୭୨ ଘଣ୍ଟା ପରେ କୋଠାତଳୁ ଜୀବିତ ଉଦ୍ଧାର ହେଲେ ମହିଳା

ଆଙ୍କାରା,୧୦ା୨: :ତୁର୍କୀ ଓ ସିରିଆରେ ପ୍ରଳୟଙ୍କରୀ ଭୂକମ୍ପଜନିତ ମୃତ୍ୟୁସଂଖ୍ୟା  ୨୧,୦୦୦ ଟପିଛି। ପ୍ରବଳ ଥଣ୍ଡା ଯୋଗୁ ହଜାର ହଜାର ବିଲ୍ଡିଂର ଭଗ୍ନାବଶେଷ ତଳୁ ଉଦ୍ଧାର କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି।  ଏହା ମଧ୍ୟରେ ଆନ୍ତାକ୍ୟାର ପୂର୍ବର ଡିଆରବାକିରେ ଉଦ୍ଧାରକାରୀମାନେ  ଭୁଶୁଡ଼ି ପଡ଼ିଥିବା କୋଠା ଭିତରୁ ପ୍ରାୟ ୭୨ ଘଣ୍ଟା ପରେ ମହିଳାଙ୍କୁ ଜୀବନ୍ତ ଉଦ୍ଧାର କରିଛନ୍ତି। ଏହି ମହିଳା ଜୀବିତ ଥିଲେ ହେଁ ଆଉ ତିନି ଜଣଙ୍କର ମୃତଦେହ ମିଳିଛି। ସର୍ପ ଆର୍ସଲାନ ନାମକ ଏହି ମହିଳାଙ୍କ ମା’ ଏବଂ ଭାଇଙ୍କ ମୃତଦେହ କୋଠାର ଧ୍ୱଂସାବଶେଷରେ ରହିଯାଇଥିଲା। ଯାହାକୁ ଲୁହଭରା ଆଖିରେ ଚାହିଁ ରହିଥିଲେ ଏହି ମହିଳା। ଏଠାରେ ଗଦାଗଦା ଆବର୍ଜନା ହଟାଇବା କାମ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରିୟାଦ ବିମାନବନ୍ଦର ଉପରେ ବଡ଼ ଧରଣର ଆକ୍ରମଣ; ୧୨ ମୃତ ୩୦୦ରୁ ଅଧିକ ଆହତ

ରିଦ,୧୧।୧୦: ସାଉଦି ଆରବ ଏବଂ ୟେମେନର ହୁଥି ବିଦ୍ରୋହୀଙ୍କ ମଧ୍ୟରେ କ୍ରମାଗତ ଆକ୍ରମଣ ଜାରି ରହିଛି। ସମ୍ପ୍ରତି, ହୁଥି ବିଦ୍ରୋହୀମାନେ ସାଉଦି ଆରବର ରାଜଧାନୀ ରିୟାଦସ୍ଥିତ ‘କିଙ୍ଗ…

ଚେକିଂ ବେଳେ ଧରାପଡ଼ିଲେ ବାପ-ପୁଅ, ୨ ଦେଶୀ ବନ୍ଧୁକ ସହ ବିପୁଳ ଗୁଳି ଜବତ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୧ା୧୦(ଶୁଭକାନ୍ତ ନାୟକ/ ଶ୍ରୀଧର ମହାରଣା/ ନିରାକାର ପରିଡ଼ା): ପାର୍ବଣକୁ ଦୃଷ୍ଟିରେ ରଖି କେନ୍ଦୁଝର ପୋଲିସ କଡ଼ା ପଦକ୍ଷେପ ନେଇଛି। ଆନନ୍ଦପୁର ଉପଖଣ୍ଡରେ ପ୍ରଥମଥର ପାଇଁ ପୋଲିସ ଏକ…

ଏନକ୍ଲୋଜର୍ ଭିତରକୁ ପଶିଗଲେ ବ୍ୟକ୍ତି, ଝୁଣି ଖାଇଲା ରକ୍ତମୁଖା ବାଘ, ପୂରା ଘଟଣା ଜାଣିଲେ…

ଲଣ୍ଡନ,୧୧ା୧୦: ଇଂଲଣ୍ଡର ୟର୍କସାୟର୍ ଓ୍ବାଇଲ୍ଡଲାଇଫ୍‌ ପାର୍କରେ ଜଣେ ବ୍ୟକ୍ତି ବାଘ ରହୁଥିବା ଏନକ୍ଲୋଜର୍ (ଖୁଆଡ଼) ଭିତରକୁ ପଶିଯିବା ପରେ ବାଘ ଆକ୍ରମଣର ଶିକାର ହୋଇ ପ୍ରାଣ ହରାଇଛନ୍ତି।…

ଆଜି ଯନ୍ତରମନ୍ତର ଘେରାଉ ପାଇଁ ସିଜେପିର ଆହ୍ୱାନ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ ବ୍ୟାପକ ଅନିୟମିତତା ଏବଂ ୧୩ କୋଟି ଭୋଟରଙ୍କ ନଁା କାଟିବା ଅଭିଯୋଗରେ ମୁଖ୍ୟ ନିର୍ୱାଚନ…

ସିସେଲ୍ସରେ ମଣିଷକୁ ଟପିଲେଣି କଇଁଛ

ଭିକ୍ଟୋରିଆ,୧୧ା୧୦: ଦିନେ ବିଲୁପ୍ତ ହେବାକୁ ବସିଥିବା ଆଲଡାବ୍ରା କଇଁଛଙ୍କ ସଂଖ୍ୟା ବର୍ତ୍ତମାନ ମଣିଷଙ୍କୁ ମଧ୍ୟ ଟପିଗଲାଣି। ବ୍ୟାପକ ଶୋଷଣ ଏବଂ ଅତ୍ୟଧିକ ଶିକାର ଯୋଗୁଁ ଆଲଡାବ୍ରାର କଇଁଛ…

ସିଇସି ଜ୍ଞାନେଶ ହଟାଅ ଦାବିରେ ସିଜେପିର ବିକ୍ଷୋଭ: ଦିଲ୍ଲୀରେ ୭ ହଜାରରୁ ଊର୍ଦ୍ଧ୍ୱ ଅଟକ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ମୁମ୍ୱାଇରୁ ବିମାନ ଯୋଗେ ଦିଲ୍ଲୀ ପହଞ୍ଚିବା ପରେ ସିଜେପି ପ୍ରତିଷ୍ଠାତା ଅଭିଜିତ୍‌ ଦୀପ୍‌କେ, ପ୍ରବକ୍ତା ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କୁ ଇନ୍ଦିରା…

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?