ଦୀର୍ଘ ୭ ମାସ ପରେ ଖୋଲିଲା ହିଞ୍ଜିଳିକାଟୁ ଆହାରକେନ୍ଦ୍ର

ହିଞ୍ଜିଳିକାଟୁ,୨।୧୧(ଡ଼ି.ଏନ୍‌.ଏ): କରୋନା ମହାମାରୀ କଟକଣା ପାଇଁ ଦୀର୍ଘ ୭ ମାସ ଧରି ଆହାରକେନ୍ଦ୍ର ବନ୍ଦ ରହିଥିଲା। ତେବେ ସୋମବାର ଆହାରକେନ୍ଦ୍ର ପୁଣି ଖୋଲିଛି।
ହିଞ୍ଜିଳିକାଟୁ ଆହାରକେନ୍ଦ୍ର ଓ ତାହାର ଆଖପାଖକୁ ସାନିଟାଇଜ କରାଯାଇଥିବା ବେଳେ ସାମାଜିକ ଦୂରତା ବଜାୟ ରଖି ଖାଦ୍ୟ ପ୍ରଦାନ ଓ ଭୋଜନ ପାଇଁ ବିଏମ୍‌ସି ପକ୍ଷରୁ ବ୍ୟବସ୍ଥା ଗ୍ରହଣ କରାଯାଇଛି। ହିଞ୍ଜିଳିକାଟୁ ଆହାରକେନ୍ଦ୍ରର ପରିଚାଳନାରେ ଥିବା ଏସ୍‌ଏଚ୍‌ଜି ଗ୍ରୁପର ସଦସ୍ୟା ଆହାରକେନ୍ଦ୍ରରେ ଖାଦ୍ୟ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତା, ପଡୋଶୀଙ୍କ କାତି ଚୋଟରେ ଯୁବକ ଗୁରୁତର

ଦିଗପହଣ୍ଡି,୧୯।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁରରେ ଅଭାବନୀୟ ଘଟଣା । ବଡ଼ସାହିର ଦୀପକ ସେଠୀଙ୍କ କାତି ଚୋଟରେ ପଡୋଶୀ ଡି.ବିଜୟ(୪୫) ଗୁରୁତର ଆହତ…

ସଲମାନ ଖାନଙ୍କ ଘରେ ପଶିଲା ସାପ:ଖେଳିଗଲା ଆତଙ୍କ, ତା’ପରେ ଯାହା ଘଟିଲା…

ମୁମ୍ବାଇ,୧୯।୪: ମୁମ୍ବାଇର ବାନ୍ଦ୍ରାରେ ଥିବା ଅଭିନେତା ସଲମାନ ଖାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟରେ ମଙ୍ଗଳବାର ଅଶାନ୍ତ ପରିସ୍ଥିତି ସୃଷ୍ଟି ହୋଇଛି। ହଠାତ୍‌ ଏକ ସାପ ଆପାର୍ଟମେଣ୍ଟରେ ପଶିଯାଇଛି। ସାପଟିକୁ…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଗାଧୋଇବା ବେଳେ ଅଘଟଣ: ଯୁବକ ବୁଡିଯାଇ ଗୁରୁତର

ଛତ୍ରପୁର, ୧୯।୫(ଦିଲ୍ଲୀପ ସାମଲ): ଗାଧୋଇବା ବେଳେ ଅଳ୍ପକେ ବର୍ତ୍ତିିଲେ ଯୁବକ। ସମୁଦ୍ରରେ ବୁଡି ଯାଉଥିବା ବେଳେ ରକ୍ଷାକଲେ ମତ୍ସ୍ୟଜୀବୀ ଓ ଆର୍ଯ୍ୟପଲ୍ଲୀ ସାମୁଦ୍ରିକ ପୋଲିସ।ଗୁରୁତର ଅବସ୍ଥାରେ ଛତ୍ରପୁର…

ଛତ୍ରପୁରକୁ ସ୍ବଚ୍ଛ, ସୁସ୍ଥ, ସୁନ୍ଦର କରିବା ନିମନ୍ତେ ଲକ୍ଷ୍ୟ : ସଚେତନତା କାର୍ଯ୍ୟକ୍ରମରେ ଯୋଗ ଦେଲେ ଅତିରିକ୍ତ ଜିଲାପାଳ ସହ…

ଛତ୍ରପୁର, ୧୯।୫(ଦିଲ୍ଲୀପ ସାମଲ): ଛତ୍ରପୁରକୁ ସ୍ବଚ୍ଛ, ସୁସ୍ଥ, ସବୁଜ ଓ ସୁନ୍ଦର କରିବା ନିମନ୍ତେ ଆଜି ସ୍ଥାନୀୟ ଶିବ କୁମାର ପଟ୍ଟନାୟକ ରିଡିଙ୍ଗ ରୁମ ପରିସରରେ ପରିବେଶ…

ଜଙ୍ଗଲରେ ଲୁଚାଇ ରଖିଥିଲେ ୪୫ ପିଆଶାଳ ପଟା: ମାଡ଼ିବସିଲା…

ଗୁଡ଼ାରି,୧୯।୫ (ପ୍ରମୋଦ କୁମାର ପତି ) ରାୟଗଡା ଜିଲା ଗୁଡ଼ାରି ରେଞ୍ଜ କର୍ମଚାରୀମାନେ ପେଣ୍ଡିଲି ଗ୍ରାମ ପଞ୍ଚାୟତର ମନ୍ତରଝୋଲି ଗ୍ରାମ ନିକଟସ୍ଥ ଜଙ୍ଗଲରୁ ୪୫ଟି ପିଆଶାଳ ପଟା…

ଧାନବିକ୍ରିରେ ଅବ୍ୟବସ୍ଥା ନେଇ ତାତିଲେ ଚାଷୀ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ): ଟୋକନ୍‌ ପାଇଁ ବରଗଡ଼ ଜିଲାପାଳଙ୍କ ଅଫିସ୍‌ ଘରିଲେ ଚାଷୀ । ଆନ୍ଦୋଳନରେ ଚାଷୀଙ୍କ ସହ ବିଭିନ୍ନ ସଂଗଠନ ସାମିଲ୍‌ ହୋଇଛନ୍ତି । ବରଗଡ଼ ଜିଲାରେ…

ଆମ ଗଞ୍ଜାମ, ସ୍ବଚ୍ଛ ଗଞ୍ଜାମ କାର୍ଯ୍ୟକ୍ରମ: ସାମିଲ ହେଲେ ବିଧାୟକଙ୍କ ସହ ଏମାନେ…

ଗଞ୍ଜାମ,୧୯।୫(ଅନାଥ ତରାଇ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳିଜଗନ୍ନାଥପୁର ସ୍ଥିତ ପ୍ରଭୁ ଶ୍ରୀ ବାଲି ଲୋକନାଥଙ୍କ ମନ୍ଦିର ପରିସରରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଏକ ବିଶେଷ…

ତୈଳବୀଜ ଶସ୍ୟ ଚାଷ କରିବାକୁ ଯୁବଚାଷୀଙ୍କୁ ଆହ୍ବାନ ଦେଲେ ସମୀର

ବଡ଼ଗାଁ, ୧୯।୫(ଅଶୋକ ଷଡଙ୍ଗୀ): ଭାରତରେ ତୈଳବୀଜ ଉତ୍ପାଦନ ସେତେଟା ହେଉନଥିବାରୁ ଭାରତ ଅନ୍ୟ ଦେଶ ଉପରେ ନିର୍ଭର କରୁଛି। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ତେଲ ବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri