Posted inଜାତୀୟ

ଏଆଇସିସିର କୋଷାଧ୍ୟକ୍ଷ ହେଲେ ପଓ୍ବନ ବଂଶଲ

ନୂଆଦିଲ୍ଲୀ,୨୮।୧୧-ବରିଷ୍ଠ କଂଗ୍ରେସ ନେତା ଅହମ୍ମଦ ପଟେଲଙ୍କ ଦେହାନ୍ତ ପରେ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଶନିବାର ପୂର୍ବତନ କେନ୍ଦ୍ର ରେଳମନ୍ତ୍ରୀ ପଓ୍ବନ କୁମାର ବଂଶଲଙ୍କୁ ଏଆଇସିସିର କୋଷାଧ୍ୟକ୍ଷ ଭାବରେ ନିଯୁକ୍ତ କରିଛନ୍ତି। ଦିବଂଗତ ଅହମ୍ମଦ ପଟେଲଙ୍କ ପରେ ଏହି ପଦବୀରେ କିଏ ବସିବ ସେ ନେଇ ବହୁ ଆଲୋଚନା ହେଉଥିଲା। ତେବେ ହାଇକମାଣ୍ଡ ସୋନିଆ ଗାନ୍ଧୀ ପଓ୍ବନଙ୍କୁ ଏହି ପଦବୀରେ ବସାଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ‘ମିଛର ସର୍ଦ୍ଦାର’କହିଥିବା ରାହୁଲଙ୍କୁ ଭାଜପାର ସମାଲୋଚନା:ଉପା ଅମଳରେ ଗଢ଼ାହୋଇଥିଲା ଅଟକ କେନ୍ଦ୍ର

ନୂଆଦିଲ୍ଲୀ,୨୭-୧୨(ପି.ଟି.):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ‘ମିଛର ସର୍ଦ୍ଦାର’ କହିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଭାଜପା ସମାଲୋଚନା କରିଛି। ଅଟକ କେନ୍ଦ୍ର ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ମିଛ କହୁଛନ୍ତି...

ବସ-ଡମ୍ପର ମଧ୍ୟରେ ମୁହାଁମୁହିଁ ଧକ୍କା: ୭ ଜୀବନ ଚାଲିଗଲା

ଭୋପାଳ,୧।୧୦:ମଧ୍ୟପ୍ରଦେଶର ଭିଣ୍ଡ ଜିଲାରେ ଏକ ବସ ଏବଂ ଡମ୍ପର ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୭ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୧୩ ଜଣ...

ଦେବେଗୌଡ଼ା, ଖାର୍ଗେ ରାଜ୍ୟ ସଭାକୁ ନିର୍ବାଚିତ

ବେଙ୍ଗାଲୁରୁ,୧୩ା୬(ଆଇଏଏନ୍‌ଏସ୍‌): ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଧର୍ମନିରପେକ୍ଷ ଜନତା ଦଳ (ଜେଡିଏସ୍‌) ସୁପ୍ରିମୋ ଏଚ୍‌.ଡି. ଦେବେଗୌଡ଼ା ଏବଂ ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖାର୍ଗେ ନିର୍ଦ୍ୱନ୍ଦ୍ୱରେ ରାଜ୍ୟ...

ଏକ୍‌ଜିଟ୍‌ ପୋଲ୍‌ ଓ ନିର୍ବାଚନ ଫଳାଫଳ ମଧ୍ୟରେ ରହିଛି ବହୁତ ପାର୍ଥକ୍ୟ: ଜାଭେଡକର

ନୂଆଦିଲ୍ଲୀ,୯।୨: ସରିଛି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏବେ ସମସ୍ତଙ୍କ ନଜର ଫଳାଫଳ ଉପରେ। ଇତିମଧ୍ୟରେ କିନ୍ତୁ ଏକ୍‌ଜିଟ୍‌ ପୋଲ୍‌ ଫଳଫଳକୁ ନେଇ ପୁଣି ଅଙ୍କକଷା ଆରମ୍ଭ...

୨୦ ପରେ କ’ଣ କରିବାକୁ ମିଳିବ ଅନୁମତି

ନୂଆଦିଲ୍ଲୀ,୧୬ା୪: ଲକ୍‌ଡାଉନ ସତ୍ତ୍ୱେ ନିର୍ଦ୍ଦିଷ୍ଟ ଅଞ୍ଚଳରେ କୃଷକ ଓ ଦିନ ମଜୁରିଆମାନଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଏପ୍ରିଲ ୨୦ ପରେ କେଉଁସବୁ କାର୍ଯ୍ୟ କରିବାକୁ ଅନୁମତି...

ଅରୁଣାଚଳରୁ ନାବାଳକଙ୍କୁ ଅପହରଣ କଲା ଚାଇନା

ନୂଆଦିଲ୍ଲୀ, ୨୦ା୧: ଚାଇନାର ପିପଲ୍ସ ଲିବରେଶନ ଆର୍ମି (ପିଏଲ୍‌ଏ) ଭାରତୀୟ ଭୂଖଣ୍ଡକୁ ଅନୁପ୍ରବେଶ କରି ଜଣେ ନାବାଳକଙ୍କୁ ଅପହରଣ କରିନେଇଛି। ଅରୁଣାଚଳ ପ୍ରଦେଶର ଅପର ସିଆଙ୍ଗ...

ଲୌହ ମାନବୀଙ୍କୁ ମୋଦିଙ୍କ ସମେତ ବହୁ ନେତା ଦେଲେ ଶ୍ରଦ୍ଧାଞ୍ଜଳୀ, ଜେଜେମା’ଙ୍କୁ ମନେପକାଇଲେ ରାହୁଲ

ନୂଆଦିଲ୍ଲୀ,୧୯ ।୧୧: ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଜୟନ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍ କରି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ସେହିପରି କଂଗ୍ରେସର ପୂର୍ବତନ...

ପ୍ରେମରେ ବାଧା ଦେବାରୁ ପ୍ରେମିକ ସହ ମିଶି ପିତାଙ୍କୁ ହତ୍ୟା କଲେ ୧୫ବର୍ଷର ଝିଅ

ବେଙ୍ଗାଲୁରୁ, ୨୦।୮: କର୍ନାଟକ ରାଜଧାନୀ ବେଙ୍ଗାଲୁରୁରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମରେ ବାଧା ଦେବାରୁ ୧୯ ବର୍ଷ ପ୍ରେମିକ ସହ ମିଶି ପିତାଙ୍କୁ ହତ୍ୟା...

Advertisement


Archives

Model This Week