ଭାରତର ଚମତ୍କାର ବିଜୟ ପରେ ଆସିଲା IIT ବାବାଙ୍କ ପ୍ରତିକ୍ରିୟା: ଏମିତି କହିଲେ ସମସ୍ତେ ଶୁଣି ମୁଣ୍ଡରେ ଦେବେ ହାତ

ନୂଆଦିଲ୍ଳୀ,୨୪।୨: ଚାମ୍ପିଅନ୍ସ ଟ୍ରଫିରେ ଭାରତ ପାକିସ୍ତାନକୁ ୬ ଉଇକେଟରେ ପରାସ୍ତ କରିଛି। ସମଗ୍ର ମ୍ୟାଚ୍‌ରେ ଏପରି ଗୋଟିଏ ବି ଘଟଣା ଘଟି ନ ଥିଲା ଯେତେବେଳେ ପାକିସ୍ତାନ ପ୍ରଭାବଶାଳୀ ନଜର ଆସିଥିଲା। କିନ୍ତୁମହାକୁମ୍ଭରେ ଭାଇରାଲ ହୋଇଥିବା IIT ବାବା ଦାବି କରିଥିଲେ, ପାକିସ୍ତାନ ଭାରତକୁ ପରାସ୍ତ କରିବ। ତାଙ୍କର ଭବିଷ୍ୟବାଣୀ ସତ ହେବ ବୋଲି ସେ କହିଥିଲେ। ତାଙ୍କର ଏହି ଭିଡିଓଟି ମଧ୍ୟ ବହୁତ ଭାଇରାଲ ହୋଇଥିଲା। IIT ବାବାଙ୍କ ଭବିଷ୍ୟବାଣୀ ସମ୍ପୂର୍ଣ୍ଣ ଭୁଲ ପ୍ରମାଣିତ ହୋଇଥିଲା ଏବଂ ଭାରତ ପାକିସ୍ତାନକୁ ଶୋଚନୀୟ ଭାବରେ ପରାସ୍ତ କରିଥିଲା। ଏବେ ବିଷୟରେ IIT ବାବାଙ୍କ ବୟାନ ସାମ୍ନାକୁ ଆସିଛି। ଭାରତର ବିଜୟ ଉପରେ IIT ବାବା ନିଜ ପୂର୍ବ ମତକୁ ବଦଳାଇ କହିଛନ୍ତି, ମୋର ବାର୍ତ୍ତା ହେଉଛି ଯେ କାହାର ଭବିଷ୍ୟବାଣୀରେ ବିଶ୍ୱାସ କର ନାହିଁ। ନିଜ ମସ୍ତିଷ୍କ ବ୍ୟବହାର କର।
ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ, IIT ବାବା ଦାବି କରିଥିଲେ, ଯେତେ ଚେଷ୍ଟା କଲେ ମଧ୍ୟ, ଏଥର ପାକିସ୍ତାନ ଜିତିବ। ଏଥର ଭାରତ ଜିତିବ ନାହିଁ। ବିରାଟ କୋହଲିଙ୍କୁ କୁହନ୍ତୁ ଯେ ସେ ତାଙ୍କର ସର୍ବଶ୍ରେଷ୍ଠ ଚେଷ୍ଟା କରନ୍ତୁ, ତଥାପି ଆମେ ଜିତିବୁ ନାହିଁ।
ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ ପାକିସ୍ତାନ ବିପକ୍ଷ ମ୍ୟାଚ୍‌ରେ କୌଣସି ସମସ୍ୟାର ସମ୍ମୁଖୀନ ହୋଇ ନ ଥିଲା। ୨୪୨ ରନର ଟାର୍ଗେଟକୁ ପିଛା କରି ବିରାଟ କୋହଲି ଅପରାଜିତ ୧୦୦ ରନ କରିଥିଲେ। ଏହା ତାଙ୍କର ୮୨ତମ ଅନ୍ତର୍ଜାତୀୟ ଏବଂ ୫୧ତମ ଦିନିକିଆ ଶତକ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri