ରାମ ମନ୍ଦିର ନିର୍ମାଣରେ ସହାୟତାର ହାତ ବଢ଼ାଇଲେ ଏହି ସୁପରଷ୍ଟାର

ଅଯୋଦ୍ଧାରେ ରାମ ମନ୍ଦିର ନିର୍ମାଣ ପାଇଁ ଲୋକମାନେ ଖୋଲାଖୋଲି ଭାବେ ଆଗକୁ ଆସୁଛନ୍ତି। ଏହି ଭବ୍ୟ ମନ୍ଦିର ନିର୍ମାଣ ପାଇଁ ଖିଲାଡି ହିରୋ ଅକ୍ଷୟ କୁମାରଙ୍କ ପରେ କଳାକାରମାନେ ସହଯୋଗ ହାତ ବଢ଼ାଉଛନ୍ତି। ଏବେ ତେଲୁଗୁ ସୁପରଷ୍ଟାର ତଥା ଜନସେନା ପାର୍ଟିର ଅଧ୍ୟକ୍ଷ ପଓ୍ବନ କଲ୍ୟାଣ ରାମ ମନ୍ଦିର ନିର୍ମାଣ ପାଇଁ ୩୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିଛନ୍ତି। ପଓ୍ବନଙ୍କ ସହ ତାଙ୍କ ପାର୍ଟିର ଅନ୍ୟ ନେତାମାନେ ମଧ୍ୟ ଯୋଗଦାନ ଦେଇଛନ୍ତି। ଚିରଞ୍ଜୀବୀଙ୍କ ସାନ ଭାଇ ପଓ୍ବନ କଲ୍ୟାଣ ମନ୍ଦିର ଟ୍ରଷ୍ଟ ସହିତ ଜଡିତ ଲୋକଙ୍କୁ ୨ଟି ଚେକ୍‌ ଦେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗତ ୧୦ ବର୍ଷ ଧରି ‘କ୍ରାଇମ୍‌ ପାଟ୍ରୋଲ୍‌’ରେ ନେଗେଟିଭ୍‌ ଭୂମିକାରେ ନଜର ଆସୁଛନ୍ତି ଏହି ଅଭିନେତ୍ରୀ: ନାମୀ ଅଭିନେତ୍ରୀଙ୍କଠାରୁ ଅଧିକ ନିଅନ୍ତି ପାଉଣା

ବମ୍ବେ: ‘କ୍ରାଇମ୍‌ ପାଟ୍ରୋଲ’ ଟେଲିପରଦାର ଲୋକପ୍ରିୟ ଧାରାବାହିକ ମଧ୍ୟରୁ ଅନ୍ୟତମ। ଗତ ୧୭ ବର୍ଷରୁ ଅଧିକ ସମୟ ଧରି ଏହା ପ୍ରସାରିତ ହୋଇ ଆସୁଛି। ଏହି...

ଏହି ଦିନ ଓଟିଟିରେ ହେବ ରିଲିଜ୍‌

ଏସ୍‌ ଏସ୍‌ ରାଜାମୌଲିଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଆର୍‌ଆର୍‌ଆର୍‌’ବକ୍ସ ଅଫିସରେ ଧମାକାଦାର ଆୟ କରୁଛି। ପାଖାପାଖି ୧,୧୨୭ କୋଟି ଟଙ୍କା କଲେକ୍ସନ ସହିତ ଚତୁର୍ଥ ସର୍ବାଧିକ ଆୟ...

ଶାହରୁଖ ଦେଇଥିବା ୩୦୦ ଟଙ୍କାକୁ ୮ ବର୍ଷ ହେଲା ପାଖରେ ରଖିଛନ୍ତି ଅଭିନେତ୍ରୀ

ନୂଆଦିଲ୍ଲୀ,୧୭।୬: ୨୦୧୩ରେ ରିଲିଜ ହୋଇଥିଲା ବଲିଉଡ୍‌ କିଙ୍ଗ୍‌ ଶାହାରୁଖ ଖାନଙ୍କ ଅଭିନୀତ ଫିଲ୍ମ ‘ଚେନ୍ନାଇ ଏକ୍ସପ୍ରେସ’। ଏହି ବ୍ଲକବଷ୍ଟର ଫିଲ୍ମର ଆଇଟମ ସଙ୍ଗ୍‌ର ଶୁଟିଂବେଳେ ଶାହାରୁଖଙ୍କୁ...

ଓଟିଟି ପ୍ଲାଟ୍‌ଫର୍ମରେ ରିଲିଜ୍‌ ହେଲା ‘ଶମଶେରା’

ମୁମାଇ: ରଣବୀର କପୁରଙ୍କ ଅଭିନୀତ ଫିଲ୍ମ ‘ଶମଶେରା’ ଓଟିଟି ପ୍ଲାଟ୍‌ଫର୍ମରେ ରିଲିଜ୍‌ ହୋଇଯାଇଛି। ବର୍ତ୍ତମାନ ଆଉ ଅପେକ୍ଷା ନ କରି ଆମାଜନ ପ୍ରାଇମ୍‌ରେ ଏହି ଫିଲ୍ମକୁ...

ଉଦିତ ନାରାୟଣଙ୍କୁ ହୃଦଘାତ ନେଇ ଗୁଜବ: ଗାୟକ କହିଲେ-ମୁଁ ହସୁଛି, ମୋ ବୟସ ବୋଧେ ବଢ଼ିଗଲା

ବମ୍ବେ: ନବେ ଦଶକର ଗୀତ ଯେବେ ବି ମନେ ପଡେ ସେତେବେଳେ ଉଦିତ ନାରାୟଣଙ୍କ ଗୀତ ଶୁଣି ମନ ଝୁମିଯାଏ। ଆଜି ବି ତାଙ୍କ ପ୍ରଶଂସକ...

ସବୁବେଳେ ଶ୍ରୀଦେବୀଙ୍କ ପାଦ ଧରୁଥିଲେ ଏହି ସୁପରଷ୍ଟାର: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲିଉଡ୍‌ର ପ୍ରସିଦ୍ଧ ଅଭିନେତା ଅନିଲ କପୁର ନିଜର ଫିଟ୍‌ନେସ୍‌କୁ ନେଇ ସବୁବେଳେ ସୋସିଆଲ ମିଡିଆରେ ସକ୍ରିୟ ରହିଥାନ୍ତି। ହେଲେ ଏବେ ଅନିଲ ଶ୍ରୀଦେବୀଙ୍କୁ ନେଇ ଏକ...

ବ୍ରେକ ଫେଲ୍ ଯୋଗୁ ଦୁର୍ଘଟଣାର ଶିକାର ହେଲେ ତନୁଶ୍ରୀ

ମୁମ୍ବାଇ: ନିଜର ଗ୍ଲାମରସ ଲୁକରେ ବଲିଉଡରେ ଚାର ଚାନ୍ଦ ଲଗାଉଥିବା ଅଭିନେତ୍ରୀ ତନୁଶ୍ରୀ ଦତ୍ତ ଏବେ ବଡ ପରଦାଠାରୁ ଦୂରେଇ ଯାଇଛନ୍ତି ସତ । ହେଲେ...

ଦିୟା ମିର୍ଜା ‘ତୁମ୍‌ସା ନେହିଁ ଦେଖା’ରେ ଶୁଟିଂ ସେଟ୍‌ରେ ହରାଇଥିଲେ ନିଜର ନିୟନ୍ତ୍ରଣ…

ମୁମ୍ବାଇ,୯।୧୨: ବଲିଉଡ୍‌ର ଚୁଲ୍‌ବୁଲି ଅଭିନେତ୍ରୀ ଦିୟା ମିର୍ଜା ସୋମବାର ୩୮ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୧ ଡିସେମ୍ବର ୯ରେ ସେ ଜନ୍ମଗ୍ରହଣ କରିଥିଲେ। ପ୍ରଥମେ ଏକ...

Advertisement
Archives

Model This Week