Odisha Elections 2024

ବିବାଦ ମଧ୍ୟରେ ଭାରତ ଗସ୍ତରେ ଆସିପାରନ୍ତି ମାଳଦ୍ଵୀପ ରାଷ୍ଟ୍ରପତି

ନୂଆଦିଲ୍ଲୀ, ୯ା୧: ଚଳିତ ମାସ ଶେଷରେ ଭାରତ ଗସ୍ତରେ ଆସିପାରନ୍ତି ମାଳଦ୍ଵୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁ। ବର୍ତ୍ତମାନ ଦୁଇ ଦେଶ ମଧ୍ୟରେ ଉପୁଜିଥିବା ବିବାଦ ପୂର୍ବରୁ ଏହି ଗସ୍ତ ନିର୍ଦ୍ଧାରିତ ହୋଇଥିବା ରାଷ୍ଟ୍ରପତି ଭବନ ସୂତ୍ରରୁ ଜଣାପଡିଛି। ଏହି ଖବର ଉପରେ ବୈଦେଶିକ ମନ୍ତ୍ରାଳାୟ ପକ୍ଷରୁ କୌଣସି ସୂଚନା ମିଳିପାରି ନାହିଁ।

ଗତ ନଭେମ୍ବର ମାସରେ ରାଷ୍ଟ୍ରପତି ନିର୍ବାଚିତ ହୋଇଥିବା ମୁଇଜୁ ସି. ଜିନପିଙ୍ଗଙ୍କ ନିମନ୍ତ୍ରଣ କ୍ରମେ ଚାଇନା ଗସ୍ତରେ ଅଛନ୍ତି। ମୁଇଜୁଙ୍କ ଚାଇନା ଗସ୍ତ ଏପରି ସମୟରେ ହୋଇଛି, ଯେତେବେଳେ ସେ ପଡୋଶୀ ଭାରତ ସହିତ କୂଟନୈତିକ ବିବାଦରେ ଫସିଛନ୍ତି। ଏଭଳି ସମାୟାରେ ସେ ଏବେ ଭାରତ ଗସ୍ତରେ ଆସିବେ ବୋଲି ଖବର ମିଳୁଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ଲାକ୍ଷାଦ୍ଵୀପ ଯାଇଥିବାର ଭିଡିଓ ଏବଂ ଫଟୋ ପୋଷ୍ଟ କରିଥିଲେ। ପେର ଏଗୁଡିକ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଥିଲା ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଉପରେ ମାଳଦୀପ ମନ୍ତ୍ରୀଙ୍କ ବିବାଦୀୟ ବୟାନ ପରେ ବିବାଦ ଆରମ୍ଭ ହୋଇ ବଏକଟ ମାଳଦୀପ ଟ୍ରେଣ୍ଡ ସୋସିଆଲ ମିଡିଆରେ ଚାଲିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଯେଉଁ ମନ୍ଦିରକୁ ଯାଉଛନ୍ତି କଙ୍ଗନା, ସେହି ମନ୍ଦିରକୁ ସଫା କରିବା ଜରୁରୀ, ବିକ୍ରମାଦିତ୍ୟ ସିଂଙ୍କ ବିବାଦୀୟ ବୟାନ

ମଣ୍ଡି,୨୦।୫: ହିମାଚଳ ପ୍ରଦେଶର ମଣ୍ଡି ସଂସଦୀୟ ଆସନରୁ କଂଗ୍ରେସ ପ୍ରାର୍ଥୀ ବିକ୍ରମାଦିତ୍ୟ ସିଂ ଭାଜପା ପ୍ରାର୍ଥୀ କଙ୍ଗନା ରାଣାଓ୍ବତଙ୍କୁ ଟାର୍ଗେଟ କରିଛନ୍ତି। ଦେବ ସମାଜ ବିଷୟରେ...

ଶେଷ ହେଉଛି ଜେଲନସ୍କିଙ୍କ ଟର୍ମ, ଏବେ ପ୍ରଶ୍ନ କ’ଣ ହେବ ୟୁକ୍ରେନରେ

କ୍ୱିଭ,୨୦।୫: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କିଙ୍କ କାର୍ଯ୍ୟକାଳ ନିୟମ ଅନୁଯାୟୀ ଆଜି ବା ସୋମବାର ଶେଷ ହେଉଛି, କିନ୍ତୁ ସେ ତାଙ୍କ ପଦରେ ରହିବେ। ତେବେ...

୨୦ ଫୁଟ୍‌ ଖାଲକୁ ଖସିଲା ପିକ୍‌ଅପ୍‌:୧୭ ମୃତ

ରାୟପୁର,୨୦।୫: ଛତିଶଗଡର କାୱାର୍ଡା ଜିଲାର କୁକଦୁରରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଠାରେ ଏକ ପିକଅପ ଗାଡି ୨୦ ଫୁଟ୍‌ ଖାଇକୁ ଓଲଟି ପଡ଼ିବାରୁ...

ଅହମଦାବାଦ ବିମାନ ବନ୍ଦରରେ ବଡ ଆକ୍ସନ, ଧରାହେଲେ ଇସଲାମିକ ଷ୍ଟେଟର ୪ ଆତଙ୍କବାଦୀ

ଅହମଦାବାଦ,୨୦।୫: ଗୁଜୁରାଟର ଅହମଦାବାଦରେ ଇସଲାମିକ ଷ୍ଟେଟର ୪ ଆତଙ୍କବାଦୀ ଧରାପଡିଛନ୍ତି। ଗୁଜୁରାଟ ଏଟିଏସ ଅହମଦାବାଦ ବିମାନବନ୍ଦରରୁ ସମସ୍ତ ୪ ଆତଙ୍କବାଦୀଙ୍କୁ ଗିରଫ କରିଛି। ଏହି ଆତଙ୍କବାଦୀଙ୍କ...

ସେନାକୁ ମିଳିଲା ଇରାନ ରାଷ୍ଟ୍ରପତିଙ୍କ ମୃତ ଦେହ

ତେହେରାନ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କ ମୃତ୍ୟୁ ନିଶ୍ଚିତ ହୋଇଛି। ଇରାନର ଅଧିକାରୀମାନେ କହିଛନ୍ତି ଯେ ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟରର ଧ୍ୱଂସାବଶେଷ ସେନାକୁ ମିଳିଛି।...

ଯଦି ଆପଣ କୋଭାକ୍ସିନ ନେଇଛନ୍ତି, ତେବେ ଭୟ କରିବାର ଆବଶ୍ୟକତା ନାହିଁ

ନୂଆଦିଲ୍ଲୀ,୨୦।୫: ନିକଟରେ କରୋନା ଟିକା ସମ୍ବନ୍ଧରେ ଅନେକ ଭୟାନକ ଦାବି ସାମ୍ନାକୁ ଆସିଛି। ବର୍ତ୍ତମାନ ଆଇସିଏମଆର ଏହି ଦାବିକୁ ଭୁଲ ବୋଲି କହିଛି। କୋଭାକ୍ସିନର ପାର୍ଶ୍ୱ...

ଏଥର ଭବିଷ୍ୟବାଣୀ ପୂରଣ ନ ହେଲେ ମୁହଁରେ ଗୋବର ବୋଳିବାକୁ ପ୍ରସ୍ତୁତ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନ ୨୦୨୪ ଏବଂ ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନର ଫଳାଫଳକୁ ନେଇ ରାଜନୈତିକ ରଣନୀତିଜ୍ଞ ବା ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋର...

ମୋଦି କେବେ ଓ କାହିଁକି ଚୁପ ହୋଇ ଯାଆନ୍ତି, ନିଜେ କହିଲେ ଏହାର କାରଣ

ନୂଆଦିଲ୍ଲୀ,୨୦।୫:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରି କହିଛନ୍ତି ଯେ ଭାଜପାକୁ ସୁଯୋଗ ଦିଅନ୍ତୁ। ଏହି ସମୟ ମଧ୍ୟରେ ସେ ଲୋକମାନଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri