Posted inଜାତୀୟ

୨୦୨୪ ନିର୍ବାଚନ ପୂର୍ବରୁ ତୃତୀୟ ଶକ୍ତି ହୋଇଛି ଏଏପି, ୮ ବର୍ଷରେ ଜିତିଛି ଦ୍ୱିତୀୟ ରାଜ୍ୟ

ନୂଆଦିଲ୍ଲୀ,୧୧ ।୩: ପାଖାପାଖି ୮ ବର୍ଷ ପୂର୍ବେ ରାଜଧାନୀ ଦିଲ୍ଲୀରେ କଂଗ୍ରେସ ଓ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଚକମା ଦେଇଥିବା ଆମ ଆଦମୀ ପାର୍ଟି(ଏଏପି) ଏବେ ପଞ୍ଜାବରେ ଦଶକ ଦଶକ ଧରି ଶାସନ କରୁଥିବା ବଡ ବଡ ଦଳଙ୍କୁ ଧୂଳି ଚଟାଇ ଭାରତୀୟ ରାଜନୀତିରେ ବଡ ପରିବର୍ତ୍ତନର ମୂଳଦୁଆ ପକାଇଛି । ଦୁଇଟି ରାଜ୍ୟରେ ସରକାର ଗଠନ ସହ ଦେଶର ସର୍ବ ପୁରାତନ ରାଜନୈତିକ ଦଳ କଂଗ୍ରେସର ସମକକ୍ଷ ହୋଇଥିବା କୁହାଯାଉଛି ।
ରାଜନୈତିକ ବିଶ୍ଳେଷକଙ୍କ ମତରେ , ଦଶକରୁ କମ୍ ସମୟ ଅର୍ଥାତ୍ ପ୍ରାୟ ୮ ବର୍ଷ ମଧ୍ୟରେ ଏଏପିକୁ ବଡ ସଫଳତା ମିଳିଛି । ଏହି ଦଳ ୨୦୨୪ ନିର୍ବାଚନ ପୂର୍ବରୁ ଭାରତୀୟ ରାଜନୀତିରେ ତୃତୀୟ ଶକ୍ତି ହୋଇ ଉଭା ହୋଇଛି ବୋଲି କୁାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତର ପ୍ରଦେଶ ନିର୍ବାଚନ: ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ପାଇଁ ଆଜି ଶେଷ ହେବ ପ୍ରଚାର, ଭାଜପା ଜାରି କରିବ ଘୋଷଣା ପତ୍ର

ଲକ୍ଷ୍ନୌ,୮ ।୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଲାଗି ପ୍ରଥମ ପର୍ଯ୍ୟାୟ ପ୍ରଚାର ମଙ୍ଗଳବାର ସନ୍ଧ୍ୟା ୫ଟାରେ ଶେଷ ହେବ । ଏଥିରେ ପଶ୍ଚିମ ୟୁପିର...

କଙ୍ଗନାଙ୍କ ପାଇଁ ଜାରି ହେଲା ସମନ

ନୂଆଦିଲ୍ଲୀ, ୨୫।୧୧: ସୋସିଆଲ ମିଡିଆରେ ଶିଖ୍‌ ବିରୋଧୀ ମନ୍ତବ୍ୟ ଦେଇଥିବା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାନାଓ୍ବତ୍‌ଙ୍କୁ ସମନ ଜାରି କରିଛି ଦିଲ୍ଲୀ ବିଧାନସଭା କମିଟି। ଏଥିରେ...

ସରକାରଙ୍କ ନୂଆ ରେକର୍ଡ: ୧୮ ଘଣ୍ଟାରୁ କମ୍‌ ସମୟରେ ୨୫.୫୪ କିଲୋମିଟର ରାଜରାସ୍ତା ନିର୍ମାଣ ଶେଷ

ହାଇଦ୍ରାବାଦ୍‌,୨୮।୨: ସଡ଼କ ନିର୍ମାଣ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ନୂଆ ରେକର୍ଡ କରିଛନ୍ତି। ମାତ୍ର ୧୭ ଘଣ୍ଟା ୪୫ ମିନିଟରେ ୨୫,୫୪ କିଲୋମିଟର ଜାତୀୟ ରାଜପଥ...

କ୍ଷେପଣାସ୍ତ୍ରର ବେଗ ବଢ଼ିିବ: ଡିଆର୍‌ଡିଓ ପକ୍ଷରୁ ସଫଳ ପରୀକ୍ଷଣ

ନୂଆଦିଲ୍ଲୀ, ୭।୯: ଆଗାମୀ ଦିନରେ ଭାରତ ପାଖରେ ଦ୍ରୁତବେଗରେ ଗତି କରିପାରୁଥିବା କ୍ଷେପଣାସ୍ତ୍ର ରହିବ। ଡିଆର୍‌ଡିଓ ପକ୍ଷରୁ ସଫଳତାର ସହିତ ଏହାର ପରୀକ୍ଷଣ ସୋମବାର କରାଯାଇଛି।...

ତାରିଖ ପରେ ତାରିଖ, ୭୦ ବର୍ଷ ଧରି ବିଚାରଧୀନ ରହିଛି ୧୯୫୩ ମସିହାର ମହାରାଷ୍ଟ୍ରର ଏକ ମାମଲା…

ନୂଆଦିଲ୍ଲୀ,୯।୧ : ଦେଶର କୋର୍ଟରେ ୪ କୋଟିରୁ ଅଧିକ ମାମଲା ବିଚାରାଧୀନ ଅଛି। ବିଚାରାଧୀନ ମାମଲାଗୁଡ଼ିକ ଉପରେ ନ୍ୟାୟିକ ବିଦ୍ୱାନମାନେ ପ୍ରଶ୍ନ ଉଠାଉଛନ୍ତି। କିନ୍ତୁ ଦେଶର...

ସମାଜ କାମରେ ଆସୁ ନ ଥିବା ପାଠପଢ଼ା ନୁହେଁ ପ୍ରକୃତ ଶିକ୍ଷା: ଉପରାଷ୍ଟ୍ରପତି

ଚଣ୍ଡିଗଡ଼,୨୯।୪: ସମାଜ କାମରେ ଆସୁ ନ ଥିବା ପାଠପଢ଼ା ପ୍ରକୃତ ଶିକ୍ଷା ନୁହେଁ ବୋଲି ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କହିଛନ୍ତି। ପଞ୍ଜାବ ବିଶ୍ୱବିଦ୍ୟାଳୟର ଏକ ଦିକ୍ଷାନ୍ତ...

ମୁଖ୍ୟମନ୍ତ୍ରୀ ଷ୍ଟାଲିନ୍‌ ହସ୍ପିଟାଲରେ ଭର୍ତ୍ତି…

ଚେନ୍ନାଇ,୧୪।୭ : ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ.ଷ୍ଟାଲିନ୍‌ଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଜୁଲାଇ ୧୨ରେ ସେ କରୋନାରେ ଆକ୍ରାନ୍ତ ହୋଇଥିଲେ। ତାଙ୍କର ନମୁନା ରିପୋର୍ଟ କରୋନା ପଜିଟିଭ୍‌...

ଭୟରେ ଛତ୍ରଭଙ୍ଗ

ନୂଆଦିଲ୍ଲୀ,୮ା୭(ପି.ଟି.): ପୁଲ୍‌ଓ୍ବାମାରେ ଜୈଶ୍‌-ଇ-ମହମ୍ମଦ (ଜେଇଏମ୍‌) ଆତଙ୍କବାଦୀଙ୍କ ଆତ୍ମଘାତୀ ଆକ୍ରମଣରେ ୪୦ରୁ ଊର୍ଦ୍ଧ୍ୱ ସିଆର୍‌ପିଏଫ୍‌ ଯବାନ ଶହୀଦ ହେବା ପରେ ଭାରତୀୟ ବାୟୁସେନା ଫେବୃୟାରୀ ୨୬ରେ ବାଲାକୋଟରେ...

Advertisement
Archives

Model This Week