୭୦ ଦିନ ପରେ ନୂଆ ଆକ୍ରାନ୍ତ ସଂଖ୍ୟା ସର୍ବନିମ୍ନ…

ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ତେବେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୭୦ ଦିନ ପରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଶନିବାର ସର୍ବନିମ୍ନରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୮୪ ହଜାର ୩୩୨ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୪ ହଜାର ୨ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୧ ଲକ୍ଷ ୨୧ ହଜାର ୩୧୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୧୧ ଲକ୍ଷ ୬୭ ହଜାର ୯୫୨ ଜଣ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୨୪ କୋଟି ୯୬ ଲକ୍ଷ ୩୦୪ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୭ କୋଟି ୬୨ ଲକ୍ଷ ୯୮ ହଜାର ୨୫୩ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି ସରକାରର ଦୁଇ ମନ୍ତ୍ରୀଙ୍କ ମଧ୍ୟରେ ପ୍ରବଳ ଝଗଡା: ପରସ୍ପର ଇସ୍ତଫା କଲେ ଦାବି: ପଛରେ ରହିଛି ଏମିତି କାରଣ

ନୂଆଦିଲ୍ଲୀ,୩୧।୮: ମୋଦି କ୍ୟାବିନେଟର ଦୁଇ ମନ୍ତ୍ରୀ ଜିତନ ରାମ ମାଞ୍ଝି ଏବଂ ଚିରାଗ ପାସୱାନଙ୍କ ମଧ୍ୟରେ ଝଗଡା ଚରମସୀମାରେ ପହଞ୍ଚିଛି । ସେମାନଙ୍କ ମଧ୍ୟରେ ତିକ୍ତତା ଏପରି…

ଦିନେ ମୋଦି କରିଥିଲେ ପ୍ରଶଂସା, ଏବେ ଜୀବିକା ହରାଇବେ ଏହି ମହିଳା: କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ର ୧୩୭ତମ ଏପିସୋଡରେ ବେଙ୍ଗାଲୁରୁର ଜଣେ ରାସ୍ତା ବିକ୍ରେତା ଟି.ଏସ. ନିଙ୍ଗାମ୍ମାଙ୍କ କାହାଣୀ ଶେୟାର କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କ…

ଜିଲାସ୍ତରୀୟ ଜନଶୁଣାଣି: ୨୨୧ ଅଭିଯୋଗ ଶୁଣିଲେ ଜିଲାପାଳ-ଏସପି

ଦାରିଙ୍ଗବାଡି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଥିବା ସଭାଗୃହରେ ସୋମବାର ଜିଲାସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି…

୫ ସେପ୍ଟେମ୍ବର CJP ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ବଢିଲା ସରକାରଙ୍କ ଚିନ୍ତା, ଖୁସିହେଲେ ଦୀପକେ

ନୂଆଦିଲ୍ଲୀ,୩୧।୮: କକରୋଚ ଜନତା ପାର୍ଟି (CJP) ପକ୍ଷରୁ ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ପୁଣି ଏକ ବିରୋଧ ମାର୍ଚ୍ଚ ଆୟୋଜନ କରାଯିବାକୁ ଘୋଷଣା ହୋଇଛି। ଏହି ପ୍ରସ୍ତାବିତ…

ଦୌଡୁଛି ଭାରତୀୟ ଅର୍ଥନୀତି: ପ୍ରଥମ ତ୍ରୈମାସିକରେ GDP ଅଭିବୃଦ୍ଧି ଆଶ୍ଚର୍ଯ୍ୟଜନକ

ନୂଆଦିଲ୍ଲୀ,୩୧।୮: ଆମେରିକା-ଇରାନ ବିବାଦରୁ ସୃଷ୍ଟି ହୋଇଥିବା ବିଶ୍ୱ ଉତ୍ତେଜନା ମଧ୍ୟରେ ଭାରତୀୟ ଅର୍ଥନୀତି ପ୍ରଭାବଶାଳୀ ପ୍ରଦର୍ଶନ କରିଛି। ୨୦୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର GDP…

ସରକାରଙ୍କ ବଡ଼ ନିଷ୍ପତ୍ତି: ଲିଟର ପିଛା ୩ ଟଙ୍କା ବଢ଼ିଲା କ୍ଷୀର ଦାମ୍‌

ନୂଆଦିଲ୍ଲୀ,୩୧।୮: ତାମିଲନାଡୁ ସରକାର ରାଜ୍ୟର ଦୁଗ୍ଧ ଚାଷୀଙ୍କୁ ଆଶ୍ୱସ୍ତି ଦେଇ ଆଭିନ ପାଇଁ କ୍ଷୀର କ୍ରୟ ମୂଲ୍ୟ ପୁଣିଥରେ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି। ସୋମବାର ମୁଖ୍ୟମନ୍ତ୍ରୀ…

୪୦ ବର୍ଷ ବୟସରେ ମା’ ହେବେ ଏହି ଅଭିନେତ୍ରୀ: ପ୍ରଶଂସକଙ୍କୁ ଦେଲେ ଗୁଡ୍‌ନ୍ୟୁଜ୍‌

ଟିଭି ତଥା ଚଳଚ୍ଚିତ୍ର ଅଭିନେତ୍ରୀ କାଶ୍ମୀରା ଇରାନୀ ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ୪୦ ବର୍ଷ ବୟସରେ ପ୍ରଶଂସକଙ୍କ ଏହି ଖୁସି ଖବର ଶେୟାର କରିଛନ୍ତି କାଶ୍ମୀରା।…

କଟକ ରେଳଷ୍ଟେଶନ ଅଞ୍ଚଳରୁ ନାବାଳିକାଙ୍କୁ ଅପହରଣ କରିନେଇଥିଲେ ବୃଦ୍ଧ, ଏଇଠୁ ମିଳିଲା ପତ୍ତା

କଟକ,୩୧।୮(ପ୍ରଭୁକଲ୍ୟାଣ ପାଲ୍): ଉଦ୍ଧାର ହେଲେ ୭ ବର୍ଷୀୟା ନାବାଳିକା । ଗତ ଦୁଇ ଦିନ ପୂର୍ବରୁ କଟକ ଶିଖରପୁର ନିକଟସ୍ଥ ରେଳ ଷ୍ଟେଶନ ନିକଟରୁ ଅପହରଣ ହୋଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri