Posted inଜାତୀୟ

‘ଗୋ କରୋନା ଗୋ’ ପରେ ଏବେ ‘ନୋ କରୋନା ନୋ’

ନୂଆଦିଲ୍ଲୀ,୨୭।୧୨: ଭାରତ ସମେତ ସମଗ୍ର ବିଶ୍ୱରେ ଯେତେବେଳେ କରୋନା ଭୂତାଣୁ ବ୍ୟାପିଥିଲା, ସେତେବେଳେ କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠୱାଲେ ‘ଗୋ କରୋନା ଗୋ’ ସ୍ଲୋଗାନ ଦେଇ ଚର୍ଚ୍ଚାରେ ରହିଥିଲେ। ଏହି ସ୍ଲୋଗାନ ସୋସିଆଲ ମିଡିଆରେ ମଧ୍ୟ ଭାଇରାଲ ହୋଇଥିଲା। ଏବେ କରୋନା ର ନୂଆ ରୂପ ଦେଖାଯିବା ପରେ ଅଠୱାଲେ ପୁଣି ଏକ ନୂଆ ସ୍ଲୋଗାନ ଦେଇଛନ୍ତି ‘ନୋ କରୋନା ନୋ’। ସେ ଏକ ବିବୃତ୍ତି ଦେଇ କହିଛନ୍ତି ଯେ ମୁଁ ଫେବୃଆରୀ ୨୦ ରେ ‘ଗୋ କରୋନା ଗୋ’ର ସ୍ଲୋଗାନ ଦେଇଥିଲି ଏବଂ ଏବେ କରୋନା ଭାତାଣୁ ହ୍ରାସ ପାଉଛି। ସେହିଭଳି, କରୋନାର ଏକ ନୂତନ ରୂପ ବାହାରିଛି, ତେଣୁ ମୋର ନୂତନ ସ୍ଲୋଗାନ ହେଉଛି ‘ନୋ କରୋନା କରୋନା ନୋ’ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଦ୍ରିନାଥରୁ ଫେରୁଥିବା ତୀର୍ଥଯାତ୍ରୀଙ୍କ ବସ୍‌ ଉପରେ ଖସିଲା ପଥର ଖଣ୍ଡ

ଚାମୋଲି,୬।୮: ଉତ୍ତରାଖଣ୍ଡ ଚାମୋଲି ଜିଲାର ଲାମ୍ବାଗଡ଼ରେ ମଙ୍ଗଳବାର ସକାଳେ ଭୂସ୍ଖଳନ ହୋଇଛି। ଫଳରେ ପାହାଡ଼ରୁ ବଡ଼ ବଡ଼ ପଥର ଖଣ୍ଡମାନ ଖସି ରାସ୍ତାରେ ପଡ଼ିଥିଲା। ସେହି...

ଭାଜପା ଦଖଲରେ ଗୁଜରାଟର ୬ ପୌର ନିଗମ

ଅହମଦାବାଦ, ୨୪।୨ : ଗୁଜରାଟ ପୌର ନିର୍ବାଚନ ଭୋଟଗଣତି ମଙ୍ଗଳବାର ଜାରି ରହିଥିବାବେଳେ ଭାଜପା ୬ଟି ଯାକ ମହାନଗର ନିଗମ ଦଖଲ କରିଛି। ରାତି ୧୧ଟା...

ଉତ୍କଟ ହେବ ଖାଦ୍ୟ ସଙ୍କଟ

ନୂଆଦିଲ୍ଲୀ/ନ୍ୟୁୟର୍କ,୨୦ା୫:ଗତବର୍ଷ ଅଗଷ୍ଟରେ ଆତଙ୍କବାଦୀ ସଙ୍ଗଠନ ତାଲିବାନ୍‌ କାବୁଲ ଦଖଲ କରିବା ପରଠାରୁ ଆଫଗାନିସ୍ତାନରେ ଖାଦ୍ୟ ସଙ୍କଟ ବଢ଼ିବାରେ ଲାଗିଛି। ପଡ଼ୋଶୀ ଶ୍ରୀଲଙ୍କାରେ ଖାଦ୍ୟ ସଙ୍କଟ ଗୃହଯୁଦ୍ଧର...

ବନ୍ଧୁତ୍ୱ ଦିବସରେ ମୋଦିଙ୍କ ପାଇଁ ଏମିତି ପୋଷ୍ଟ କଲେ ରାହୁଲ

ନୂଆଦିଲ୍ଲୀ,୧।୮: ବନ୍ଧୁତ୍ୱ ଦିବସ ଅବସରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ଅପ୍‌ଲୋଡ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଭିଡିଓରେ...

ରାମମନ୍ଦିର ଗର୍ଭଗୃହ ସୁନାରେ ହେବ ନିର୍ମାଣ

ନୂଆଦିଲ୍ଲୀ,୧୦।୨: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ କାର୍ଯ୍ୟ ନେଇ ଏବେ ଚର୍ଚ୍ଚା ଜାରି ରହିଛି। ମନ୍ଦିରର ଗର୍ଭଗୃହକୁ ସୁନାରେ ତିଆରି କରାଯିବ ବୋଲି କୁହାଯାଉଛି। ଏଥି ପାଇଁ...

ପୁଣି ବଢ଼ିଲା ମୃତକଙ୍କ ସଂଖ୍ୟା, କମିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୫।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ...

ଜୀବନ ବଞ୍ଚାଇବ ଷ୍ଟେରଏଡ୍‌

ନୂଆଦିଲ୍ଲୀ,୪ା୯:ସାରା ବିଶ୍ୱରେ କରୋନା ମହାମାରୀ ବଢ଼ିଚାଲିଥିଲାବେଳେ ଷ୍ଟେରଏଡ୍‌ ଚିକିତ୍ସା ଆଶାର ସଞ୍ଚାର କରିଛି। ଗୁରୁତର ଅସୁସ୍ଥ କରୋନା ରୋଗୀଙ୍କ ଜୀବନ ବଞ୍ଚାଇବାରେ ଷ୍ଟେରଏଡ୍‌ ସହାୟକ ହୋଇପାରିବ।...

ପୁଲ୍‌ଓ୍ବାମା ଆକ୍ରମଣ: ଜଣେ ଗିରଫ

ପୁଲ୍‌ଓ୍ବାମା,୨୯ା୨(ପି.ଟି.):ପୁଲ୍‌ଓ୍ବାମା ଆତଙ୍କବାଦୀ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ)କୁ ଶୁକ୍ରବାର ପ୍ରଥମ ବଡ଼ ସଫଳତା ମିଳିଛି। ଗତବର୍ଷ ଫେବୃୟାରୀ ୧୪ରେ ହୋଇଥିବା ଏହି ଆତ୍ମଘାତୀ...

Advertisement
Archives

Model This Week