ବିବାହର ୯ ବର୍ଷ ପରେ ପରେ ସ୍ତ୍ରୀଙ୍କଠାରୁ ଅଲଗା ହେବେ ଏହି ଅଭିନେତା

‘ଇସ୍‌କବାଜ୍‌’ ଫେମ୍‌ ଅଭିନେତା ମଲ୍ହାର ପାଣ୍ଡ୍ୟା ବିବାହର ୯ ବର୍ଷ ପରେ ପତ୍ନୀ ପ୍ରିୟା ପଟିଦାରଙ୍କଠାରୁ ଅଲଗା ହେଉଛନ୍ତି। ଡିସେମ୍ବର ୨୦୧୪ରେ ବିବାହ କରିଥିବା ମଲ୍ହାର ଏବଂ ଗାୟିକା ପ୍ରିୟା ଦୀର୍ଘ ଦିନ ହେବ ଅଲଗା ରହୁଥିଲେ। ବର୍ତ୍ତମାନ ବିବାହର ନଅ ବର୍ଷ ପରେ ଏହି ଦମ୍ପତି ଚଳିତ ବର୍ଷ ଶେଷରେ ଛାଡପତ୍ର ପାଇଁ ଆବେଦନ କରିବେ। ରିପୋର୍ଟ ଅନୁଯାୟୀ, ଉଭୟ ଏକ ବର୍ଷ ପୂର୍ବରୁ ଅଲଗା ହୋଇଯାଇଥିଲେ। ଲକଡାଉନ ସମୟରେ ଉଭୟଙ୍କ ମଧ୍ୟରେ ମତଭେଦ ଆରମ୍ଭ ହୋଇଥିଲା।
ମଲ୍ହାର ଶେଷ ଥର ପାଇଁ ୨୦୨୦ରେ ରାଧାକୃଷ୍ଣରେ ନଜର ଆସିଥିଲେ। ସେ ପରିବାର ସହିତ ରହିବାକୁ ଆମେରିକା ଯାଇଛନ୍ତି। ଛାଡପତ୍ର ନେଇ ପ୍ରିୟା କହିଛନ୍ତି, ହଁ, ଏହା ସତ୍ୟ ଯେ ଆମେ ଆଉ ଏକାଠି ନାହୁଁ, କିନ୍ତୁ ମୁଁ କୌଣସି ସବିଶେଷ ତଥ୍ୟ ଭିତରକୁ ଯିବାକୁ ଚାହୁଁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମସମର୍ପଣ କଲେ ଟପ୍‌ କ୍ୟାଡର ମାଓବାଦୀ ଦମ୍ପତି, ମୁଖ୍ୟସ୍ରୋତରେ ସାମିଲ ପାଇଁ ଚିଠି ଲେଖି…

ରାୟଗଡ଼ା,୭ା୨(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟରେ ମାଓବାଦୀ ବିରୋଧୀ ଅଭିଯାନକୁ ଏକ ବଡ଼ ସଫଳତା ମିଳିଛି। ଦକ୍ଷିଣ ଓ ଶୀର୍ଷ ମାଓବାଦୀ ନେତା ନିଖିଲ ଓ ତାଙ୍କ ସ୍ତ୍ରୀ…

ରାଜ୍ୟ ପ୍ରାକ୍‌ ବଜେଟ: ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ଆଜି

ଭୁବନେଶ୍ୱର, ୭।୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୫-୨୬ ଆର୍ଥିକବର୍ଷ ଲାଗି କରାଯାଇଥିବା ବଜେଟରୁ କେତେ ଅର୍ଥ ଖର୍ଚ୍ଚ ହୋଇଛି ଏବଂ ଆସନ୍ତା ୨୦୨୬-୨୭ ଆର୍ଥିକବର୍ଷ ପାଇଁ…

ଅଢ଼େଇ ବର୍ଷର ଝିଆରୀଙ୍କୁ ବଳାତ୍କାର କଲେ ଦାଦା, ଆଉ ତା’ପରେ…

ପିଲିଭିଟ୍‌(ୟୁପି),୭ା୨: ଉତ୍ତରପ୍ରଦେଶର ପିଲିଭିଟ୍‌ ଜିଲାରେ ୨୫ ବର୍ଷର ଦାଦା ନିଜର ଅଢ଼େଇ ବର୍ଷର ଝିଆରୀକୁ ବଳାତ୍କାର କରିବା ପରେ ଆତ୍ମହତ୍ୟା କରିଛନ୍ତି। ଗୁରୁବାର ରାତି ପ୍ରାୟ ୮ଟା…

ମାର୍ଚ୍ଚକୁ ଘୁଞ୍ଚିଲା ମହାନଦୀ ଜଳ ବିବାଦ ଶୁଣାଣି

ଭୁବନେଶ୍ୱର,୭।୨: ମହାନଦୀ ଜଳ ବିବାଦ ଶୁଣାଣି ମାର୍ଚ୍ଚ ୧୪ ତାରିଖକୁ ଘୁଞ୍ଚିଛି। ଫେବୃଆରୀ ଶେଷ ସପ୍ତାହରୁ ମାର୍ଚ୍ଚ ପ୍ରଥମ ସପ୍ତାହ ମଧ୍ୟରେ ସ୍ପଟ ଭିଜିଟ କରାଯିବ ।…

ବେରୋଜଗାରୀ ଯୁବତୀ-ଯୁବକଙ୍କ ପାଇଁ ଖୁସି ଖବର, ୨୩୮୦୦ ସରକାରୀ ପଦବୀ ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କଲେ…

ନୂଆଦିଲ୍ଲୀ,୭।୨: ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଶୁକ୍ରବାର ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧.୨୭ ଲକ୍ଷ କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଛନ୍ତି । ମୁଖ୍ୟମନ୍ତ୍ରୀ…

ଅତିରିକ୍ତ ତହସିଲଦାରଙ୍କ ଦୁର୍ବ୍ୟବହାରରେ କୀଟନାଶକ ପିଇଦେଲେ ପିଇଓ

ଚିକିଟି,୭ା୨(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକରେ ଏକ ଅଭାବନୀୟ ଘଟଣା ଘଟିଛି। ଅତିରିକ୍ତ ତହସିଲଦାର ଶାଶ୍ୱତୀ ଷଡ଼ଙ୍ଗୀଙ୍କ ଦୁର୍ବ୍ୟବହାରରେ ଅତିଷ୍ଠ ହୋଇ ରାମଚନ୍ଦ୍ରପୁର ପଞ୍ଚାୟତ…

ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ଛାତ୍ରୀଛାତ୍ର ହେଲେ ପୁରସ୍କୃତ

ଥୁଆମୂଳରାମପୁର, ୭ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଡୁମେରପଦର ସରକାରୀ (ଏସ୍‌ଏସ୍‌ଡି) ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ସୁଶାନ୍ତ…

ପଞ୍ଜାବୀ ଗୀତ ବୁଝି ପାରିଲେନି Vaibhav Suryavanshi! ବିଜୟ ପରେ ଡ୍ୟାନ୍ସ ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୭।୨: ୧୯ ବର୍ଷରୁ କମ ବିଶ୍ୱକପ ଇତିହାସର ସବୁଠାରୁ ଶକ୍ତିଶାଳୀ ପ୍ରଦର୍ଶନ ପରେ, Vaibhav Suryavanshi ଏକ ଜବରଦସ୍ତ ଉତ୍ସବ ସହିତ ଭାରତର ବିଜୟ ପାଳନ କଲେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri