ଧର୍ମେନ୍ଦ୍ରଙ୍କ ପରେ ଜୋର୍‌ ଧରିଲା ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବି, ୭ ଦିନରେ ନ ଦେଲେ…

ଭୁବନେଶ୍ୱର, ୨୭।୭: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପ୍ରସଙ୍ଗକୁ ନେଇ ରାଜରାସ୍ତା ସରଗରମ ହୋଇଥିବାବେଳେ ବର୍ତ୍ତମାନ ରାଜ୍ୟରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବି ଜୋର୍‌ ଧରିଛି। ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ବୟାନବାଜି ଜାରି ରହିଥିବାବେଳେ କଂଗ୍ରେସ ଓ ବିଜେଡି ରାଜ୍ୟ ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି।

ପିସିସି ସଭାପତି ଭକ୍ତ ଚରଣ ଦାସ ଏକ ପ୍ରେସ ବିବୃତ୍ତିରେ କହିଛନ୍ତି ଯେ, କେନ୍ଦ୍ରରେ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେବା ପରେ ରାଜ୍ୟରେ ଗଣଶିକ୍ଷା ମନ୍ତ୍ରୀ ମଧ୍ୟ ନିଜ ପଦରୁ ଇସ୍ତଫା ଦେବା ଉଚିତ୍‌। ସେ ସ୍ପଷ୍ଟ ଚେତାବନୀ ଦେଇ କହିଛନ୍ତି ଯେ ଯଦି ଆସନ୍ତା ୭ ଦିନ ଭିତରେ ଗଣଶିକ୍ଷା ମନ୍ତ୍ରୀ ଇସ୍ତଫା ନ ଦିଅନ୍ତି, ତେବେ ଆଗାମୀ ଦିନରେ ବ୍ୟାପକ ଆନ୍ଦୋଳନ ସ୍ବରୂପ ଓଡ଼ିଶା ବନ୍ଦ କରାଯିବ। ଏଥିସହ ରାଜ୍ୟର ଜେନ-ଜି (Gen-Z) ଯୁବପିଢିଙ୍କ ଦ୍ୱାରା କୌଣସି ଆନ୍ଦୋଳନ କରାଗଲେ ରାଜ୍ୟ କଂଗ୍ରେସ ସେମାନଙ୍କ ସହିତ ସମ୍ପୂର୍ଣ୍ଣ ଭାବେ ଠିଆ ହେବ ବୋଲି ସେ ପ୍ରକାଶ କରିଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଛାଡ଼ିଥିଲେ ଶତାଧିକ ଛାତ୍ର: ପ୍ରଧାନଶିକ୍ଷୟିତ୍ରୀ ନିଲମ୍ବନ ପରେ ଏବେ କମିଶନଙ୍କ ନିକଟରେ ରିପୋର୍ଟ ଦାଖଲ ନିର୍ଦ୍ଦେଶ

ଝରିଗାଁ,୧୧ା୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ସାନଟେମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଭିତ୍ତିଭୂମିର ଅଭାବ ଓ ନିମ୍ନମାନର ଖାଦ୍ୟ ଯୋଗୁ…

ଟାଙ୍ଗିଆ ଚୋଟରେ ବାପା ମୃତ, ପୁଅ ଗୁରୁତର

ଖଜୁରୀପଡ଼ା,୧୧।୯(ବିଦୁର ବେହେରା): ଜମିଜମା ବିବାଦକୁ କେନ୍ଦ୍ର କରି ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ସୁଡ୍ରୁକୁମ୍ପା ପଞ୍ଚାୟତ ସର୍କେସରୁ ଗ୍ରାମରେ ଶୁକ୍ରବାର ଏକ ହତ୍ୟାକାଣ୍ଡ ଘଟିଛି। ଟାଙ୍ଗିଆ ଆକ୍ରମଣରେ ବାପାଙ୍କ…

ପ୍ରଥମ ଟି-୨୦ ବଡ଼ ଓଲଟପାଲଟ! ସାମସନ OUT, ବୈଭବ IN: ଭାରତର ପ୍ଲେଇଂ ୧୧କୁ ନେଇ ହଇଚଇ

ନୂଆଦିଲ୍ଲୀ,୧୧।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ ସେପ୍ଟେମ୍ବର ୧୩ ତାରିଖ ରବିବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚରେ ଟିମ…

ପାର୍ବଣ ଋତୁରେ ସାବଧାନ! ଗୋଟିଏ ଭୁଲ୍‌ କ୍ଲିକ୍‌ ଖାଲି କରିଦେବ ପୂରା ଆକାଉଣ୍ଟ

ଖୋର୍ଦ୍ଧା,୧୧ା୯(ପ୍ରଭାତ ପାଣିଗ୍ରାହୀ): ଡିଜିଟାଲ ଯୁଗରେ ବଢ଼ୁଥିବା ସାଇବର ଠକେଇକୁ ରୋକିବା ପାଇଁ ଖୋର୍ଦ୍ଧା ପୋଲିସ ଏବଂ ଏସ୍‌ପି ପରମାର ସ୍ମିତ ପୁରୁଷୋତ୍ତମ ଦାସ ଜନସାଧାରଣଙ୍କୁ ସଚେତନ କରିଛନ୍ତି।…

ବ୍ରିଜ ଉପରେ କାର ରଖି ନଦୀକୁ ଡେଇଁଲେ ଯୁବକ, ଖୋଜାଖୋଜି ଜାରି

ରାଉରକେଲା,୧୧।୯: ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀ ତରଙ୍ଗ ନୂଆବ୍ରାହ୍ମଣୀ ବ୍ରିଜରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ବ୍ରିଜ ଉପରେ କାର ରଖି ଜଣେ ଯୁବକ ନଦୀକୁ ଡେଇଁ…

ଗଣେଶ ପୂଜାଠାରୁ ୫ ରାଶିର ଆରମ୍ଭ ହେବ ଗୋଲଡେନ୍‌ ସମୟ, ଏହି ୭ ରାଶି ପାଇଁ ଖରାପ! ଜାଣନ୍ତୁ ସାପ୍ତାହିକ ରାଶିଫଳ

ଆରମ୍ଭ ହେବାକୁ ଯାଉଛି ନୂଆ ସପ୍ତାହ। ଆସନ୍ତା ୧୪ରୁ ୨୦ ସେପ୍ଟେମ୍ବର ୨୦୨୬ ମଧ୍ୟରେ ଗ୍ରହ-ନକ୍ଷତ୍ରଙ୍କ ସ୍ଥିତିର ପ୍ରଭାବ ୧୨ଟି ରାଶି ଉପରେ ପଡ଼ିପାରେ। ସପ୍ତାହର ଆରମ୍ଭରେ…

ଫିଟିଲା ‘ଡାର୍କ ଏନର୍ଜି’ର ଗୁମର! ଚମକାଇଲା ବୈଜ୍ଞାନିକଙ୍କ ତଥ୍ୟ; ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୧।୯: ବ୍ରହ୍ମାଣ୍ଡର କ୍ରମାଗତ ଦ୍ରୁତ ପ୍ରସାରଣର କାରଣ ବୋଲି ଧରାଯାଉଥିବା ‘ଡାର୍କ ଏନର୍ଜି’ (Dark Energy) ଏବେ ପ୍ରଶ୍ନବାଚୀ ଘେରରେ। ଏକ ନୂତନ ଗବେଷଣାରେ ୧,୭୦୦ରୁ ଅଧିକ…

ରାଷ୍ଟ୍ରପତି ପଦକ ପାଇବେ ଏହି ଫାଣ୍ଡି ଅଧିକାରୀ, କର୍ତ୍ତବ୍ୟନିଷ୍ଠା ପାଇଁ ସୃଷ୍ଟି କରିଛନ୍ତି ସ୍ବତନ୍ତ୍ର ପରିଚୟ…

ଦିଗପହଣ୍ଡି,୧୧ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଏସ୍‌.ଆଇ ଅତିଥି ଚରଣ ନାୟକ ତାଙ୍କର ଉଲ୍ଲେଖନୀୟ ପୋଲିସ ସେବାର ସ୍ବୀକୃତି…

Advertisement

ଧରିତ୍ରୀ କାର୍ଟୁନ

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Trending
ଛୁଟି ଦିନ
ପିଲାଙ୍କ ଧରିତ୍ରୀ
Model This Week

ପିଲାଙ୍କ ଧରିତ୍ରୀ

Why Dharitri