ଛତିଶଗଡ଼ ପରେ ଏବେ ଏହି ରାଜ୍ୟରେ ଲକ୍‌ଡାଉନ ଘୋଷଣା

ଭୋପାଳ,୮।୪: ଦେଶରେ ଲଗାତର ଭାବେ କରୋନା ଭାଇରସ୍‌ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବିଭିନ୍ନ ରାଜ୍ୟରେ ବଢ଼ିଚାଲିଥିବା କରୋନା ସଂକ୍ରମଣ ଉପରେ ରୋକୋ ଲଗାଇବା ପାଇଁ ଏବେ ସବୁ ରାଜ୍ୟସରକାର କଡ଼ା ପଦକ୍ଷେପ ଗ୍ରହଣ କରୁଛନ୍ତି। ଛତିଶଗଡ଼ ପରେ ଏବେ ମଧ୍ୟପ୍ରଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଛି। କରୋନା ମୁକାବିଲା ପାଇଁ ଗୁରୁବାର ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ରାଜ୍ୟର ସମସ୍ତ ସହରାଞ୍ଚଳରେ ୬୦ ଘଣ୍ଟିଆ ଲକ୍‌ଡାଉନ ଘୋଷଣା କରିଛନ୍ତି। ଶୁକ୍ରବାର ସନ୍ଧ୍ୟା ୬ଟାରୁ ସୋମବାର ସକାଳ ୬ଟା ଯାଏଁ ଏହି ଲକ୍‌ଡାଉନ ଲାଗୁ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

CM ବିଜୟଙ୍କ ଫିଲ୍ମ ଇଣ୍ଡଷ୍ଟ୍ରିକୁ ବଡ଼ ଉପହାର! ଥ୍ରୀଏଟରରେ ବଦଳିବ ୭୦ ବର୍ଷର ନିୟମ, ଏବେ ହେବ ଜୋରଦାର ରୋଜଗାର

ଚେନ୍ନାଇ,୨୭।୫: ତାମିଲନାଡୁର ନବନିର୍ୱାଚିତ ମୁଖ୍ୟମନ୍ତ୍ରୀ ତଥା ସୁପରଷ୍ଟାର୍‌ ଥାଲାପତି ବିଜୟ (Thalapathy Vijay) ଏବେ ଏଭଳି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି, ଯାହା ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରି…

ପୁରୀର ଏକ ରିସର୍ଟରୁ ଗିରଫ ହେଲେ TMC ବିଧାୟକ

ପୁରୀ,୨୭ା୫: ପଶ୍ଚିମବଙ୍ଗର ପୂର୍ବତନ ପରିବହନ ମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ(TMC)ର ବରିଷ୍ଠ ନେତା ଦିଲ୍ଲୀପ ମଣ୍ଡଳଙ୍କୁ ଏସ୍‌ଟିଏଫ୍‌ ଦ୍ୱାରା ଗିରଫ ହୋଇଥିବା ନେଇ ସୂଚନା ମିଳିଛି ।…

ବ୍ୟବସାୟୀଙ୍କ ଦୋକାନରୁ ୪୩ ରନ୍ଧନ ଗ୍ୟାସ୍‌ ସିଲିଣ୍ଡର ଜବତ, ଅତର୍କିତ ଚଢାଉ କରି ପୋଲିସ…

ମହାକାଳପଡ଼ା, ୨୭ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା କଣ୍ଟିଲୋ ଓ ପୂର୍ବ ସୁନୀତି ଗ୍ରାମରେ ଦୁଇ ବ୍ୟବସାୟୀଙ୍କ ଦୋକାନ ଗୃହରୁ…

୧୦ ବର୍ଷର ଝିଅକୁ ବଳାତ୍କାର ପରେ ହତ୍ୟା ଘଟଣାର ପ୍ରେସମିଟ୍‌ କରୁଥିବାବେଳେ ହସି ହସି ଗଡ଼ିଲେ ୩ IPS: ଭିଡିଓ ଭାଇରାଲ ପରେ…

କୋଏମ୍ବାଟୁର,୨୭।୫: ତାମିଲନାଡୁର କୋଏମ୍ବାଟୁରରେ ଜଣେ ୧୦ ବର୍ଷୀୟା ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ନୃଶଂସ ହତ୍ୟାକାଣ୍ଡ ସମଗ୍ର ରାଜ୍ୟକୁ ଦୋହଲାଇ ଦେଇଛି। ବିଜୟ ସରକାର…

ଆମ୍ବ ଗୋଟାଇବାକୁ ଯାଇଥିଲେ ଗୁରୁବାରୀ: ଆକ୍ରମଣ କଲା ହାତୀ: ଆଉ ତା’ପରେ…

ତିଗିରିଆ,୨୭।୫(ଜାଫର ଖାଁ): କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ଭୋଗଡା ପଞ୍ଚାୟତ ବଡଭେଜିଆ ଆମ୍ବ ତୋଟାରୁ ବୁଧବାର ସକାଳେ ଆମ୍ବ ଗୋଟାଇବା ପାଇଁ ଯାଇଥିବା ଗୋକର୍ଣ୍ଣଖାଲ ଗ୍ରାମର…

ବେଙ୍ଗଲରେ ୫ ଟଙ୍କାରେ ମିଳିବ ମାଛ-ଭାତ; ଜାଣନ୍ତୁ ଦେଶର କେଉଁ ରାଜ୍ୟରେ ମିଳେ ସବୁଠୁ ଶସ୍ତା ସରକାରୀ ଥାଳି?

କୋଲକାତା,୨୭।୫: ପଶ୍ଚିମବଙ୍ଗ ସରକାର ସାଧାରଣ ଏବଂ ଗରିବ ଲୋକଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟର ସରକାରୀ ସହାୟତା ପ୍ରାପ୍ତ ସ୍ୱତନ୍ତ୍ର କ୍ୟାଣ୍ଟିନଗୁ ବର୍ତ୍ତମାନ ମାତ୍ର…

ଏଟିଏମରୁ ଉଠାଇପାରିଲେନି ୪୦୦ଟଙ୍କା, SBI କୁ ଦେବାକୁ ପଡିଲା ୫୮,୭୦୦ ଟଙ୍କାର ଜରିମାନା, ଘଟଣା ଜାଣିଲେ ତାଜୁବ ହେବେ…

ନୂଆଦିଲ୍ଲୀ,୨୭।୫: ମାତ୍ର ୪୦୦ ଟଙ୍କାର ଏକ ବିବାଦ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI) ପାଇଁ ବଡ଼ ଅସୁବିଧା ସୃଷ୍ଟି କରିଛି। ଗ୍ରାହକଙ୍କ ଅଭିଯୋଗକୁ ବର୍ଷ ବର୍ଷ…

ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ପରେ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି:ଏହି ଦିନ ହେବ ଭୋଟିଂ

ଭୁବନେଶ୍ୱର,୨୭।୫: ଓଡ଼ିଶାରେ ରାଜ୍ୟ ସଭା ରାଜ୍ୟ ସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜେଡି ଛାଡ଼ି ଭାଜପାରେ ଦେଇଥିବା ଦେବାଶିଷ ସାମନ୍ତରାୟ ଇସ୍ତଫା ଦେବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri