀନା କପୁର ଖାନ ଭାରୀ ଟେନ୍‌ସନ୍‌ରେ ଅଛନ୍ତି। କୌଣସି ଫିଲ୍ମ ପାଇଁ ନୁହେଁ, ନିଜ ପୁଅ ପାଇଁ ସେ ବେଶ୍‌ ଚିନ୍ତିତ। ସେ ତାଙ୍କ ପୁଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?