ପ୍ରେମରେ ବିଫଳ ହୋଇ ପ୍ରେମିକାଙ୍କୁ ଏସିଡ୍‌ ମାଡ଼ କରିବାକୁ ଯାଇଥିଲେ, ଆଉ ତା’ପରେ…

ଭୁବନେଶ୍ୱର,୧୯।୫: ଭୁବନେଶ୍ୱର ଶହିଦନଗର ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍‌ନାକୁ ଆସିଛି। ଏକତରଫା ପ୍ରେମରେ ବିଫଳ ହେବା ପରେ ଜଣେ ଯୁବକ ଉନ୍ମତ୍ତ କାଣ୍ଡ ଭିଆଇଛନ୍ତି। ପ୍ରେମିକ ଜଣକ ଯୁବତୀଙ୍କୁ ଏସିଡ ଫିଙ୍ଗିବାକୁ ଉଦ୍ୟମ କରିଛନ୍ତି। ହେଲେ ସ୍ଥାନୀୟ ଲୋକେ ଯୁବକଙ୍କୁ କାବୁ କରି ପୋଲିସ ଜିମା ଦେଇଛନ୍ତି। ପୋଲିସ ଯୁବକଙ୍କୁ ଥାନାକୁ ନେଇ ଅଧିକ ପଚରାଉଚରା କରଛି। ଏହି ଘଟଣାର ରାଜଧୀନରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।

ଯୁବତୀ ଜଣକ ଗଣମାଧ୍ୟକୁ କହିଛନ୍ତି ଯେ, ଇନଷ୍ଟାଗ୍ରାମରେ ସମ୍ପୃକ୍ତ ଯୁବକଙ୍କ ସହ ଫ୍ରେଣ୍ଡଶିପ ବଢିଥିଲା। ପରେ ଯୁବକଙ୍କ ଜଣକ କହିଥିଲେ, ମୁଁ ତୋତେ ଡାକିବି ତୁ ଆସିବୁ। ଯଦି ନ ଆସିବୁ ତୋତେ ଟେକି ନେବି। ଏପରିକି ମୁହଁରେ ଏସିଡ୍‌ ପକାଇଦେବି ବୋଲି ଧମକ ଦେଇଥିବା ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷେ ସୋମବାର ଯୁବକ ଜଣକ ଏସିଡ ଧରି ଆସିଥିଲେ। ହେଲେ ଯୁବତୀ ଜଣକ ସ୍ଥାନୀୟ ଲୋକଙ୍କୁ ଡାକିବାରୁ ତାଙ୍କୁ କାବୁ କରି ନେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡ଼ି-ରାଇକିଆ ରାସ୍ତାରେ ଗାଡ଼ିମୋଟର ଚଳାଚଳ ବନ୍ଦ, ଲୋକେ ହଟହଟା

ଦାରିଙ୍ଗବାଡ଼ି,୧୮ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବାଡ଼ାବାଙ୍ଗା ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଏକ ନିର୍ମାଣାଧୀନ ପୋଲ ନିକଟ ଡାଇଭର୍ସନ ରାସ୍ତା କର୍ଦ୍ଦମାକ୍ତ ଯୋଗୁ ଗୋଟିଏ...

ହଠାତ୍‌ ଟ୍ରମ୍ପଙ୍କୁ ଫୋନ୍‌ କଲେ ମୋଦି: ଏମିତି କ’ଣ ହେଲା ଆମେରିକା ଯିବାକୁ ମନା କରିଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଫୋନ୍‌ରେ ଅପରେଶନ ସିନ୍ଦୂର ବିଷୟରେ କଥା ହୋଇଛନ୍ତି। ଦୁଇ ନେତା ପ୍ରାୟ ୩୫...

ଟ୍ରମ୍ପଙ୍କ ପାକିସ୍ତାନୀ ପ୍ରେମ: ଭାରତର ବଡ଼ ଶତ୍ରୁଙ୍କ ସହ କରିବେ ଲଞ୍ଚ୍‌

ୱାଶିଂଟନ,୧୮।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆଜି ଲଞ୍ଚରେ ପାକିସ୍ତାନ ସେନା ମୁଖ୍ୟ ଜେନେରାଲ ଅସୀମ ମୁନୀରଙ୍କୁ ଭେଟିବେ। ବୁଧବାର ହ୍ବାଇଟ ହାଉସ ଦ୍ୱାରା ଜାରି...

ସ୍ବାମୀଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ, ଆତ୍ମହତ୍ୟା ରୂପ ଦେବାକୁ ଉଦ୍ୟମ ବେଳେ…

ଧରାକୋଟ,୧୮ା୬(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ଥାନା ଅନ୍ତର୍ଗତ ମୁଣ୍ଡମରାଇ ଗାଁରୁ ଆସିଛି ପୁଣି ପାରିବାରିକ କଳହର କରୁଣ ପରିଣତି। ସ୍ବାମୀଙ୍କୁ ହତ୍ୟା କରି...

ମୋଦିଙ୍କ ସହ ଫଟୋ ଶେୟାର କରି ହୃଦୟର କଥା କହିଦେଲେ ମେଲୋନି: ପ୍ରଧାନମନ୍ତ୍ରୀ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୧୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି G7 ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବା ପାଇଁ କାନାଡାର କାନାନାସ୍କିସ ପହଞ୍ଚିଛନ୍ତି। ଏହି ସମ୍ମିଳନୀରେ ସେ ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ...

କଳିଙ୍ଗା ଘାଟିରେ ଧସିଲା ମାଟି ଅତଡ଼ା, ପାହାଡ଼ ତଳକୁ ଖସିଲା ୨ ଜେସିବି

ଭଞ୍ଜନଗର,୧୮ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଳିଙ୍ଗା ଘାଟିରେ ମାଡ଼ି ଅତଡ଼ା ଧସିଛି। ପ୍ରବଳ ବର୍ଷା ଯୋଗୁ ମାଟି ଅତଡ଼ା ଧସି ପଡ଼ିଥିବା ଜଣାପଡ଼ିଛି। ତେବେ ଘାଟି...

ପୁଣି ଏୟାର ଇଣ୍ଡିଆରେ ଯାନ୍ତ୍ରିକ ତ୍ରୁଟି, ଫସି ରହିଲେ ଜୁଏଲ ଓରାମ

ଭୁବନେଶ୍ୱର/ନୂଆଦିଲ୍ଲୀ,୧୮ା୬: ପୁଣି ଏୟାର ଇଣ୍ଡିଆରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଦିଲ୍ଲୀ ଇନ୍ଦିରାଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ୪ ଘଣ୍ଟା ଧରି ଫସି ରହିଥିଲେ ଯାତ୍ରୀ। ଏହି ବିମାନରେ...

କୋଉଠି ଲୁଚିଛ, ସରେଣ୍ଡର କର: ‘ସୁପ୍ରିମ ଲିଡର୍‌’ଙ୍କୁ ଅଲ୍ଟିମେଟମ୍‌ ଦେଲେ ଟ୍ରମ୍ପ

ଜେରୁଜେଲମ,୧୮।୬:ଇସ୍ରାଏଲ-ଇରାନ ଯୁଦ୍ଧ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ସୁପ୍ରିମ ଲିଡର୍‌ ଖାମେନେଇଙ୍କୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ଖାମେନେଇଙ୍କ ନାମ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri