ଛିଡ଼ିଲା ଦୁଃଖର ପାହାଡ଼: ସ୍ବାମୀଙ୍କ ପରେ ପରେ ୨ ଝିଅ ବୁଜିଲେ ଆଖି

ରେଢ଼ାଖୋଲ, ୮।୬(ଡି.ଏନ.ଏ): ରେଢ଼ାଖୋଲ ଉପଖଣ୍ଡ କିସିଣ୍ଡା ଥାନା ଅଧୀନ ହିରାଲୋଇ ଗ୍ରାମରେ ବିଷଧର ସାପ କାମୁଡାରେ ୨ ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତ ୨ ଭଉଣୀ ହେଲେ ଲଳିତା ସୋରେନ (୧୨) ଓ ସସ୍ମିତା ସୋରେନ଼ (୯)।
ପ୍ରକାଶ ଯେ, ସୋମବାର ରାତିରେ ଘରେ ଶୋଇଥିବା ବେଳେ ଏକ ସାପ ଉଭୟଙ୍କୁ କାମୁଡି ଥିଲା। ତେବେ ଡାକ୍ତରଖାନା ନ ନେଇ ଝଡାଫୁଙ୍କା ପାଇଁ ପରିବାର ଲୋକେ ଗୁଣିଆ ପାଖକୁ ନେଇଥିଲେ। ଅବସ୍ଥା ଗୁରୁତର ହେବାରୁ ରେଢାଖୋଲ ଡାକ୍ତରଖାନାକୁ ନିଆଯାଇଥିଲା। ଚିକିତ୍ସାଧିନ ଅବସ୍ଥାରେ ମଙ୍ଗଳବାର ୨ ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କ ବାପା କିଛି ବର୍ଷ ପୁର୍ବେ ମୃତ୍ୟୁ ବରଣ କରିଥିବା ବେଳେ ଏହି ୨ ଝିଅଙ୍କ ମୁହଁକୁ ଚାହିଁ ମା’ ବଞ୍ଚୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…

ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି।…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

ରେଳମନ୍ତ୍ରୀଙ୍କୁ ଭେଟିଲେ MP ପ୍ରଦୀପ ପୁରୋହିତ: ବରଗଡ଼-ଝାରସୁଗୁଡ଼ା ପାଇଁ ୪ ନୂତନ ଟ୍ରେନ୍ ଚଳାଚଳ ପାଇଁ ଦେଲେ ପ୍ରସ୍ତାବ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri