ଠକେଇ ମାମଲାରେ ଦୋଷମୁକ୍ତ ପରେ ବର୍ଷିଲେ ପ୍ରଦୀପ ପାଣିଗ୍ରାହୀ, ମୋତେ…

ଭୁବନେଶ୍ୱର,୮।୧: ଠକେଇ ମାମଲାରେ ମଙ୍ଗଳବାର କୋର୍ଟ ବ୍ରହ୍ମପୁର ସଂସଦ ପ୍ରଦୀପ ପାଣିଗ୍ରାହୀଙ୍କୁ ଦୋଷମୁକ୍ତ କରିଛନ୍ତି। ଏହାପରେ ବୁଧବାର ଖବରଦାତା ସମ୍ମିଳନୀରେ ବର୍ଷିଛନ୍ତି ପ୍ରଦୀପ। ନିଜ ବିରୋଧରେ ମିଛ ମାମଲା ଏବଂ ତାଙ୍କର ଗିରଫଦାରୀକୁ ନେଇ ଜଣେ ଆଇପିଏସ ଅଫିସରଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି ସାଂସଦ।

ପ୍ରଦୀପ କହିଛନ୍ତି, ” ସେମାନେ ମୋତେ ଦଳରୁ ବହିଷ୍କାର କଲେ ତାଙ୍କୁ ରାଜ୍ୟବାସୀ ବହିଷ୍କାର କରିଛନ୍ତି। ଆଗକୁ ଓଡ଼ିଆ ନୂଆ ବର୍ଷ ଆସୁଛି, ସେତେବେଳେ ସବୁ ପାଞ୍ଜି ଖୋଲିଦେବି। ନିଜର ଗିରଫରେ ଜଣେ ବରିଷ୍ଠ IPSଙ୍କ ନାଁ ନେଇ ମଧ୍ୟ ସେ ଆକ୍ଷେପ କରିଥିଲେ। ସମ୍ପୃକ୍ତ IPSଙ୍କୁ ଟାର୍ଗେଟ୍‌ କହିଥିଲେ ସେ ମୋତେ ଗିରଫ କରିବାରୁ ପୁରସ୍କାର ପାଇ କମିଶନର ହେଲେ।”

ସେହିଭଳି କାର୍ତ୍ତିକ ପାଣ୍ଡିଆନଙ୍କୁ ”ଗୋଟିଏ ମ୍ୟାଟେରିଆଲ୍‌ କି କହି ଛିଗୁଲେଇଥିଲେ ପ୍ରଦୀପ। ସରକାରର ଥିବା ସମୟରେ ନବୀନ ବାବୁ ଓଡ଼ିଶାକୁ ଲୁଟ୍‌ ପାଇଁ ତାଙ୍କୁ ଠିକା ଦେଇଥିଲେ। ସେତେବେଳେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟକୁ ଦୁର୍ନୀତିର ହବ୍‌ କରାଯାଇଥିଲା।”


Enter your email to get our daily news in your inbox.

All Right Reserved By Dharitri.Com

ଏକଚାଟିଆ ବ୍ୟବସାୟ

ଭାରତରେ ଗତ ୫ ଦିନ ହେବ ଯେଉଁଭଳି ଭାବେ ବିମାନ ସେବାରେ ବିଭ୍ରାଟ ଦେଖାଦେଇଛି, ତାହା ଦେଶରେ ଅନ୍ୟତମ ସର୍ବାଧିକ ଆଲୋଚନାର ବିଷୟ ପାଲଟିଯାଇଛି। ଘରୋଇ...

ଓଡ଼ିଶାରେ ବଢୁଛି ଓ୍ବେଷ୍ଟର୍ନ ପର୍ଯ୍ୟଟକଙ୍କ ସଂଖ୍ୟା: ୫ବର୍ଷରେ ୭ଗୁଣ ବୃଦ୍ଧି

ଭୁବନେଶ୍ୱର,୮୧୨(ରବିନାରାୟଣ ଜେନା):ରାଜ୍ୟର ପର୍ଯ୍ୟଟନ ଭିତ୍ତିଭୂମି ପ୍ରତି ଆକୃଷ୍ଟ ହୋଇ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ମଧ୍ୟରେ ଓ୍ବେଷ୍ଟର୍ନ ୟୁରୋପ ପର୍ଯ୍ୟଟକଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି ।...

ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ମାମଲାର ତଦନ୍ତ ଅଧିକାରୀଙ୍କ ଭିଆର୍‌ଏସ୍‌ ଆବେଦନ

ଭୁବନେଶ୍ୱର,୮ା୧୨(ତ୍ରିନାଥ ମହାନ୍ତି): ଚଳିତବର୍ଷର ବହୁ ଚର୍ଚ୍ଚିତ ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଓ ଭାଇରାଲ ମାମଲାର ତଦନ୍ତ କରୁଥିବା ତଦନ୍ତକାରୀ ଅଧିକାରୀ ସିଆଇଡି ଡିଏସ୍‌ପି ସରୋଜକାନ୍ତ ମହନ୍ତ...

ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କଲେ ବିଜେଡି ବିଧାୟକ: କହୁ କହୁ କହିଦେଲେ…

ଭୁବନେଶ୍ୱର,୮ା୧୨(ରବିନାରାୟଣ ଜେନା):ମା’ ତାରିଣୀଙ୍କ ବିକାଶ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କେନ୍ଦୁଝର ଗସ୍ତକୁ ନେଇ ବିଜେଡି ବିଧାୟକ ବଦ୍ରିନାରାୟଣ ପାତ୍ର ଭବିଷ୍ୟବାଣୀ କରିଛନ୍ତି। ସେ...

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri