କରୋନା ପରେ ଏବେ ନିମୋନିଆ

ବମ୍ବେ: କରୋନା ପରେ ସୁରସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କୁ ନିମୋନିଆ। ଫଳରେ ଚିକିତ୍ସା କରୁଥିବା ଡାକ୍ତରଙ୍କ ଚିନ୍ତା ବଢ଼ିଛି। ସେ କରୋନାରେ ଆକ୍ରାନ୍ତ ହେବାପରେ ତାଙ୍କୁ ମୁମ୍ବାଇର ବ୍ରିଚ୍‌କାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେଠାରେ ତାଙ୍କୁ ଆଇସିୟୁରେ ରଖାଯାଇଛି। ସେ ଆହୁରି ୧୦ରୁ ୧୨ ଦିନ ଆଇସିୟୁରେ ରହିବେ ବୋଲି ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତର ସୂଚନା ଦେଇଛନ୍ତି।

ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତର ପ୍ରତୀତ ସମଧାନୀ କହିଛନ୍ତି, ‘ଗାୟିକା ଲତା ମଙ୍ଗେସ୍କର ଆଇସିୟୁ ୱାର୍ଡରେ ରହିବେ। ତାଙ୍କୁ ୧୦-୧୨ ଦିନ ନିରୀକ୍ଷଣରେ ରଖାଯିବ। କୋଭିଡ ସହ ସେ ନିମୋନିଆରେ ମଧ୍ୟ ଆକ୍ରାନ୍ତ ହୋଇଛନ୍ତି। ଏଥିପାଇଁ ତାଙ୍କ ଅବସ୍ଥା ସାମାନ୍ୟ ଚିନ୍ତାଜନକ ରହିଛି। ହେଲେ ଅବସ୍ଥା ସ୍ଥିର ରହିଛି।’

ଲତା ଅସୁସ୍ଥ ନେଇ ଖବର ସାମ୍ନାକୁ ଆସିବା ପରେ ଆଶୁ ଆରୋଗ୍ୟ କାମନା କରିବା ସହ ଭଗବାନଙ୍କ ନିକଟରେ ଆରୋଗ୍ୟ ନେଇ ପ୍ରାର୍ଥନା କରୁଛନ୍ତି। ଏପରି ସୋସିଆଲ ମିଡିଆରେ ଗେଟ୍‌ ୱେଲ୍‌ ସୁନ୍‌ ଲତା ଟ୍ରେଣ୍ଡ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri