ଲାଞ୍ଚ ନେଇ ଧରାପଡ଼ିବା ପରେ ଭଡ଼ାଘରେ ଚାଲିଛି ଚଢ଼ାଉ

ବଲାଙ୍ଗୀର,୧୩ା୧୧(ସୁନିଲ କୁମାର ମହାନ୍ତି): ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ଡିଭିଜନର ବରିଷ୍ଠ କିରାଣି ଟି. ଭେଙ୍କଟଗିରି ରାଓ ଗୁରୁବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ତାଙ୍କ ସରକାରୀ କ୍ୱାର୍ଟର୍ସରେ ପେନ୍‌ସନ୍‌ ସୁବିଧା ବୃଦ୍ଧି ପାଇଁ ଫାଇଲ ପ୍ରକ୍ରିୟାକରଣ କରିବାକୁ ସେହି କାର୍ଯ୍ୟାଳୟର ଜଣେ ଅବସରପ୍ରାପ୍ତ କର୍ମଚାରୀ (ଅଭିଯୋଗକାରୀ)ଙ୍କ ଠାରୁ ୨୦,୦୦୦ ଟଙ୍କା ଲାଞ୍ଚ ନେଉଥିବା ସମୟରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଗିରଫ କରାଯାଇଛି। ରାଓ ବଲାଙ୍ଗୀରରେ ରହୁଥିବା ରାଜୀବନଗରସ୍ଥିତ ଭଡ଼ାଘରେ ଭିଜିଲାନ୍ସ ପକ୍ଷରୁ ଗୁରୁବାର ଚଢ଼ାଉ କରାଯାଇଛି। ବଲାଙ୍ଗୀର ଭିଜିଲାନ୍ସ ଡିଏସ୍‌ପି ପୁଲସ୍ତି ଛତ୍ରିଆଙ୍କ ନେତୃତ୍ୱରେ ୭ ଜଣିଆ ଟିମ୍‌ ଭଡ଼ା ଘରେ ଚଢ଼ାଉ ଜାରି ରଖିଛନ୍ତି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ ମାଛ ଧରିବା ନିଷେଧ: ଏତିକି ଦିନ ଯାଏ କଟକଣା ଲାଗୁ କଲେ ସରକାର

ଛତ୍ରପୁର,୧୫।୪(ଦିଲ୍ଲୀପ ସାମଲ ): ଆଜିଠୁ ଜୁନ ୧୪ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରରେ ମାଛ ଧରିବା ନିଷେଧ। ଏନେଇ ମତ୍ସ୍ୟ ବିଭାଗ ପକ୍ଷରୁ କଟକଣା ଜାରି ହୋଇଛି…

ଡବେରୀ ଜଳ ସମସ୍ୟାର ହେବ ସମାଧାନ: ପଦକ୍ଷେପ ନେଲା ପ୍ରଶାସନ

ଦାରିଙ୍ଗବାଡି,୧୪।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଡବେରୀରେ ଜଳ ସମସ୍ୟାର ସମାଧାନ ପାଇଁ ବ୍ଲକ ପ୍ରଶାସନ ପଦକ୍ଷେପ ନେଇଛି। ପ୍ରଥମ ପର୍ଯ୍ୟାୟରେ ଜଳ ଅଭାବ ସ୍ଥାନରେ…

ଶିଶୁପୁତ୍ର ଜନ୍ମଦେଲେ ୧୪ ବର୍ଷୀୟ ବାଳିକା: ବାପା-ମା’ଙ୍କୁ ନେଇ ପୀଡ଼ିତା ଯାହା କହିଲେ, ଗୋଡ଼ ତଳୁ ଖସିଯିବ ମାଟି

ଡେରାଡୁନ,୧୫।୪: ଉତ୍ତରାଖଣ୍ଡର ପିଥୋରାଗଡ଼ର ଜିଲା ହସ୍ପିଟାଲରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ୧୪ ବର୍ଷୀୟା ଝିଅ ଶିଶୁକୁ ଜନ୍ମ ଦେଇଛନ୍ତି। ଏହାପରେ ନବଜାତ ଶିଶୁର…

୪୦ ମିନିଟର ଫୋନ କଲ୍‌ରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟ୍ରମ୍ପଙ୍କ ବଡ଼ ମେସେଜ୍‌: ‘ମୁଁ ଆପଣଙ୍କୁ କେବଳ ଏତିକି କହିବାକୁ ଚାହୁଁଛି…’

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫୋନରେ କଥା ହୋଇଛନ୍ତି, ଯାହା ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ପରେ ପ୍ରଥମ…

‘ଭାରତ ନିଷ୍ପତ୍ତି ନେବ’, ଇରାନ-ଆମେରିକା ମଧ୍ୟରେ ଯୁଦ୍ଧ ବନ୍ଦ କରିବାରେ ଭାରତର ଭୂମିକା ଉପରେ ସର୍ଗିଓଙ୍କ ବଡ଼ ବୟାନ

ଓ୍ବାଶିଂଟନ୍‌,୧୫।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ବନ୍ଦ କରିବା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଆଲୋଚନା ସମ୍ପର୍କରେ କଳ୍ପନାଜଳ୍ପନା ଚାଲିଛି। ପାକିସ୍ତାନ ଏବଂ ଇଜିପ୍ଟର ପ୍ରୟାସ…

ଗଛକୁ ପିଟିଲା ବରଯାତ୍ରୀ ବସ୍‌: ବର-କନ୍ୟା ସମେତ…

ସିମୁଳିଆ, ୧୫।୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ୧ କିମି. ଦୂର ୧୬ନଂ ଜାତୀୟ ରାଜପଥର କଣିଆରି ଛକ ନିକଟରେ ବରଯାତ୍ରୀ ମିନି ବସ…

ମେରୁ ଯାତ୍ରା ଦେଖିବାକୁ ଯାଉଥିବାବେଳେ ଅଘଟଣ: ଗଛକୁ ପିଟିଲା ବାଇକ, ଘଟଣାସ୍ଥଳରେ…

ବୌଦ୍ଧ,୧୫।୪( ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ବଡବନ୍ଧଠରେ ମଙ୍ଗଳବାର ବିଳମ୍ବିତ ରାତିରେ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ…

ପୁଣି ଇରାନ ଆଗରେ ୨ଟି ବଡ଼ ସର୍ତ୍ତ ରଖିଲା ଆମେରିକା, ଜାଣନ୍ତୁ କ’ଣ…

ଓ୍ବାଶିଂଟନ୍‌,୧୫।୪: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସପ୍ତାହରେ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri