୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ ପକାଇ ଆଗକୁ ବଢ଼ିବାକୁ ଚେଷ୍ଟା କରୁଛନ୍ତି। ଚାଇନା ନାଗରିକଙ୍କ ପାଇଁ ପର୍ଯ୍ୟଟନ ଭିସା ପୁନଃଆରମ୍ଭ ହେବା ପରେ, ଭାରତରେ ଚାଇନା ଦୂତାବାସ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛି। ଭାରତରେ ଚାଇନା ଦୂତାବାସ ଜୁ ଫେଇହୋଙ୍ଗ ସୋମବାର ଘୋଷଣା କରିଛନ୍ତି ଯେ ଭାରତରେ ଚାଇନା ଦୂତାବାସ ଏହି ମାସରେ ଏକ ଅନଲାଇନ ଭିସା ବ୍ୟବସ୍ଥା ଆରମ୍ଭ କରୁଛି।

ଏହି ଅନଲାଇନ ଭିସା ଆବେଦନ ବ୍ୟବସ୍ଥା ନୂତନ ବର୍ଷ ପୂର୍ବରୁ ଡିସେମ୍ବର ୨୨ ତାରିଖରେ ଆନୁଷ୍ଠାନିକ ଭାବରେ ଆରମ୍ଭ ହେବ। ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ପୋଷ୍ଟ କରି ରାଷ୍ଟ୍ରଦୂତ କହିଛନ୍ତି ଯେ ଆବେଦନକାରୀମାନଙ୍କୁ ଏକ ଅନଲାଇନ ଫର୍ମ ପୂରଣ କରିବାକୁ ପଡିବ ଏବଂ ଆବଶ୍ୟକୀୟ ଡକ୍ୟୁମେଣ୍ଟ ଅପଲୋଡ କରିବାକୁ ପଡିବ।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଇସ୍ରାଏଲ ଚାପରେ ଇରାନ ସହ ଯୁଦ୍ଧ ଆରମ୍ଭ କରିଛି ଆମେରିକା: ଇସ୍ତଫା ଦେଲେ ଟ୍ରମ୍ପଙ୍କ…

ୱାଶିଂଟନ,୧୭।୩: ଆମେରିକା ପ୍ରଶାସନରେ ଏକ ବଡ଼ ଧରଣର ବିଭ୍ରାଟ ଦେଖାଦେଇଛି। ଇରାନ ସହ ଚାଲିଥିବା ଯୁଦ୍ଧକୁ ବିରୋଧ କରି ଡୋନାଲ୍ଡ ଟ୍ରମ୍ପଙ୍କ ନ୍ୟାସନାଲ କାଉଣ୍ଟର ଟେରରିଜମ ସେଣ୍ଟର…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri