Posted inଖେଳ

ଡୋପ୍‌ ଟେଷ୍ଟରେ ପଜିଟିଭ ଚିହ୍ନଟ ପରେ ଉତ୍ତର ରଖିଲେ ନଓ୍ବାଜ, କହିଲେ…

ଲାହୋର,୨୪।୪: ଭାରତ ଏବଂ ଶ୍ରୀଲଙ୍କାରେ ଆୟୋଜିତ ଟି୨୦ ବିଶ୍ୱକପ୍‌ ବେଳେ ଡୋପ୍‌ ଟେଷ୍ଟରେ ପଜିଟିଭ ଚିହ୍ନଟ ହେବା ପରେ ପାକିସ୍ତାନର ଅଭିଜ୍ଞ ଅଲରାଉଣ୍ଡର ମହମ୍ମଦ ନଓ୍ବାଜ ଆଇସିସି ଓ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ନିକଟରେ ନିଜ ଉତ୍ତର ରଖିଛନ୍ତି।

ପିସିବି ପକ୍ଷରୁ କୁହାଯାଇଛି ଯେ, ନଓ୍ବାଜ ଜାଣିଶୁଣି କୌଣସି ନିଷିଦ୍ଧ ପଦାର୍ଥ ଓ ରିକ୍ରିଏଶନାଲ ଡ୍ରଗ୍ସ ବ୍ୟବହାର କରି ନ ଥିବା କହିଛନ୍ତି। ସେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ପାଇଁ କିଛି ମେଡିସିନ ଖାଇଥିଲେ। ମାତ୍ର ଡ୍ରଗ୍ସ ନେଇ ନ ଥିଲେ।

ବାମହାତୀ ସ୍ପିନ ଅଲରାଉଣ୍ଡରଙ୍କୁ ପାକିସ୍ତାନ ସୁପର ଲିଗ୍‌ରେ ମୁଲତାନ ସୁଲତାନ ପାଇଁ ଖେଳ ଜାରି ରଖିବାକୁ ଅନୁମତି ଦିଆଯାଇଛି। କିନ୍ତୁ ଆଗାମୀ କିଛି ଦିନରେ ଆଇସିସି ପକ୍ଷରୁ ପିସିବିକୁ ପରବର୍ତ୍ତୀ କାର୍ଯ୍ୟପନ୍ଥା ସମ୍ପର୍କରେ ଅବଗତ କରାଯିବ।

ଯଦି ଆଇସିସି ନଓ୍ବାଜଙ୍କ ଯୁକ୍ତିରେ ସନ୍ତୁଷ୍ଟ ନ ହୁଏ, ତେବେ ତାଙ୍କୁ କ୍ରିକେଟରୁ ସମ୍ପୂର୍ଣ୍ଣ ବ୍ୟାନ କରାଯିବ। ଏହି ସଂକ୍ରାନ୍ତରେ ନଓ୍ବାଜଙ୍କୁ ପିସିବି ଅଧିକାରୀ ପଚରାଉଚରା କରି ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ହିତାଧିକାରୀଙ୍କୁ ଅନ୍ତଦୋୟ ଗୃହ ଯୋଜନାରେ କାର୍ଯ୍ୟାଦେଶ ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୨୪।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ପ୍ରଶାସନ ପକ୍ଷରୁ ଶୁକ୍ରବାର ସାରେ ଜାତୀୟ ପଞ୍ଚାୟତ ରାଜ ଦିବସ ପାଳିତ ହୋଇଯାଇଛି। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ସଲମାନ ହିରୋ, ବିବେକ ଭିଲେନ୍‌; ବକ୍ସ ଅଫିସରେ ମୁହାଁମୁହିଁ ହେବେ…

ମୁମ୍ବାଇ: ୨୦୨୭ ମସିହା ଇଦ୍‌ ଅବସରରେ ବକ୍ସ ଅଫିସରେ ଏକ ବଡ଼ ଧରଣର ମହାଲଢ଼େଇ ଦେଖିବାକୁ ମିଳିବ। ବଲିଉଡର ସୁଲତାନ ସଲମାନ ଖାନଙ୍କ ଆଗାମୀ ଆକ୍ସନ ଫିଲ୍ମ…

ଥୁଆମୂଳରାମପୁରରେ ଗ୍ୟାସ ସଙ୍କଟ: ଉଜ୍ଜ୍ୱଳା ଯୋଜନା ଫେଲ, ଧୂଆଁରେ ଶ୍ୱାସରୁଦ୍ଧ ହେଉଛି ଜୀବନ

ଥୁଆମୂଳରାମପୁର, ୨୪ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଏବେ ରନ୍ଧନ ଗ୍ୟାସର ଘୋର ଅଭାବ ଦେଖାଦେଇଛି। ସରକାର ‘ଉଜ୍ଜ୍ୱଳା ଯୋଜନା’ ମାଧ୍ୟମରେ ଘରେ…

RCBକୁ ବହୁତ ବଡ଼ ଝଟ୍‌କା: ୧୧ ଛକା ମାରିଥିବା ଖେଳାଳି ଦଳରୁ ବାହାର, ଡେବ୍ୟୁ କଲେ…

ବେଙ୍ଗାଲୁରୁ,୨୪।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ଅଧିନାୟକ ରଜତ ପାଟିଦାର ଟସ ଜିତି ପ୍ରଥମେ ଗୁଜରାଟକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଛନ୍ତି। ତେବେ ମ୍ୟାଚ୍‌ ଆରମ୍ଭରୁ ହିଁ ଆରସିବି…

ବାଇବାଲିରୁ ପୁରୀ ଗଲା ୫୫ ଖଣ୍ଡ ରଥକାଠ

ଭଞ୍ଜନଗର,୨୪।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବାଇବାଲି ସେକ୍ସସନ ଗୁନାକିଆ ଜଙ୍ଗଲରୁ ଶୁକ୍ରବାର ପୁରୀ ଗଲା ୫୫ ଖଣ୍ଡ ରଥକାଠ…

ଶ୍ରୀଲଙ୍କା କ୍ରିକେଟ ବୋର୍ଡରେ ହେବ ବଡ଼ ପରିବର୍ତ୍ତନ

କଲମ୍ବୋ,୨୪ା୪: ଶ୍ରୀଲଙ୍କା ରାଷ୍ଟ୍ରପତି ଅନୁରା କୁମାରା ଦିସାନାୟକେ ଶୁକ୍ରବାର ଦେଶର କ୍ରିକେଟ ମୁଖ୍ୟ ଶାମି ସିଲ୍‌ଭାଙ୍କୁ ଭେଟିଥିଲେ। ଏଥିରୁ ଶ୍ରୀଲଙ୍କା କ୍ରିକେଟ (ଏସ୍‌ଏଲ୍‌ସି) ବୋର୍ଡରେ ପରିବର୍ତ୍ତନର ସୂଚନା…

ମୁଖ୍ୟମନ୍ତ୍ରୀ-ନରସିଂହ ମିଶ୍ରଙ୍କ ରୁଦ୍ଧଦାର ବୈଠକ: ଆଲୋଚନାକୁ ନେଇ ବଢ଼ୁଛି ଚର୍ଚ୍ଚା 

ବଲାଙ୍ଗୀର,୨୪।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସ୍ଥାନୀୟ ସର୍କିଟ ହାଉସଠାରେ ଭେଟି ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଆଲୋଚନା କଲେ, ଦାବିପତ୍ର ଦେଲେ

ବଲାଙ୍ଗୀର,୨୪।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଶୁକ୍ରବାର ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri