ଜିଏସଟି ସଂସ୍କାର ପରେ କ୍ଷୀର ମୂଲ୍ୟ କମିଲା; ଉପଭୋକ୍ତାଙ୍କୁ ମିଳିବ ଲାଭ

ନୂଆଦିଲ୍ଲୀ,୧୬।୯: ଜିଏସଟି ୨.୦ ସଂସ୍କାର ପରେ ମଦର ଡେରୀ ତା’ର ଦୁଗ୍ଧ ଓ ଖାଦ୍ୟ ଉତ୍ପାଦର ମୂଲ୍ୟ ହ୍ରାସ କରିଛି। ଏହି ନୂଆ ମୂଲ୍ୟ ୨୨ ସେପ୍ଟେମ୍ବରରୁ ଲାଗୁ ହେବ। ସରକାରଙ୍କ ଜିଏସଟି ହ୍ରାସ ଓ ଅତ୍ୟାବଶ୍ୟକ ଜିନିଷ ଉପରୁ ଟିକସ ଉଠାଇବା ନିଷ୍ପତ୍ତି ପରେ ମଦର ଡେରୀର ସମସ୍ତ ଉତ୍ପାଦ ଏବେ ଶୂନ୍ୟ କିମ୍ବା ୫% ଟିକସ ବର୍ଗରେ ଅଛି।

ପନୀର, ମାଖନ, ଚିଜ, ଘିଅ, ମିଲ୍କସେକ ଓ ଆଇସକ୍ରିମର ମୂଲ୍ୟ ହ୍ରାସ ପାଇଛି। ଉଦାହରଣ ସ୍ୱରୂପ, ୫୦୦ ଗ୍ରାମ ମାଖନର ମୂଲ୍ୟ ୩୦୫ ଟଙ୍କାରୁ ୨୮୫ ଟଙ୍କାକୁ ଓ ବଟରସ୍କଚ କୋନ ଆଇସକ୍ରିମ ୩୫ ଟଙ୍କାରୁ ୩୦ ଟଙ୍କାକୁ ହ୍ରାସ ପାଇଛି। ତେବେ, ନିୟମିତ ପାଉଚ କ୍ଷୀର ମୂଲ୍ୟ ଅପରିବର୍ତ୍ତିତ ରହିବ, କାରଣ ଏହା ପୂର୍ବରୁ ଜିଏସଟି ମୁକ୍ତ।

କେବଳ ୟୁଏଚଟି କ୍ଷୀର ମୂଲ୍ୟ ହ୍ରାସ ପାଇଛି; ଏକ ଲିଟର ଟୋନ୍‌ଡ ଟେଟ୍ରା ପ୍ୟାକ କିର ୭୭ ଟଙ୍କାରୁ ୭୫ ଟଙ୍କାକୁ ହ୍ରାସ ପାଇଛି। ମଦର ଡେୟାରୀର ମ୍ୟାନେଜିଂ ଡାଇରେକ୍ଟର ମନୀଷ ବାନ୍ଦଲିଶ କହିଛନ୍ତି, “ଆମେ ଟିକସ ଲାଭର ୧୦୦% ଗ୍ରାହକଙ୍କୁ ହସ୍ତାନ୍ତର କରୁଛୁ।” ଅନ୍ୟ ଏଫଏମସିଜି କମ୍ପାନୀମାନେ ମଦର ଡେୟାରୀର ପଦାଙ୍କ ଅନୁସରଣ କରିବେ କି ନାହିଁ, ତାହା ଦେଖିବାକୁ ବାକି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ…

ଇରାନ ଉପରୁ କଟକଣା ହଟାଇଲେ ଟ୍ରମ୍ପ୍‌, ତେହରାନ କହିଲା ଆମ ପାଖରେ…

ଓ୍ବାଶିଂଟନ/ତେହରାନ୍‌,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ହୁ ହୁ ହୋଇ ବଢ଼ିଚାଲିଥିବାବେଳେ ଏହାକୁ ପ୍ରଶମିତ କରିବା ପାଇଁ ଆମେରିକା ସମୁଦ୍ରରେ ଅଟକି…

ଜାହାଜ ଚଳାଚଳ ପକ୍ଷରୁ ବଡ଼ ସୂଚନା: ଆଉ ୨ ଭାରତୀୟ ଏଲ୍‌ପିଜି ବୋଝେଇ ଟ୍ୟାଙ୍କର ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ ଅତିକ୍ରମ କରିବ

ନୂଆଦିଲ୍ଲୀ,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ବିଶ୍ୱର ପ୍ରମୁଖ ତୈଳ ପରିବହନ ପଥ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ଇରାନ ଅବରୋଧ କରିଥିବା ବେଳେ ଭାରତରେ ତରଳୀକୃତ ପେଟ୍ରୋଲିୟମ ଗ୍ୟାସ୍‌(ଏଲ୍‌ପିଜି)…

ବିଜେଡିର ୬ ବିଧାୟକ ଦଳରୁ ନିଲମ୍ବିତ

ଭୁବନେଶ୍ୱର,୨୧ା୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ଆକ୍ସନ ନେଇଛନ୍ତି। ଦଳରୁ ୬ ବିଧାୟକଙ୍କୁ ନବୀନ ନିଲମ୍ବନ କରିଛନ୍ତି।…

ଗ୍ୟାସ୍‌କୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆସନ୍ତା ୨୩ରୁ…

ନୂଆଦିଲ୍ଲୀ,୨୧ା୩: କେନ୍ଦ୍ର ସରକାର ଏଲ୍‌ପିଜିକୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶନିବାର ସରକାର କହିଛନ୍ତି, ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳ (UT)କୁ ବାଣିଜ୍ୟିକ ଏଲ୍‌ପିଜିର ଆଉ…

ବାସନ ମାଜିଲେନି ସ୍ବାମୀ, ସ୍ତ୍ରୀ ଡାକିଲେ ପୋଲିସ: ଆଉ ତା’ପରେ ଘଟିଲା…

ଲକ୍ଷ୍ନୌ,୨୧।୩: ଉତ୍ତର ପ୍ରଦେଶର ଏକ ବସ୍ତିରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ସାରେ ରାତ୍ରୀଭୋଜନ ପ୍ରସ୍ତୁତ କରିବାକୁ ତାଙ୍କ ରୋଷେଇ ଘରେ…

ଭାରତ ପାଖରେ ବଡ଼ ଆଟାକ୍‌ କଲା ଇରାନ, ବିଶ୍ୱରେ ଚହଳ! ଆଗକୁ ବଡ଼ଯୁଦ୍ଧ…

ନୂଆଦିଲ୍ଲୀ,୨୧।୩: ଏସିଆର ଉପସାଗରୀୟ ଅଞ୍ଚଳରେ ସଂଘର୍ଷ ଅହରହ ଜାରି ରହିଛି, ଉଭୟ ପାର୍ଶ୍ୱରୁ ଆକ୍ରମଣ କରାଯାଉଛି। ଇରାନ ମଧ୍ୟ ଏହାର ଆକ୍ରମଣ ସହିତ ତା’ର ଶତ୍ରୁମାନଙ୍କୁ ସତର୍କତାର…

ସୁନା ୧୨,୫୦୦ ଟଙ୍କା, ରୂପା ହେଲା ୩୦ହଜାର ଟଙ୍କା ଶସ୍ତା, ଏକ୍ସପର୍ଟ କହିଲେ ଏହି ରେଟ ଯାଏ ଖସିବ…

ସୁନା ଓ ରୁପା ଦରରେ କ୍ରମାଗତ ଭାବେ ହ୍ରାସ ପରିଲକ୍ଷିତ ହେଉଛି । ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭିତରେ ତୈଳ ଦର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri