ଆମେରିକା ପରେ ଜାପାନ, ଅଷ୍ଟ୍ରିୟାରେ ଶୀତ ପ୍ରକୋପ, ବରଫ ଝଡ଼ରେ ୪୧ ଆମେରିକୀୟଙ୍କର ମୃତ୍ୟୁ

ନ୍ୟୁୟର୍କ/ଟୋକିଓ/ଫ୍ରାଙ୍କଫୋର୍ଟ.୨୭ ।୧୨: ବିଶ୍ୱର କିଛି ଅଂଶରେ ଶୀତ ପ୍ରକୋପ ବଢିବା ସହ ବରଫ ଝଡ଼ ଯୋଗୁ ସାଧାରଣ ଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି । ଆମେରିକାରେ ହୋଇଥିବା ଘୂର୍ଣ୍ଣିଝଡ଼ ‘ବମ’ ପ୍ରଭାବରେ ଏବେ ପର୍ଯ୍ୟନ୍ତ ୪୧ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି । ଏପଟେ ଜାପାନରେ ତୁଷାରପାତ ଫଳରେ ୧୭ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହାସହ ଜାପାନରେ ତୁଷାରପାତ ଯୋଗୁ ପ୍ରାୟ ୯୩ ଜଣ ଆହତ ବି ହୋଇଛନ୍ତି । ଏଠାରେ ଶହ ଶହ ଘରକୁ ବିଜୁଳି ଯୋଗଣ ବନ୍ଦଥିବା ବେଳେ ଅନ୍ୟପଟେ ୟୁରୋପର ଅଷ୍ଟ୍ରିୟାରେ ହିମସ୍ଖଳନ ଯୋଗୁ ପ୍ରାୟ ୧୦ ଜଣ ନିଖୋଜ ଥିବା ଜଣାପଡିଛି ।

ଖ୍ରୀଷ୍ଟମାସ ସମୟରେ ଆମେରିକାରେ ଆସିଥିବା ବରଫ ଝଡ଼ ଫଳରେ ପ୍ରାୟ ୨୦ କୋଟି ଲୋକ ପ୍ରଭାବିତ ହୋଇଥିଲେ । ଏବେ ସେଠାରେ ଅତ୍ୟଧିକ ଥଣ୍ଡା ଯୋଗୁ ପ୍ରାୟ ୪୧ ଜଣଙ୍କ ମୃତ୍ୟୁ ହେଲାଣି । ଏପଟେ କାନାଡାରେ ବି ପ୍ରାୟ ୪ ଜଣଙ୍କ ମୃତ୍ୟୁ ହୋଇଛି । ବରଫ ଝଡ଼ର ପ୍ରଭାବ ପ୍ରାୟ ମେକ୍ସିକୋ ପର୍ଯ୍ୟନ୍ତ ଦେଖିବାକୁ ମିଳିଛି । ଏଠାରେ ରୋଗୀଙ୍କ ପର୍ଯ୍ୟନ୍ତ ଆମ୍ବୁଲାନ୍ସ ପହଞ୍ଚିପାରୁ ନ ଥିବା ବେଳେ ଅନେକ ସ୍ଥାନରେ ବିଜୁଳି ଯୋଗାଣ ବାଧାପ୍ରାପ୍ତ ହୋଇଛି । ସବୁଠାରୁ ଅଧିକ ପ୍ରଭାବି ହୋଇଛି ନ୍ୟୁୟର୍କ ଓ ମୋଟାନା ସହର । ଏଠାରେ ତାପମାତ୍ରା ମାଇନସ ୪୫ ଡିଗ୍ରୀ ହୋଇଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

ଭିକ୍ଟୋରିଆ ଯୁଗର ଜୋତା ମିଳିଲା

ଲଣ୍ଡନ: ସମ୍ପ୍ରତି ୱେଲ୍ସ କାଉଣ୍ଟିର ଏକ ଅଜବ ଏବଂ ରହସ୍ୟମୟ ଘଟଣା ସ୍ଥାନୀୟ ଲୋକଙ୍କୁ ବିସ୍ମିତ କରିଦେଇଛି। ଦକ୍ଷିଣ ୱେଲ୍ସର ଗ୍ଲାମୋର୍ଗାନ ଉପତ୍ୟକାର ଓଗମୋର୍‌-ବାଇ-ସି ବିଚ୍‌ରେ...

ଜାଲ୍‌ ଲାଇସେନ୍ସରେ ବନ୍ଧୁକ ବେପାର, ୩ ଗିରଫ

ରାଉରକେଲା,୩୧।୧୨(ସଙ୍ଗୀତା ଜେନା): ରାଉରକେଲା ଜିଲା ପୋଲିସ ସୋମବାର ରାଉରକେଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଆନ୍ତଃ ରାଜ୍ୟ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ କରିଛି। ଜାଲ୍‌...

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri