ଏହି କଥାରେ ଡରିଯାଇ ୫ ଦିନ କାନ୍ଦିଥିଲେ ହ୍ରିତିକ୍‌ ରୋଶନ

ବଲିଉଡ୍‌ ନିର୍ଦ୍ଦେଶକ ରାକେଶ ରୋଶନଙ୍କ ଫିଲ୍ମ ‘କହୋ ନା ପ୍ୟାର୍‌ ହୈ’ ରିଲିଜ୍‌ ହେବା ଇତିମଧ୍ୟରେ ୨୧ ବର୍ଷ ହୋଇଯାଇଛି। ୨୦୦୦ରେ ରିଲିଜ୍‌ ହୋଇଥିବା ଏହି ଫିଲ୍ମରେ ରାକେଶ ନିଜ ପୁଅ ହ୍ରିତିକ୍‌ ରୋଶନଙ୍କୁ ବଲିଉଡ୍‌ରେ ଲଞ୍ଚ୍‌ କରିବାକୁ ତିଆରି କରିଥିଲେ। ଏହା ରାତାରାତି ହ୍ରିତିକ୍‌ଙ୍କୁ ସୁପରଷ୍ଟାର କରିଦେଇଥିଲା। ଏହା ବ୍ଲକବାଷ୍ଟର ଫିଲ୍ମ ସାବ୍ୟସ୍ତ ହେବା ପରେ ସବୁ ଦିଗରୁ ହ୍ରତିକ୍‌ଙ୍କୁ ପ୍ରଶଂସା ସାଙ୍ଗକୁ ଆଟେନ୍‌ଶନ୍‌ ବଢ଼ିଥିଲା। ଏହି ଆଟେନଶନ୍‌ ଯୋଗୁ ହ୍ରିତିକ୍‌ ବହୁତ ବ୍ୟସ୍ତ ହୋଇପଡ଼ିଥିଲେ। ସେ ଏତେମାତ୍ରାରେ ଡରିଯାଇଥିଲେ ଯେ, ୫ ଦିନ ପର୍ଯ୍ୟନ୍ତ ଏକାକି ନିଜ ରୁମ୍‌ରେ ବସି କେବଳ କାନ୍ଦିଥିଲେ। ଖାଲି ସେତିକି ନୁହେଁ ଆଗକୁ ସେ ଆଉ କାମ କରିପାରିବେ ନାହିଁ ବୋଲି ମଧ୍ୟ ବାପାଙ୍କୁ କହିଥିଲେ। ନିକଟରେ ଏକ ସାକ୍ଷାତକାରରେ ରାକେଶ ଏହି କଥା କହିଥିଲେ।

ଶାହାରୁଖ୍‌ ଖାନ୍‌ଙ୍କ ଅଭିନୀତ ‘ମହବତେଁ’ ଏବଂ ସଲମାନ୍‌ ଖାନ୍‌ଙ୍କ ‘ହର୍‌ ଦିଲ୍‌ ଯୋ ପ୍ୟାର୍‌ କରେଗା’କୁ ପଛରେ ପକାଇ ‘କହୋନା ପ୍ୟାର୍‌ ହୈ’ ଉକ୍ତ ବର୍ଷ ସବୁଠାରୁ ଅଧିକ ଆୟ କରିଥିବା ଫିଲ୍ମ ସାବ୍ୟସ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ମଣ୍ଡିରୁ ଆସିଲା ଚିନ୍ତାଜନକ ଚିତ୍ର: ବିକ୍ରି ଧାନରୁ ବାହାରିଲାଣି ଗଜା, ଚାଷୀଙ୍କୁ ମିଳିନି ପ୍ରାପ୍ୟ; କଟନୀ-ଛଟନୀ…

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତମାସ ୩୦ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। କିନ୍ତୁ ବିଭାଗୀୟ ଅବ୍ୟବସ୍ଥା ଯୋଗୁ ଏପର୍ଯ୍ୟନ୍ତ ଧାନ କିଣାବିକାରେ ଚାଷୀଙ୍କ ଦୁଃଖ…

ସିଂହ ରାଶିରେ ଶୁକ୍ରଙ୍କ ଗୋଚର: ଜୁଲାଇ ୪ରୁ ଚମକିବ ଏହି ୪ ରାଶିର ଭାଗ୍ୟ, ଧନଲାଭ ସହ ମିଳିବ ସୁଖ-ସମୃଦ୍ଧି

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଗ୍ରହଙ୍କୁ ସୁଖ, ସମୃଦ୍ଧି, ପ୍ରେମ, ସୌନ୍ଦର୍ଯ୍ୟ ଓ ଭୌତିକ ସୁଖ-ସୁବିଧାର କାରକ ବୋଲି କୁହାଯାଏ। ଯେତେବେଳେ ବି ଶୁକ୍ର ନିଜର ରାଶି ପରିବର୍ତ୍ତନ…

ଗଜପତି ଜିଲା ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ନୂଆ ଟିମ ଘୋଷିତ

ମୋହନା,୨।୭,( ମନ୍ମଥ ମିଶ୍ର ): ଭାରତୀୟ ଜନତା ପାର୍ଟିର ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କ ସୁପାରିଶ ଓ ଗଜପତି ଜିଲା ସଭାପତି ନବ କିଶୋର…

ଜୁଆ ଖେଳୁଥିବା ସମୟରେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ

ରିଷିଡା, ୨।୭,(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲ ପଞ୍ଚାୟତ ସ୍ଥିତ ବାଲାଜୀ ରାଇସ ମିଲ ଭିତରେ ଗୁରୁବାର କୌଣସି ସୂତ୍ରରୁ ଖବର ପାଇ…

ଘରେ ପାଠ ପଢିବାକୁ କହିବାରୁ ରାଜି ନ ହୋଇ ଚରମ ପଦକ୍ଷେପ ନେଲେ ନାବାଳିକା

ଦାରିଙ୍ଗବାଡି, ୨।୭, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଘଟିଯାଇଛି ବଡ଼ ଅଘଟଣ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ରୀ ପାଠ ପଢିବାକୁ…

ଜାତୀୟ ରାଜପଥର ଫୁଟ୍‌ପାଥରୁ ଲୁହା ରେଲିଂ କାଟି ନେଇଗଲେ ଦୁର୍ବୃତ୍ତ, ଠିକାସଂସ୍ଥାର ପ୍ରକଳ୍ପ ଅଧିକାରୀ କହିଲେ…

ଦାରିଙ୍ଗବାଡ଼ି,୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ରାସ୍ତାର ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରାଜପଥର ଫୁଟ୍‌ପାଥରେ ଲାଗିଥିବା ଲୁହା ରେଲିଂଗୁଡିକୁ…

ଜାପାନ ପ୍ରଧାନମନ୍ତ୍ରୀ ସାନାଏ ତାକାଇଚିଙ୍କୁ ‘ସାନ ଭଉଣୀ’ ବୋଲି କାହିଁକି କହିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ ସମ୍ପୂର୍ଣ୍ଣ କାହାଣୀ

ନୂଆଦିଲ୍ଲୀ,୨।୭: ଭାରତ ଏବଂ ଜାପାନ ମଧ୍ୟରେ ସମ୍ପର୍କକୁ ଗୁରୁବାର ଏକ ଗଭୀର ବ୍ୟକ୍ତିଗତ ଏବଂ ଭାବପ୍ରବଣ ମୁହୂର୍ତ୍ତ ଭାବରେ ଚିହ୍ନିତ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଥର…

ଅଙ୍ଗନଓ୍ବାଡ଼ି ପାଚିକାଙ୍କୁ ରୋଷେଇ କରିବାକୁ ବିରୋଧ, ଅଭିଯୋଗ ଆଣି କହିଲେ ମୋ’ ହାତରୁ…

ଝାରବନ୍ଧ,୨ା୭(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନର୍ଗତ ଦଓ୍ବୋନପାଲି ଗ୍ରାମରେ ଜାତିବାଦକୁ ନେଇ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅଭିଯୋଗ ଅନୁଯାୟୀ, ଦଓ୍ବୋନପାଲି ଗ୍ରାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri