ଭୋଜି ଖାଇବାକୁ ଡାକି ହାଣିଲେ

ହାଟଡିହୀ,୨୦ା୧(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଅଧୀନ ମନୋହରପୁର ଗ୍ରାମର ପ୍ରସନ୍ନ ଲେଙ୍କାଙ୍କୁ ଭୋଜି ଖାଇବାକୁ ଡାକି ୪ ଯୁବକ ମରଣାନ୍ତକ ଆକ୍ରମଣ କରିଛନ୍ତି। ଉଦ୍ଧାର କରିବାକୁ ଆସିଥିବା ଗ୍ରାମର ଅନ୍ୟ ୩ ଜଣ ମଧ୍ୟ ଆକ୍ରମଣର ଶିକାର ହୋଇଛନ୍ତି। ପୂର୍ବ ଶତ୍ରୁତାରୁ ଏହି ଘଟଣା ଘଟିଥିବା କୁହାଯାଉଥିବା ବେଳେ ପୋଲିସ ପହଞ୍ଚତ୍ ତଦନ୍ତ ଜାରି ରଖିଛି।
ରବିବାର ରାତି ପ୍ରାୟ ୧୦ଟାରେ ଗ୍ରାମର କ୍ଲବ ଘରେ କଜଳା ପାତ୍ରଙ୍କ ୩ ପୁଅ ଟେରା, ଟୁନା, ଟିକିପୁଅ ଏବଂ ଶରତ ପାତ୍ରଙ୍କ ପୁଅ ଭବିଷ୍ୟତ ଭୋଜି ଆୟୋଜନ କରି ପ୍ରସନ୍ନଙ୍କୁ ଖାଇବା ପାଇଁ ଡାକିଥିଲେ। ପ୍ରସନ୍ନ ଭୋଜି ସ୍ଥଳରେ ପହଞ୍ଚତ୍ବା ପରେ ୪ ଯୁବକ ତାଙ୍କୁ ମାରଣାସ୍ତ୍ରରେ ହାଣି ପକାଇଥିଲେ। ପାଟି ଶୁଣି ନରେଶ ଲେଙ୍କା, ରମେଶ ଲେଙ୍କା, ଅନସୂୟା ଲେଙ୍କା ପ୍ରସନ୍ନଙ୍କୁ ରକ୍ଷା କରିବାକୁ ଯାଇଥିବା ବେଳେ ସେମାନେ ଆକ୍ରମଣର ଶିକାର ହୋଇଥିଲେ। ସମସ୍ତଙ୍କୁ ପ୍ରଥମେ ଶାଳନିଅଁା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ପ୍ରସନ୍ନ ଓ ରମେଶଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri