Posted inଜାତୀୟ

୨୦୨୪ ରଣନୀତି: ଶରଦ ପାୱାରଙ୍କ ନେତୃତ୍ୱରେ ହେବ ବିରୋଧୀ ଦଳ ବୈଠକ

ନୂଆଦିଲ୍ଲୀ,୨୧।୬: ୨୦୨୪ ସାଧାରଣ ନିର୍ବାଚନ ପାଇଁ ବିରୋଧୀଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନ୍‌ସିପି) ମୁଖ୍ୟ ଶରଦ ପାୱାର ମଙ୍ଗଳବାର ଅଣ କଂଗ୍ରେସ ବିରୋଧୀ ଦଳ ବୈଠକର ନେତୃତ୍ୱ ନେବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପା ବିରୋଧରେ ‘ଏକଜୁଟ’ ହେବା ପାଇଁ ପାୱାର ବିରୋଧୀ ଦଳର ବୈଠକ ଡକାଇଛନ୍ତି। ବୈଠକରେ କଂଗ୍ରେସକୁ ନିମନ୍ତ୍ରଣ କରାଯାଇ ନାହିଁ। ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ଏନ୍‌ସିପି ମୁଖ୍ୟ ଶରଦ ପାୱାରଙ୍କୁ ଭେଟିବା ପରେ ଏହି ବୈଠକ ନେଇ ସ୍ଥିର ହୋଇଛି।

ପଞ୍ଚମବଙ୍ଗ ନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ (ଟିଏମସି)ରେ ଯୋଗ ଦେଇଥିବା ଭାଜପାର ପୂର୍ବତନ ନେତା ଯଶୱନ୍ତ ସିହ୍ନା ଓ ପାୱାରଙ୍କ ଉପସ୍ଥିତିରେ ବୈଠକ ପାଇଁ ବିରୋଧୀ ଦଳଗୁଡିକୁ ନିମନ୍ତ୍ରଣ କରାଯାଇଥିଲା। ଦୁଇ ସପ୍ତାହ ମଧ୍ୟରେ ପ୍ରଶାନ୍ତ କିଶୋର ଦ୍ୱିତୀୟ ଥର ପାଇଁ ଶରଦ ପାୱାରଙ୍କୁ ଭେଟିବା ପରେ ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ବିରୋଧୀଙ୍କ ମଧ୍ୟରେ ଆଲୋଚନା ଜୋର ଧରିଛି।

ସୂଚନା ଯୋଗ୍ୟ, ଶରଦ ପାୱାର ଏବଂ ପ୍ରଶାନ୍ତ କିଶୋରଙ୍କ ମଧ୍ୟରେ ମେ ୧୧ ତାରିଖରେ ୪ ଘଣ୍ଟା ଧରି ଏକ ବୈଠକ ହୋଇଥିଲା। ଜୁନ ୧୧ ତାରିଖରେ ଦୁହେଁ ମୁମ୍ବାଇର ଏନସିପି ମୁଖ୍ୟଙ୍କ ବାସଭ ବନରେ ଭେଟିଥିଲେ। ରବିବାରର ବୈଠକରେ ପ୍ରାୟ ଅଧ ଘଣ୍ଟା ଧରି ଚାଲିଥିଲା। ଏହା


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ପି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶିବରାଜ

ଭୋପାଳ,୨୪ା୩: ଭାଜପାର ବରିଷ୍ଠ ନେତା ଶିବରାଜ ସିଂ ଚୌହାନ ଚତୁର୍ଥ ଥର ପାଇଁ ମଧ୍ୟପ୍ରଦେଶ (ଏମ୍‌ପି)ର ମୁଖ୍ୟମନ୍ତ୍ରୀ ଭାବେ ସୋମବାର ରାତି ୯ଟାରେ ଶପଥ ଗ୍ରହଣ...

୪ ଜେଇଏମ୍‌ ଆତଙ୍କବାଦୀଙ୍କ ବିରୋଧରେ ଚାର୍ଜଶିଟ୍‌

ନୂଆଦିଲ୍ଲୀ,୧୩ା୨(ପି.ଟି.): ପୁଲ୍‌ଓ୍ବାମା ଆତଙ୍କବାଦୀ ଆକ୍ରମଣର ପାକିସ୍ତାନୀ ମାଷ୍ଟରମାଇଣ୍ଡଙ୍କ ୪ ସହଯୋଗୀ ଜୈଶ-ଇ-ମହମ୍ମଦ (ଜେଇଏମ୍‌) ଆତଙ୍କବାଦୀଙ୍କ ବିରୋଧରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ବୁଧବାର ଅତିରିକ୍ତ ଚାର୍ଜଶିଟ୍‌...

ସବୁ ଭାରିଆଣ୍ଟ ପାଇଁ ‘ଅଭିସ୍କୋଭାକ୍‌’

ନୂଆଦିଲ୍ଲୀ,୭ା୨: ଭାରତୀୟ ବୈଜ୍ଞାନିକମାନେ କୋଭିଡ୍‌ ମହାମାରୀର ସବୁ ଭାରିଆଣ୍ଟକୁ ପ୍ରତିହତ କରିବା ଭଳି ଏକ ଭାକ୍ସିନ ବିକଶିତ କରିଥିବା ଦାବି କରିଛନ୍ତି। ନୂଆ ଟିକାର ନାମ...

ପଶ୍ଚିମବଙ୍ଗର ତଦନ୍ତ ଉପରେ ସ୍ଥଗିତାଦେଶ

ନୂଆଦିଲ୍ଲୀ, ୧୮।୧୨: ପଶ୍ଚିମବଙ୍ଗ ସରକାରଙ୍କ ଦ୍ୱାରା ଗଠିତ ଜଷ୍ଟିସ୍‌ ଲୋକୁର କମିଶନ ଦ୍ୱାରା ପେଗାସସ୍‌ ଗୁପ୍ତଚରଗିରି ମାମଲାର ତଦନ୍ତ ଉପରେ ସୁପ୍ରିମକୋର୍ଟ ଶୁକ୍ରବାର ସ୍ଥଗିତାଦେଶ ଦେଇଛନ୍ତି।...

ରାହୁଲ ଗାନ୍ଧୀ ଦେଶର ମନୋବଳକୁ ଦୁର୍ବଳ କରୁଛନ୍ତି: ରବିଶଙ୍କର ପ୍ରସାଦ

ନୂଆଦିଲ୍ଲୀ,୨୭।୫: କରୋନା ଭାଇରସକୁ ନେଇ ଦେଶରେ ଜାରି ହୋଇଥିବା ଲକ୍‌ଡାଉନ୍‌ ଏବଂ ଚାଇନା-ନେପାଳ ସହ ହୋଇଥିବା ସୀମା ବିବାଦକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ...

ଦିଲ୍ଲୀରେ ବିସ୍ଫୋରଣ

ନୂଆଦିଲ୍ଲୀ,୨୯।୧: ନୂଆଦିଲ୍ଲୀ ସ୍ଥିତ ଇସ୍ରାଏଲ ଦୂତବାସ ନିକଟରେ ଶୁକ୍ରବାର ଏକ ଆଇଇଡି ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ କିଛି କାର କ୍ଷତିଗ୍ରସ୍ତ ହୋଇଛି। ଏହି ଘଟଣାରେ କେହି...

ଚୋକ୍‌ସିଙ୍କ ପ୍ରତ୍ୟର୍ପଣ ପାଇଁ ଡୋମିନିକାକୁ ଡକ୍ୟୁମେଣ୍ଟ ପଠାଇଲା ଭାରତ

ନୂଆଦିଲ୍ଲୀ, ୩୦।୫: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି)ରୁ ୯ ହଜାର କୋଟି ଟଙ୍କାର ଋଣ ଠକେଇ ମାମଲାର ମୁଖ୍ୟ ଅଭିଯୁକ୍ତ ମେହୁଲ ଚୋକ୍‌ସିଙ୍କୁ ପ୍ରତ୍ୟର୍ପଣ ପାଇଁ...

ସରକାର ଗଠନ ପରେ ସଂକଳ୍ପ ପତ୍ରକୁ ଅଳିଆ ଗଦାକୁ ଫିଙ୍ଗି ଦେଇଛି ଭାଜପା: ଅଖିଳେଶ

ଲକ୍ଷ୍ନୌ,୧ ।୭: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଭାରତୀୟ ଜନତା ପାର୍ଟି(ଭାଜପା)କୁ ପୁଣିଥରେ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ସମାଜବାଦୀ ପାର୍ଟି...

Advertisement
Archives

Model This Week