Posted inରାଜ୍ୟ

ଟିକେଟ୍ କଟିବା ପରେ ବିଧାୟକ ବିଜୟ ଶଙ୍କରଙ୍କୁ ନୂଆ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର,୪ା୫(ଅନିଲଦାସ): ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବିଜୁ ଜନତା ଦଳର ବିଭିନ୍ନ କର୍ମକର୍ତ୍ତାଙ୍କୁ ନିଯୁକ୍ତି ଦିଆଯାଇଛି। କୁଳମଣି ସାମଲଙ୍କୁ ବିଜୁ ଜନତା ଜଳର ଉପସଭାପତି ନିଯୁକ୍ତି ଦିଅଯାଇଥିବା ବେଳେ ତିର୍ତୋଲ ବିଧାୟକ ବିଜୟ ଶଙ୍କର ଦାଶଙ୍କୁ ବାଙ୍ଗିରିପୋଷି ବିଧାନସଭା ନିର୍ବାଚନ ମଣ୍ଡଳୀ ନିର୍ବାଚନ ସଂଯୋଜକ ଦାୟିତ୍ୱ ମିଳିଛି।

ସେହିଭଳି ସରସ୍ବତୀ ମିଶ୍ରଙ୍କୁ ଆସ୍କା ସଂସଦୀୟ ନିର୍ବାଚନ ମଣ୍ଡଳୀ ନିର୍ବାଚନ ସଂଯୋଜକ, ସୌମ୍ୟଜିତ ମହାପାତ୍ରଙ୍କୁ ବାଲିକୁଦା-ଏର୍ସମା ବିଧାନସଭା ନିର୍ବାଚନ ମଣ୍ଡଲୀ ସଂଯୋଜକ, ସଂଗ୍ରାମ ମନ୍ତ୍ରୀଙ୍କୁ ନୟାଗଡ ବିଧାନସଭା ନିର୍ବାଚନ ମଣ୍ଡଳୀ ନିର୍ବାଚନ ସଂଯୋଜକ ଏବଂ ଶିଖା ଉମେଶ ସ୍ବାଇଁଙ୍କୁ ବିଜୁ ମହିଳା ଜନତା ଦଳର ରାଜ୍ୟ ସମ୍ପାଦକ ଭାବେ ନିଯୁକ୍ତି ଦିଆଯାଇଛି। ଏ ନେଇ ବିଜୁ ଜନତା ଦଳ ପକ୍ଷରୁ ଶନିବାର ବିଜ୍ଞପ୍ତି ପ୍ରକାଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା ଶୁଭାରମ୍ଭ କଲେ ବିଧାୟକ, ସ୍ଲୋଗାନରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୨।୮(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି l…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ବଡ଼ ଚମତ୍କାର! ଏହି ୩ ରାଶିଙ୍କୁ ମିଳିବ ଧନ ଓ କ୍ୟାରିୟରରେ ଜବରଦସ୍ତ ଲାଭ

ମଙ୍ଗଳ ଗ୍ରହ ୨୪ ଜୁଲାଇରେ ମୃଗଶିରା ନକ୍ଷତ୍ରରେ ପ୍ରବେଶ କରିଥିଲେ। ବର୍ତ୍ତମାନ ଆଜି ୧୨ ଅଗଷ୍ଟ ବୁଧବାର ରାତ୍ରୀ ୧୦ଟା ୪୨ ମିନିଟରେ ମଙ୍ଗଳ ଗ୍ରହ ଆର୍ଦ୍ରା…

ନାବାଳିକାକୁ ଅପହରଣ କରି ଯାଜପୁରରେ ବଳାତ୍କାର, ପରେ…

ଭୁବନେଶ୍ୱର, ୧୨।୮: ଭୁବନେଶ୍ୱରର ଇନଫୋସିଟି ଥାନା ଅଞ୍ଚଳରୁ ଜଣେ ନାବାଳିକାକୁ ଅପହରଣ କରି ଯାଜପୁର ନେଇଯିବା ଏବଂ ସେଠାରେ ତାଙ୍କ ବଳାତ୍କାର ରାଯାଇଥିବା ନେଇ ଅଭିଯୋଗ ହୋଇଛି।…

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨।୮: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ…

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…

ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍‌ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…

ଦିନ ଦ୍ୱିପ୍ରହରରେ ପ୍ରଧାନଶିକ୍ଷକଙ୍କ ଘରୁ ଚୋରି ଉଦ୍ୟମ: ଗାଡ଼ି ଗ୍ଲାସ ଭାଙ୍ଗିଲା ମାତ୍ରେ ବାଜିଲା ସାଇରନ୍‌, ଆଉ ତା’ପରେ…

ମୋହନା,୧୨।୮( ମନ୍ମଥ ମିଶ୍ର ): ଦ୍ୱିପ୍ରହରରେ ଚୋରି ଉଦ୍ୟମ। ଘରେ କେହି ନଥିବାର ସୁଯୋଗ ନେଇ ଚୋରି ପାଇଁ ଘରେ ପଶିବାକୁ ଉଦ୍ୟମ କରିଥିଲେ ଚୋର। ହେଲେ…

ସମ୍ଭାବନାର ଉପପାଦ୍ୟ

ବହୁତ ଦିନ ତଳର କଥା। ଥରେ ହରିଣଟିଏ ବାଣୁଆଠାରୁ ନିଜକୁ ରକ୍ଷା କରିବାକୁ ପ୍ରାଣ ବିକଳରେ ଖୁବ୍‌ ଜୋର୍‌ରେ ଦୌଡୁଥାଏ। ବାଣୁଆ ମଧ୍ୟ ହରିଣକୁ ଶିକାର କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri