Posted inଖେଳ

ଦଳକୁ ଚାମ୍ପିୟନ୍‌ କରିବା ପରେ ଏହି ସୁନ୍ଦରୀ ମହିଳାଙ୍କ ସହ ନଜର ଆସିଲେ ଶେୟାସ୍‌ ଆୟର

ନୂଆଦିଲ୍ଲୀ,୨୯।୪: ଶ୍ରେୟାସ ଆୟର ତାଙ୍କ ଅଧିନାୟକତ୍ୱରେ କୋଲକାତା ନାଇଟ ରାଇଡର୍ସକୁ ଆଇପିଏଲ ୨୦୨୪ର ଚାମ୍ପିଅନ କରିଥିଲେ। ଗତ ରବିବାର କୋଲକାତା ଆଇପିଏଲ ୨୦୨୪ ର ଫାଇନାଲରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରି ଟ୍ରଫି ଜିତିଥିଲା। କେକେଆର୍‌ ଚାମ୍ପିଅନ ହେବା ପରେ ଲୋକମାନେ ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱକୁ ପ୍ରଶଂସା କରୁଛନ୍ତି। ଏହି ସମୟରେ ସୋସିଆଲ ମିଡିଆରେ ଆୟରଙ୍କ ଫଟୋ ଭାଇରାଲ ହେବାରେ ଲାଗିଛି। ଏଥିରେ ସେ ଜଣେ ସୁନ୍ଦର ମହିଳାଙ୍କ ସହ ନଜର ଆସିଛନ୍ତି।
ଆଫଗାନିସ୍ତାନର ୱାଜମା ଆୟୁବି ତାଙ୍କ ସୋସିଆଲ ମିଡିଆରେ ଶ୍ରେୟାସ ଆୟରଙ୍କ ସହ ଏକ ଫଟୋ ଶେୟାର କରିଛନ୍ତି। ୱାଜମା ଜଣେ ବହୁତ ବଡ ଏବଂ ପ୍ରସିଦ୍ଧ କ୍ରିକେଟ ସମର୍ଥକ। ସେ ନିଜ ସୌନ୍ଦର୍ଯ୍ୟ ପାଇଁ ମଧ୍ୟ ଜଣାଶୁଣା। ତାଙ୍କୁ ପ୍ରାୟତଃ ଷ୍ଟାଣ୍ଡରେ ଦେଖାଯାଏ। ଆଫଗାନିସ୍ତାନ ସହିତ ୱାଜମା ମଧ୍ୟ ଭାରତୀୟ କ୍ରିକେଟ ଦଳକୁ ସମର୍ଥନ କରୁଥିବା ଦେଖାଯାଏ। ସୋସିଆଲ ମିଡିଆରେ ଆୟରଙ୍କ ସହ ଏକ ଫଟୋ ଶେୟାର କରୁଥିବାବେଳେ ଆଫଗାନିସ୍ତାନ ୱାଜମା ଲେଖିଛନ୍ତି,ବିଜେତା ଅଧିନାୟକ ଶ୍ରେୟାସ ଆୟରଙ୍କ ସହ।


Enter your email to get our daily news in your inbox.

All Right Reserved By Dharitri.Com

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?