ଇମ୍ରାନଙ୍କୁ ଗିରଫ ପରେ ପାକିସ୍ତାନରେ ସାଧାରଣ ନିର୍ବାଚନ ସ୍ଥଗିତ…

ଇସଲାମାବାଦ,୫।୮ : ପାକିସ୍ତାନରେ ତୋଶଖାନା ମାମଲାରେ ଦଣ୍ଡିତ ହେବା ପରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଗିରଫ କରାଯାଇଛି। ପାକିସ୍ତାନର ଲାହୋରରେ ଅବସ୍ଥିତ ତାଙ୍କ ଘର ଜମାନ ପାର୍କରୁ ଇମ୍ରାନଙ୍କୁ ଗିରଫ କରାଯାଇଥିଲା। ତେବେ ଇମ୍ରାନ ଖାନଙ୍କ ଗିରଫଦାରୀ ମଧ୍ୟରେ ପାକିସ୍ତାନରେ ସାଧାରଣ ନିର୍ବାଚନକୁ ସ୍ଥଗିତ ରଖାଯାଇଛି।

ନୂତନ ଜନଗଣନା ଅନୁଯାୟୀ ପାକିସ୍ତାନରେ ନିର୍ବାଚନ ଅନୁଷ୍ଠିତ ହେବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି। ସେ କହିଛନ୍ତି ଚଳିତ ବର୍ଷ ପାକିସ୍ତାନରେ ହେବାକୁ ଥିବା ନିର୍ବାଚନ ବର୍ତ୍ତମାନ ଏକ ନୂତନ କାର୍ଯ୍ୟକ୍ରମ ଅଧୀନରେ ହେବ ଯାହା ଖୁବ ଶୀଘ୍ର ଘୋଷଣା କରାଯିବ।

ଆଇନ ମନ୍ତ୍ରୀ ଆଜମ ନାଜିର ତରାର ଏକ ପାକିସ୍ତାନୀ ନ୍ୟୁଜ ଚ୍ୟାନେଲକୁ କହିଛନ୍ତି ଦେଶରେ ହେବାକୁ ଥିବା ସାଧାରଣ ନିର୍ବାଚନରେ ସମୟ ଲାଗିପାରେ। ଜନଗଣନା ଏବଂ ନୂତନ ପ୍ରକ୍ରିୟା ଶେଷ କରିବାକୁ ଚାରି ମାସ ସମୟ ଲାଗିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଲିଘାଟରୁ ଶ୍ରମିକଙ୍କ ମୃତଦେହ ମିଳିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କରିବାରେ ପୋଲିସ ବିଫଳ, ବଢୁଛି ଉତ୍ତେଜନା

ଦେବଗଡ଼,୨୫ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ପୋଲିସ ୨୧ ତାରିଖ ରାତିରେ ଶ୍ରମିକ ଈନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ…

କ୍ୟାମେରାରେ କଏଦ ହେଲା ମହାପ୍ରଳୟ! ଭେନେଜୁଏଲାରେ ଭୂକମ୍ପର ତାଣ୍ଡବ, ସାମ୍ନାକୁ ଆସିଲା ଛାତିଥରା ଭିଡିଓ

ଭେନେଜୁଏଲା,୨୫।୬: ଲାଟିନ ଆମେରିକୀୟ ଦେଶ ଭେନେଜୁଏଲାରେ ଗୁରୁବାର ସକାଳୁ ପାଖାପାଖି ଦୁଇଟି ଶକ୍ତିଶାଳୀ ଭୂକମ୍ପ ଝଟ୍‌କା ଆସିବା ଯୋଗୁ ବ୍ୟାପକ ଧ୍ୱଂସଲୀଳା ଘଟିଛି। ଅଧିକାରୀ ଏବଂ ପର୍ଯ୍ୟବେକ୍ଷଣ…

ବଡ଼ ଭୂକମ୍ପରେ ଶ୍ମଶାନ ପାଲଟିଲା ଭେନେଜୁଏଲା! ମୃତ୍ୟୁସଂଖ୍ୟା ୧୦ ହଜାର ଟପିବା ଆଶଙ୍କା

ଭେନେଜୁଏଲା,୨୫।୬: ଭେନେଜୁଏଲାରେ ମାତ୍ର ଗୋଟିଏ ମିନିଟ୍‌ ଭିତରେ ଆସିଥିବା ଦୁଇଟି ଶକ୍ତିଶାଳୀ ଭୂକମ୍ପ ଝଟକା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଶତାଧିକ ଅଟ୍ଟାଳିକା ଭୁଶୁଡ଼ି ପଡ଼ିଥିବା ବେଳେ…

ମହାକାଳପଡ଼ାର ଏହି ସ୍ଥାନରେ ହେବ ଜାହାଜ କାରଖାନା, ଆରମ୍ଭ ହେଲା ସର୍ଭେ

ମହାକାଳପଡ଼ା, ୨୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତୀଘର ପଞ୍ଚାୟତ ବଡ଼ଟୁବି, ସାନଟୁବି ଓ ନିପାଣିଆ ଗ୍ରାମରେ ଜାହାଜ କାରଖାନା ପ୍ରତିଷ୍ଠା ପାଇଁ…

ଟ୍ରମ୍ପ୍‌ଙ୍କୁ ଝଟକା: ସିନେଟ୍‌ରେ ଯୁଦ୍ଧ ବିରୋଧୀ ପ୍ରସ୍ତାବ ଗୃହୀତ

ୱାଶିଂଟନ, ୨୫ା୬: ଇରାନ୍‌ ବିରୋଧରେ ଆମେରିକାର ସାମରିକ କାର୍ଯ୍ୟାନୁଷ୍ଠାନକୁ ରୋକିବା ଏବଂ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏହି ଯୁଦ୍ଧନୀତିକୁ ବଡ଼ ବିରୋଧ କରାଯାଇ ସିନେଟ ପ୍ରଥମ ଥର…

୭୨ ଘଣ୍ଟା ସମୟ ଦେଲେ ସରପଞ୍ଚ ଚାମେଲୀ ଓଝା , କାର୍ଯ୍ୟାନୁଷ୍ଠାନ ନ ହେଲେ ଆପଣାଇବେ ଏହି ପନ୍ଥା…

କେନ୍ଦ୍ରାପଡ଼ା,୨୫ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ସରପଞ୍ଚ ଚାମେଲୀ ଓଝା   ଜଜାଙ୍ଗସ୍ଥିତ ଏସ୍‌ପି ଅଫିସ ସମ୍ମୁଖରେ ନ୍ୟାୟ ଦାବି କରି ବୁଧବାର ଧାରଣାରେ ବସିଥିଲେ।…

ଡେନ୍‌ମାର୍କରେ ମିଳିଲା ‘ଭାଇକିଂ’ ଯୁଗର ବିଶାଳ ବସ୍ତ୍ର ଉତ୍ପାଦନ କେନ୍ଦ୍ର

ସୋଫ୍ଟେନ (ଡେନମାର୍କ), ୨୫ା୬ (ଏପି): ୟୁରୋପର ପ୍ରାଚୀନ ଇତିହାସକୁ ନେଇ ବଡ଼ ପ୍ରତ୍ନତାତ୍ତ୍ୱିକ ସଫଳତା ମିଳିଛି। ଡେନ୍‌ମାର୍କରେ ପ୍ରତ୍ନତତ୍ତ୍ୱବିତ୍‌ମାନେ ଭାଇକିଂ ଯୁଗର ଏକ ବିଶାଳ ବସ୍ତ୍ର ଉତ୍ପାଦନ…

ଭୂକମ୍ପରେ ଥରିଲା ଭେନେଜୁଏଲା: ମାତ୍ର ୪୫ ସେକେଣ୍ଡରେ ସବୁ ଛାର୍‌ଖାର୍‌, ଭୟରେ ଜୀବନ ବିକଳରେ ଦୌଡ଼ିଲେ ଲୋକେ

ଭେନେଜୁଏଲା,୨୫।୬: ଭେନେଜୁଏଲାରେ ବଡ଼ ଧରଣର ଭୂମିକମ୍ପ ଝଟକା। ମାତ୍ର ୪୫ ସେକେଣ୍ଡରେ ୨ ଥର ଭୂକମ୍ପ ଅନୁଭୂତ । ଆମେରିକୀୟ ଭୂତତ୍ତ୍ୱ ସର୍ଭେ ଅନୁଯାୟୀ, ୭.୧ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri