ଜେଲ୍‌ରୁ ମୁକୁଳିବାକୁ ବାହା ହେଲେ, ପରେ ତଡ଼ିଦେଲେ

ବେତନଟୀ, ୧୧ା୯ (ସ୍ବ.ପ୍ର.): ବଳାତ୍କାର ମାମଲାରେ ଛନ୍ଦିହୋଇ ଜେଲ୍‌ ଯିବା ପରେ ମାମଲାରୁ ମୁକୁଳିବାକୁ ବିବାହ କଲେ। ପରେ ପୁଣି ଅଧିକ ଯୌତୁକ ନିର୍ଯାତନା ଦାବି କରି ମହିଳାଙ୍କୁ ଘରୁ ତଡ଼ିଦେଲେ। ପୋଲିସ ଅଭିଯୁକ୍ତ ଶାଶୁଙ୍କୁ ଗିରଫ କରିଥିବା ବେଳେ ସ୍ବାମୀ ଫେରାର ହୋଇଯାଇଛନ୍ତି। ଏପରି ଘଟଣା ଘଟିଛି ମୟୂରଭଞ୍ଜ ଜିଲା ବେତନଟୀ ଥାନା ଅନ୍ତର୍ଗତ ଇନ୍ଦିରାନଗର ଗ୍ରାମରେ।

ଇନ୍ଦିରାନଗରର ସ୍ବରୂପ ବେହେରା ଓ ପୀଡ଼ିତା ମହିଳାଙ୍କ ମଧ୍ୟରେ ଏକ ବାହାଘର ଉତ୍ସବରେ ଦେଖାସାକ୍ଷାତ ହୋଇଥିଲା। ଉଭୟଙ୍କ ମଧ୍ୟରେ ପ୍ରେମ ସଂପର୍କ ଗଢ଼ିଉଠିଥିଲା। ପରେ ପୀଡ଼ିତାଙ୍କ ଘରେ କେହି ନ ଥିବାର ସୁଯୋଗ ନେଇ ସ୍ବରୂପ ଜବରଦସ୍ତ ତାଙ୍କୁ ବଳାତ୍କାର କରିଥିଲେ। ପୋଲିସ ସ୍ବରୂପଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବା ପରେ ତାଙ୍କୁ ଜେଲ ଯିବାକୁ ପଡ଼ିଥିଲା। ଏହି ମାମଲାରୁ ମୁକୁଳିବା ପାଇଁ ୨୦୧୫ରେ ସ୍ବରୂପ ପୀଡ଼ିତା ମହିଳାଙ୍କୁ ବିବାହ କରିଥିଲେ। ଦୀର୍ଘ ୭ବର୍ଷ ପରେ ଶୁକ୍ରବାର ପୁଣି ସ୍ବାମୀ ଓ ଶାଶୁ ମିଶି ନିର୍ଯାତନା ଦେଇ ଘରୁ ତଡ଼ିଦେଇଥିବା ବେତନଟୀ ଥାନାରେ ପୀଡ଼ିତା ଅଭିଯୋଗ କରିଛନ୍ତି। ପୋଲିସ ଅଭିଯୁକ୍ତ ଶାଶୁ ରେବତୀ ବେହେରାଙ୍କୁ ଗିରଫ କରିଥିବା ବେଳେ ସ୍ବାମୀ ସ୍ବରୂପ ଫେରାର ହୋଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମିରେ ଚାଷ କରୁଥିବା ବେଳେ କାମୁଡ଼ିଲା ସାପ, ପରେ….

ପାରଳାଖେମୁଣ୍ଡି, ୧୮।୮ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ଗୁରାଣ୍ଡି ଥାନା ଅଧୀନ ଅଗରଖଣ୍ଡି ପଞ୍ଚାୟତର ଭିନ୍ନଳା ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ…

ଲାଇଭ୍‌ ମ୍ୟାଚ୍‌ରେ ପଡିକ୍କଲଙ୍କୁ କୋଳାଗ୍ରତ କରି ଚୁମ୍ବନ ଦେଲେ ରାହୁଲ: ପଡ଼ିଆରେ ଏମିତି କ’ଣ ଘଟିଲା, ଦେଖନ୍ତୁ VIDEO

ଗାଲେ,୧୮।୮: ଗାଲେରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ର ଚତୁର୍ଥ ଦିନରେ ଦେବଦତ୍ତ ପଡିକ୍କଲ ତାଙ୍କ ସାଥୀ କେଏଲ ରାହୁଲଙ୍କୁ ଆଉଟ ହେବାରୁ ରକ୍ଷା…

ପ୍ରାଇଭେଟ ପାର୍ଟ ବିକ୍ରି କଲେ ମିଳିବ ୧.୨୦ କୋଟି! Reel ଦେଖି ନାବାଳକଙ୍କ ସହ ଭୟଙ୍କର କାଣ୍ଡ, କାଟିଦେଲେ…

ଭୋପାଳ,୧୮।୮: ଭୋପାଳରେ ଛୋଟା ତାଳାବ କୂଳରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲା। ଏହାପରେ ପୋଲିସ ମୃତ ଯୁବକଙ୍କ ସମ୍ପର୍କରେ ତଦନ୍ତ ଆରମ୍ଭ କରିଥିଲା। ଧୋବି…

ଦିଗପହଣ୍ଡି ଘୋଡାହାଡ଼ ଡ଼୍ୟାମ ଇକୋ ଟୁରିଜିମ ପ୍ରକଳ୍ପ ନେଇ ଗଞ୍ଜାମ ଜିଲାପାଳଙ୍କ ବଡ଼ ଘୋଷଣା, ବିକାଶ….

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ଘୋଡାହାଡ଼ ଡ଼୍ୟାମ ପାର୍ଶ୍ଵରେ ଜଳସମ୍ପଦ ବିଭାଗ ପକ୍ଷରୁ କରାଯାଇଥିବା ପାର୍କ ଏବଂ ବନ ବିଭାଗ ପକ୍ଷରୁ ନିର୍ମାଣ…

ବୟଫ୍ରେଣ୍ଡଙ୍କ ସହ ମୋମୋ ଖାଉଥିଲେ ସ୍ତ୍ରୀ, ହଠାତ୍‌ ପହଞ୍ଚିଗଲେ ସ୍ବାମୀ: ଆଉ ତା’ପରେ ଯାହା ଘଟିଲା…

ଭୋପାଳ,୧୮।୮: ମଧ୍ୟପ୍ରଦେଶର ଭୋପାଳରୁ ଏକ ଅଜବ ପାରିବାରିକ ନାଟକ ସାମ୍ନାକୁ ଆସିଛି, ଯାହା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏଠାରେ ଏକ ଅନୈତିକ ସମ୍ପର୍କର ହାଇଭୋଲଟେଜ ଡ୍ରାମା ରାସ୍ତା…

ପୁଣି ଆସୁଛି ବଡ଼ ଲଘୁଚାପ! ପ୍ରବଳରୁ ଅତି ପ୍ରବଳ ବର୍ଷା, ୨୪ ଘଣ୍ଟାରେ…

ଭୁବନେଶ୍ୱର , ୧୮।୮: ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୨୨ କିମ୍ବା ୨୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ…

ବଡ଼ ଘୋଷଣା କଲା ଭାଜପା: ୩ ରାଜ୍ୟ ପାଇଁ…

ନୂଆଦିଲ୍ଲୀ,୧୮।୮: ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତିନୋଟି ରାଜ୍ୟ ପାଇଁ ନୂତନ ପ୍ରଭାରୀ ନିଯୁକ୍ତ କରିଛନ୍ତି। ଉତ୍ତର ପ୍ରଦେଶ, ପଞ୍ଜାବ…

ପର୍ବପର୍ବାଣୀ ଋତୁ ପୂର୍ବରୁ LPGକୁ ନେଇ ବଡ଼ ନିଷ୍ପତ୍ତି ନେଲେ ସରକାର, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୮: ଆସନ୍ତା କିଛି ସପ୍ତାହରେ ଗଣେଶ ଚତୁର୍ଥୀ, ନବରାତ୍ରି, ଦୀପାବଳି ଏବଂ ଏହାପରେ ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି। ଏଭଳି ସମୟରେ ରୋଷେଇ ଘରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri