ଅତାବିରାରେ ଝିଅ ପରେ ମା’ କରୋନା ପଜିଟିଭ

ବରଗଡ଼ ଅଫିସ,୮।୭: ବରଗଡ଼ ଜିଲା ଅତାବିରା ବ୍ଲକରେ ବୁଧବାର ପୁଣି ଜଣେ କରୋନା (କୋଭିଡ-୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣଙ୍କ ଏହି ବ୍ଲକ ଅନ୍ତର୍ଗତ କୁଲୁଣ୍ଡା ଗ୍ରାମର ଜଣେ ମହିଳା। ପୂର୍ବରୁ କରୋନା ଆକ୍ରାନ୍ତ ହୋଇ ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସାଧିନ ଥିବା ନିଜ ଝିଅଙ୍କ ସସ୍ପର୍ଶରେ ଆସି ସଂକ୍ରମିତ ହୋଇଥିବା ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।
ପ୍ରକାଶଥାଉକି, ଗୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଥିବା ନୂଆ ଆକ୍ରାନ୍ତଙ୍କ ଝିଅ କରୋନା ସଂକ୍ରମିତ ଥିବା ଗତ ୨ ତାରିଖରେ ଜଣାପଡିଥିଲା । ସେହିପରି ପୂର୍ବରୁ ଅତାବିରାରେ ଆଉ ଜଣେ ମହିଳା କରୋନା ଆକ୍ରାନ୍ତ ହୋଇଥିଲେ। ଏହାକୁ ମିଶାଇ ଅତାବିରା ବ୍ଲକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ରେ ପହଞ୍ଚିଛି। ତେବେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୭କୁ ଛୁଇଁଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ

କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri