ଖାଇବା ପରେ..

ଖାଇବା ପରେ ଏପରି କାମ କରନ୍ତୁ ନାହିଁ, ଯାହାର ଖରାପ ପ୍ରଭାବ ଶରୀର ଉପରେ ପଡ଼ିବ । ଜାଣନ୍ତୁ ସେ ସମ୍ପର୍କରେ…
ଆମେ ଖାଦ୍ୟ ଖାଇବା ପରେ କେତେକ କାର୍ଯ୍ୟ ପ୍ରତି ନଜର ଦେବା ନିହାତି ଜରୁରୀ। ଖାଇବା ପରେ ଫଳମୂଳ ଖାଆନ୍ତୁ ନାହିଁ। ଏହାଦ୍ୱାରା ପେଟରେ ଏସିଡିଟି ବଢ଼ିଯାଇଥାଏ। ଖାଇ ସାରି ଗାଧୋଇବା କେତେକଙ୍କର ଅଭ୍ୟାସ। ଏପରି ଅଭ୍ୟାସ ପରିହାର କରିବାକୁ ଚେଷ୍ଟା କରନ୍ତୁ। କାରଣ ଖାଇବା ପରେ ଗାଧୋଇବା ଦ୍ୱାରା ପେଟ ଭିତରେ ରକ୍ତ ସଞ୍ଚାଳନ ଆବଶ୍ୟକତାଠାରୁ ଆହୁରି ତୀବ୍ର ହୋଇଥାଏ।
ଖାଇବା ପରେ ଉଠି ହଠାତ୍‌ ଚାଲନ୍ତୁ ନାହିଁ। କିଛି ସମୟ ବସିବା ପରେ ଚାଲବୁଲ କରନ୍ତୁ। କାରଣ ଖାଇବା ପରେ ସାଙ୍ଗେ ସାଙ୍ଗେ ଚାଲିଲେ ଖାଦ୍ୟରୁ ଆମକୁ ମିଳୁଥିବା ପୋଷକତତ୍ତ୍ୱ ସଠିକ୍‌ ଭାବରେ ମିଳି ନ ଥାଏ। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଖାଇବା ପରେ ସାଙ୍ଗେ ସାଙ୍ଗେ ନିଶା ଦ୍ରବ୍ୟ ସେବନ କରନ୍ତୁ ନାହିଁ। ଏହାଦ୍ୱାରା କ୍ୟାନ୍‌ସର ହେବାର ଆଶଙ୍କା ରହିଛି ବୋଲି କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ଏକ ସଦ୍ୟତମ ଗବେଷଣାରୁ ଜାଣପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ପୁଅକୁ ବଞ୍ଚାଇବାକୁ ଯାଇ ନଦୀରେ ବୁଡିଯାଇଥିଲେ ବ୍ୟକ୍ତି, ଜାଲ ପକାଇ ମୃତଦେହକୁ ଉଦ୍ଧାର କଲେ ମତ୍ସ୍ୟଜୀବୀ

ନନ୍ଦପୁର/ ପାଡୁଆ, ୨୨।୫ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାନ୍ତ ପାନ୍ଥଲୁଙ୍ଗ ପଞ୍ଚାୟତ ଦେଇ ପ୍ରବାହିତ ମାଛକୁଣ୍ଡ ନଦୀର ଶୋଭାପୁଟ…

ଆସୁଛି ଲଘୁଚାପ, ଏହି ଦିନଠୁ ପ୍ରବଳ ବର୍ଷିବ

ଭୁବନେଶ୍ବର,୨୨ା୫: ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ…

ଇନ୍‌ଷ୍ଟାଗ୍ରାମରେ ଭାଜପାକୁ ପଛରେ ପକାଇଲା ‘କକ୍‌ରୋଚ ଜନତା ପାର୍ଟି’: ନୂଆ ଆକାଉଣ୍ଟ ସହ ଫେରିଲେ ପ୍ରତିଷ୍ଠାତା

ନୂଆଦିଲ୍ଲୀ,୨୨ା୫(ପି.ଟି.):ସୋସିଆଲ ମିଡିଆରେ ହଲଚଲ ସୃଷ୍ଟି କରିଥିବା ବ୍ୟଙ୍ଗାତ୍ମକ ଡିଜିଟାଲ ଆନ୍ଦୋଳନ ‘କକ୍‌ରୋଚ ଜନତା ପାର୍ଟି’ (ସିଜେପି) ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଗୁରୁବାର ଏହି ପାର୍ଟିର…

ସ୍ପଷ୍ଟ ଦିବାଲୋକରେ ବିଚ ରାସ୍ତାରେ ଦୁଇ ଯୁବକଙ୍କୁ ନିର୍ଘାତ ମାଡ଼ , ଗୁଣ୍ଡାଗିରିର ଭିଡିଓ ଭାଇରାଲ

ଉଦଳା, ୨୨।୫( ସନ୍ତୋଷ ବାଞ୍ଝିନୀ): ରାସ୍ତା ପାଲଟିଲା ରେସଲିଂ ରିଙ୍ଗ। ପୋଲିସକୁ ନାହିଁ ଭୟ, ଥାନା ଠାରୁ ୫ ଶହ ମିଟର ଦୂରରେ ସ୍ପଷ୍ଟ ଦିବାଲୋକରେ ବିଚ…

ପୁଅ ବିବାହରେ ଯୋଗଦେଲେ ମୋତେ ମାରି ଦିଆଯିବ: କାହିଁକି ଏମିତି କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୨।୫: ଇରାନ ସମ୍ପର୍କରେ ପରିସ୍ଥିତିରେ ବ୍ୟସ୍ତ ଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପାଖରେ ତାଙ୍କ ନିଜ ପୁଅର ବିବାହରେ ଯୋଗଦେବା ପାଇଁ ସମୟ ନାହିଁ। ଟ୍ରମ୍ପ…

୨୩ରେ ସମ୍ମାନିତ ହେବେ ୯୦%ରୁ ଅଧିକ ମାର୍କ ରଖିଥିବା ୮୪ ଛାତ୍ରୀଛାତ୍ର, ମୁଖ୍ୟ ଅତିଥି ଭାବେ ଯୋଗ ଦେବେ…

ଭବାନୀପାଟଣା,୨୨।୫(ଉତ୍ତମ କୁମାର ଦାଶ): କଳାହାଣ୍ଡିର ଅଗ୍ରଣୀ ଶିକ୍ଷାନୁଷ୍ଠାନ ପ୍ରଗତି ଅନୁଷ୍ଠାନ ପକ୍ଷରୁ ଆସନ୍ତା ୨୩ ତାରିଖ ଶନିବାର ଭବାନୀପାଟଣା ଟାଉନ ହଲରେ ଭବ୍ୟ ସମ୍ବର୍ଦ୍ଧନା ସଭା ମେଧା…

ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ସାର କାରଖାନା ଇଫ୍‌କୋରେ ଉତ୍ପାଦନ ବନ୍ଦ

ପାରାଦୀପ,୨୨।୫(ଶରତ ରାଉତ):ଏସିଆ ମହାଦେଶର ସର୍ବବୃହତ୍‌ ସାର କାରଖାନା ପାରାଦୀପ ଇଫ୍‌କୋରେ ବୁଧବାରଠାରୁ ଉତ୍ପାଦନ ବନ୍ଦ ରହିଛି। କାରଣ ଉକ୍ତ କାରଖାନାରେ ଆବଶ୍ୟକ କଞ୍ଚାମାଲ ଅଭାବ ଦେଖାଦେଇଛି। ଏହାର…

ଅକାମୀ ହୋଇପଡିଛି ୨୬ ଲକ୍ଷର ପ୍ରୋଜେକ୍ଟ: ଚାଷୀ ହନ୍ତସନ୍ତ

କେସିଙ୍ଗା,୨୨।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା ଗ୍ରାମ ପଞ୍ଚାୟତ ଅଧିନସ୍ଥ ଭମରମାଲ ଗ୍ରାମ ନିକଟରେ ଜଳସେଚନ ପାଇଁ ଗତ ୨୦୨୦-୨୧ରେ ୨୬ ଲକ୍ଷ ୮୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri