Posted inଜାତୀୟ

୪୬ବର୍ଷର ଯାତ୍ରା ଶେଷ କରି ନୌସେନାରୁ ଅବସର ନେଲା IL-38 ସି ଡ୍ରାଗନ

ନୂଆଦିଲ୍ଲୀ,୧।୧୧: ୪୬ ବର୍ଷର ଯାତ୍ରା ଶେଷ କରି ନୌସେନାରୁ ବିଦାୟ ନେଇଛି ସାମୁଦ୍ରିକ ପେଟ୍ରୋଲିଂ ବିମାନ IL-38 ସି ଡ୍ରାଗନ। ଗୋଆର ଡାବୋଲିମର ଆଇଏନଏସ ହାନସା ଠାରେ ଅନୁଷ୍ଠିତ ସମାରୋହରେ ଡ୍ରାଗନକୁ ବିହାୟ ଦିଆଯାଇଛି। ଏହି କାର୍ଯ୍ୟକ୍ରମରେ ନାଭାଲ ଷ୍ଟାଫ ମୁଖ୍ୟ ମୁ ଆଡମିରାଲ ଆର. ହରି କୁମାର, ଆଇଏଲ ସ୍କ୍ବାର୍ଡନର ଅଧିକାରୀ, ଓ ସ୍କ୍ବାର୍ଡନର ଅନ୍ୟ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ।
ସୂଚନାଯୋଗ୍ୟ, ୧୯୭୭ରେ ଅକ୍ଟୋବର ୧ରେ il-38 ବିମାନକୁ ନାଭାଲ ଏୟାର ସ୍କ୍ବାର୍ଡନ INAS 315ରେ ସାମିଲ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶିବସେନା(ୟୁବିଟି) ୨ ଫାଳ: ଶିନ୍ଦେଙ୍କ ଦଳରେ ଯୋଗଦେଲେ ୬ ବିଦ୍ରୋହୀ ଏମ୍‌ପି

ମୁମ୍ବାଇ,୨୨ା୬:ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା (ୟୁବିଟି) ୨ ଭାଗ ହୋଇଯାଇଛି। ଏହାର ୯ ଜଣ ଲୋକ ସଭା ସଦସ୍ୟଙ୍କ ମଧ୍ୟରୁ ୬ ଜଣ…

ବଜ୍ରାଘାତରେ ଜଳିଗଲା ମାଉସୀ ମା’ ମନ୍ଦିରର ପତାକା: ଚିନ୍ତାରେ ଭକ୍ତ

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ ବଜ୍ରପାତ ସହିତ ବର୍ଷା ହୋଇଥିଲା। ତେବେ ଅପରାହ୍ନ ପ୍ରାୟ ୩ଟା ସମୟରେ ହୋଇଥିବା ବଜ୍ରପାତରେ ଜିଲାର ଭଟଲିସ୍ଥିତ…

ମନ୍ଦିର ଦର୍ଶନ ସାରି ଘରକୁ ଫେରୁଥିବାବେଳେ ମାରିଲା ଘଡ଼ଘଡ଼ି: ଆଉ ତା’ପରେ ଘଟିଲା…

ଦେବଗଡ଼,୨୨।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ବାରକୋଟ ବ୍ଲକ ବସାଲଇ ଅଞ୍ଚଳ…

ମହିଳାଙ୍କୁ ବଳାତ୍କାର ପୋଲିସ ବାବୁଙ୍କୁ ପଡ଼ିଲା ମହଙ୍ଗା: ଶରଣକୂଳ ଥାନା ପୂର୍ବତନ ଆଇଆଇସି ନିଲମ୍ବିତ

ନୟାଗଡ଼,୨୨।୬(ଲୋକନାଥ ମିଶ୍ର):ନୟାଗଡ଼ ଜିଲା ଶରଣକୂଳ ଥାନାର ପୂର୍ବତନ ଆଇଆଇସି ସୁଜିତ କୁମାର ଦାସ ନିଲମ୍ବିତ। ଆଇଆଇସି ସୁଜିତ ଦାସଙ୍କୁ ନିଲମ୍ବନ କଲେ ଡିଜିପି। ଆଇଆଇସିଙ୍କ ବିରୋଧରେ ଯୌନ…

ଜୁନ ୨୯ରୁ ଶିମିଳିପାଳ ବନ୍ଦ: ଜାଣନ୍ତୁ କାହିଁକି

ବାରିପଦା,୨୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ପର୍ଯ୍ୟଟକ ଓ ଭ୍ରମଣକାରୀଙ୍କ ନିମନ୍ତେ ଜୁନ ୨୯ରୁ ବନ୍ଦ ରହିବ । ଏନେଇ ଶିମିଳିପାଳ ବ୍ୟାଘ୍ର…

କୋଚିଂ ସେଣ୍ଟରରେ ୧୫ ଛାତ୍ର ଜୀବନ୍ତ ଦଗ୍ଧ ଘଟଣା: ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୨୨।୬: ଲକ୍ଷ୍ନୌର ଆଲିଗଞ୍ଜ ଅଞ୍ଚଳରେ ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଚାରି ଜଣ ଆହତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି…

IRCTC New Rules: ବଦଳିଲା ତତ୍କାଳ ଟିକେଟ ବୁକିଂ ନିୟମ: ଏବେ ଆଧାର କାର୍ଡ ବିନା ହେବନି କୌଣସି କାମ

ନୂଆଦିଲ୍ଲୀ,୨୨।୬: ଆଜିକାଲି ସମୟରେ ଟ୍ରେନ ଟିକେଟ ମିଳିବା ବହୁତ କଷ୍ଟକର ହୋଇପଡ଼ିଛି। ପର୍ବପର୍ବାଣୀ ସମୟରେ ଯଦି ଘରକୁ ଯିବାକୁ ଥାଏ, ତେବେ ଟିକେଟ ଆଦୌ ମିଳିନଥାଏ। ଏଭଳି…

କୁଲାଡ ଯାଉଥିଲେ ସାଗର, ଧକ୍କା ଦେଲା କାର୍‌: ଆଉ ତା’ପରେ…

ଭଞ୍ଜନଗର,୨୨/୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ କାର ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri