ଅମୁଲ କ୍ଷୀର ପରେ ବଢିଲା ମଦର ଡେରି ଦାମ୍‌, ଏତେ କରିବାକୁ ପଡ଼ିବ ଖର୍ଚ୍ଚ

ନୂଆଦିଲ୍ଲୀ,୩।୬: ଗୋଟିଏ ଦିନ ପୂର୍ବରୁ ଅମୁଲ କ୍ଷୀରର ମୂଲ୍ୟ ବଢିଥିବାବେଳେ ସୋମବାର ମଦର ଡେରିର ଦାମ୍‌ ମଧ୍ୟ ବଢିଛି। ଶନିବାର ଦେଶରେ ଲୋକ ସଭା ନିର୍ବାଚନ ସରିବାର ୨ ଦିନ ନ ଜାଉଣୁ କ୍ଷୀର ମୂଲ୍ୟ ଓ ଟୋଲ ପ୍ଲାଜା ଟ୍ୟାକ୍ସ ବଢିଥିବାର ଖବର ମିଳିଛି। ତେବେ ଅମୁଲ ନିଜ କ୍ଷୀର ପ୍ୟାକେଟରେ ୨ଟଙ୍କା ବୃଦ୍ଧି କରିଥିବାବେଳେ ମଦର ଡେରି କେତେ କରିଛି ଜାଣନ୍ତୁ।

ଅମୁଲ ଯେତେବେଳେ ନିଜ କ୍ଷୀର ପ୍ୟାକେଟ ମୂଲ୍ୟ ବଢେଇଥିଲା ସେତେବେଳେ ମଦର ଡେରି ମଧ୍ୟ ନିଜ ଦାମ୍‌ ବଢେଇପାରେ ବୋଲି ଆଶଙ୍କା କରାଯାଉଥିଲା। ଏହା ପୂର୍ବରୁ ମଦର ଡେରି ୨୦୨୨ରେ କ୍ଷୀର ପ୍ୟାକେଟ ଦାମ ୨ଟଙ୍କା ବୃଦ୍ଧି କରିଥିଲା। କିନ୍ତୁ ଗତବର୍ଷ ଏହିସବୁ କମ୍ପାନୀଗୁଡିକ କ୍ଷୀର ପ୍ୟାକେଟର ମୂଲ୍ୟବୃଦ୍ଧିକୁ ଏକ ପ୍ରକାର ଖଣ୍ଡନ କରି ଦେଇଥିଲେ।

ତେବେ ମଦର ଡେରି କମ୍ପାନୀ ସୋମବାର ଘୋଷଣା କରି କହିଛି ଯେ, ଗତ ୧୫ମାସ ଧରି ଇନପୁଟ କଷ୍ଟ ବୃଦ୍ଧି ପାଉଥିବାରୁ କମ୍ପାନୀ ଏହି ଦାମ୍‌ ବଢେଇଛି। ମଦର ଡେରି ସବୁ ପ୍ରକାର କ୍ଷୀରର ମୂଲ୍ୟରେ ଦାମ ବୃଦ୍ଧି କରିଛି। କ୍ଷୀର ପ୍ୟାକେଟ ଲିଟର ପ୍ରତି ୨ଟଙ୍କା ବଅଦ୍ଧି ପାଇଛି। ନୂଆ ଦାମ୍‌ ଆଜି ଠାରୁ ଅର୍ଥାତ୍‌ ଜୁନ ୩ରୁ ଲାଗୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଖବରଦାତାଙ୍କୁ ଅସଦାଚରଣ କରିଥିବା ଏସିପିଙ୍କୁ ପଦୋନ୍ନତି, ଦେଶରେ ହଇଚଇ!

ନୂଆଦିଲ୍ଲୀ,୬।୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର (ସିିଇସି) ଜ୍ଞାନେଶ କୁମାରଙ୍କ ବହିଷ୍କାର ଦାବିରେ ଗତ ଶନିବାର ନୂଆଦିଲ୍ଲୀରେ ବିକ୍ଷୋଭ ବେଳେ ଖବର ସଂଗ୍ରହ କରିବାକୁ ଯାଇଥିବା ୩ ଜଣ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ଅବିଶ୍ୱାସର ସୁଅ

ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍‌କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

୫୦୦୦ ବର୍ଷ ପରେ ଖୋଲିଲା ଭୟଙ୍କର ରହସ୍ୟ, ରାଜାଙ୍କ ମୃତ୍ୟୁ ପରେ ସେବକ….

କାଏରୋ,୬।୧୦: ପ୍ରାଚୀନ ଇଜିପ୍ଟରେ ମୃତ ରାଜାଙ୍କ ସହିତ ସେବକମାନଙ୍କୁ ମଧ୍ୟ ଜିଅନ୍ତା ପୋତି ଦିଆଯାଉଥିବା କଥାକୁ ନେଇ ବିଭିନ୍ନ ପ୍ରକାରର ଆଲୋଚନା ହୋଇଥାଏ। ଶତାବ୍ଦୀ ଧରି ପ୍ରତ୍ନତତ୍ତ୍ୱବିତମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?