ପ୍ରସବ ପରେ…

ପ୍ରସବ ପରେ ସାଧାରଣତଃ ମହିଳାମାନଙ୍କର ଓଜନ ବଢ଼ିଯାଇଥାଏ। ତେଣୁ ଓଜନ କମ୍‌ କରିବା ପାଇଁ କ’ଣ ସବୁ କରିବେ ଜାଣିରଖନ୍ତୁ…
ପ୍ରସବ ପରେ ଶିଶୁକୁ ସ୍ତନ୍ୟପାନ କରାଇବା ଫଳରେ ପ୍ରାକୃତିକ ଉପାୟରେ ଓଜନ କମ୍‌ ହୋଇଥାଏ।
ପ୍ରସବ ପରେ ଡାଏଟିଂ ଆଦୌ କରନ୍ତୁ ନାହିଁ, ବରଂ ସୁଷମ ଖାଦ୍ୟ ଖାଆନ୍ତୁ। ଉପଯୁକ୍ତ ମାତ୍ରାରେ ପ୍ରୋଟିନ୍‌, କ୍ୟାଲୋରି, ଭିଟାମିନ୍‌ ଏବଂ ମିନେରାଲ ରହିଥିବା ଖାଦ୍ୟ ଖାଆନ୍ତୁ। ନିଜ ପାଇଁ ଉପଯୁକ୍ତ ସୁଷମ ଖାଦ୍ୟ ସମ୍ପର୍କରେ ଡାଏଟିସିଆନଙ୍କ ସହ ପରାମର୍ଶ କରନ୍ତୁ।
ପ୍ରସବ ପରେ ଶରୀର ଯଦି ସୁସ୍ଥ ରହିଥାଏ ତେବେ ଡାକ୍ତରଙ୍କ ପରାମର୍ଶ ଅନୁସାରେ ଯୋଗ ଓ ବ୍ୟାୟାମ କରନ୍ତୁ।
ଓଜନ କମ୍‌ କରିବା ପାଇଁ ପ୍ରଚୁର ମାତ୍ରାରେ ପାଣି ପିଅନ୍ତୁ। ଫଳରେ ଶରୀର ହାଇଡ୍ରେଟ୍‌ ରହିବା ସହିତ କାର୍ଯ୍ୟକ୍ଷମତା ମଧ୍ୟ ବଢ଼ିଥାଏ।
ପ୍ରସବ ପରେ ଉପଯୁକ୍ତ ମାତ୍ରାରେ ଶୋଇବା ମଧ୍ୟ ଜରୁରୀ। ନିଦ କମ୍‌ ହେବା ଫଳରେ ଶରୀରରେ ଏକ ପ୍ରକାର ହର୍ମୋନ ଅଧିକ ହେବା କାରଣରୁ ଓଜନ ଅଧିକ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍ଜା: ୧୩ ବର୍ଷର ନାବାଳିକାକୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri