ଠକେଇ ମାମଲାରେ ଦୋଷମୁକ୍ତ ପରେ ବର୍ଷିଲେ ପ୍ରଦୀପ ପାଣିଗ୍ରାହୀ, ମୋତେ…

ଭୁବନେଶ୍ୱର,୮।୧: ଠକେଇ ମାମଲାରେ ମଙ୍ଗଳବାର କୋର୍ଟ ବ୍ରହ୍ମପୁର ସଂସଦ ପ୍ରଦୀପ ପାଣିଗ୍ରାହୀଙ୍କୁ ଦୋଷମୁକ୍ତ କରିଛନ୍ତି। ଏହାପରେ ବୁଧବାର ଖବରଦାତା ସମ୍ମିଳନୀରେ ବର୍ଷିଛନ୍ତି ପ୍ରଦୀପ। ନିଜ ବିରୋଧରେ ମିଛ ମାମଲା ଏବଂ ତାଙ୍କର ଗିରଫଦାରୀକୁ ନେଇ ଜଣେ ଆଇପିଏସ ଅଫିସରଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି ସାଂସଦ।

ପ୍ରଦୀପ କହିଛନ୍ତି, ” ସେମାନେ ମୋତେ ଦଳରୁ ବହିଷ୍କାର କଲେ ତାଙ୍କୁ ରାଜ୍ୟବାସୀ ବହିଷ୍କାର କରିଛନ୍ତି। ଆଗକୁ ଓଡ଼ିଆ ନୂଆ ବର୍ଷ ଆସୁଛି, ସେତେବେଳେ ସବୁ ପାଞ୍ଜି ଖୋଲିଦେବି। ନିଜର ଗିରଫରେ ଜଣେ ବରିଷ୍ଠ IPSଙ୍କ ନାଁ ନେଇ ମଧ୍ୟ ସେ ଆକ୍ଷେପ କରିଥିଲେ। ସମ୍ପୃକ୍ତ IPSଙ୍କୁ ଟାର୍ଗେଟ୍‌ କହିଥିଲେ ସେ ମୋତେ ଗିରଫ କରିବାରୁ ପୁରସ୍କାର ପାଇ କମିଶନର ହେଲେ।”

ସେହିଭଳି କାର୍ତ୍ତିକ ପାଣ୍ଡିଆନଙ୍କୁ ”ଗୋଟିଏ ମ୍ୟାଟେରିଆଲ୍‌ କି କହି ଛିଗୁଲେଇଥିଲେ ପ୍ରଦୀପ। ସରକାରର ଥିବା ସମୟରେ ନବୀନ ବାବୁ ଓଡ଼ିଶାକୁ ଲୁଟ୍‌ ପାଇଁ ତାଙ୍କୁ ଠିକା ଦେଇଥିଲେ। ସେତେବେଳେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟକୁ ଦୁର୍ନୀତିର ହବ୍‌ କରାଯାଇଥିଲା।”


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟାଶନାଲ କିକ୍‌ ବକ୍ସିଂରେ ଗୋଲଡ଼ ମେଡାଲ ଜିତିବାକୁ ଲକ୍ଷ୍ୟ

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ୬ ବର୍ଷରୁ ୧୫ ବର୍ଷ ସବ ଜୁନିୟର ନ୍ୟାଶନାଲ କିକ୍‌ ବକ୍ସିଂ ଚମ୍ପିୟାନଶିପ୍‌ ପ୍ରତିଯୋଗିତାରେ ଗଞ୍ଜାମରେ ୫ ଜଣ ଅଂଶ ଗ୍ରହଣ କରିଛନ୍ତି। କୋଚ…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଆକ୍ସନରେ ପୋଲିସ, ଡକାୟତି ଘଟଣାର ୨୪ ଘଣ୍ଟା ମଧ୍ୟରେ ୭ ଅଭିଯୁକ୍ତ ଗିରଫ

ଛତ୍ରପୁର,୨୧ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ହୋଇଥିବା ଏକ ଡକାୟତି ଅଭିଯୋଗର ୨୪ ଘଣ୍ଟା ନ ପୁରୁଣୁ ଗ୍ୟାଙ୍ଗର ୭ ଜଣଙ୍କୁ ପୋଲିସ ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଗାଁରେ ବ୍ୟାପୁଛି ଜ୍ୱର, ୨୦ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

ପାତ୍ରପୁର,୨୧।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ବୁରାତାଲ ପଞ୍ଚାୟତ ଧୋବାଲିଙ୍ଗି ଗ୍ରାମରେ କିଛି ଦିନ ହେଲା ଜ୍ୱର ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ତାମିଲନାଡୁରେ ବଡ଼ ଅଘଟଣ: ସି-ଫୁଡ୍ ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ ଲିକ୍, ୨ ମୃତ ଓ ୪୬ ଗୁରୁତର

ଚେନ୍ନାଇ,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ୍ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ଏକ ବଡ଼ ଦୁର୍ଘଟଣା ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri