ଭଉଣୀଙ୍କୁ ହତ୍ୟା କରିବା ପରେ ଡାକ୍ତରଖାନା ଆଣିଥିଲେ ହତ୍ୟାକାରୀ ଭାଇ, ହେଲେ…

ବଣାଇଁ,୯ା୬(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ମହୁଲପଦା ଥାନାର ଜିନକଳା ଗ୍ରାମରେ ଏକ ସାଧାରଣ ଘଟଣାରୁ ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ଛି। ରବିବାର ରାତିରେ ସାନଭାଇ ବିଜୟ ମାହାନ୍ତ ଓ ତାଙ୍କ ସ୍ତ୍ରୀ ମଧ୍ୟରେ ଝଗଡ଼ା ହେଉଥିଲା।  ଏଥିରେ ବିଜୟଙ୍କ ବଡ଼ବାପା ଝିଅ ବଡ଼ ଭଉଣୀ ହେମଗିରି ମାହାନ୍ତ ମଧ୍ୟସ୍ତି କରୁଥିଲେ। ଏହାକୁ ନେଇ ଭାଇ ବିଜୟ ଉତ୍ତ୍ୟକ୍ତ ହୋଇ ଏକ ଲୁହାଛଡ଼ରେ ହେମଗିରିଙ୍କ ମୁଣ୍ଡକୁ ଆକ୍ରମଣ କରିଥିଲେ। ଫଳରେ ଘଟଣାସ୍ଥଳରେ ହେମଗିରି ଟଳି ପଡ଼ି ଛଟପଟ ହୋଇଥିଲେ। ପରେ ନିଜେ ଆକ୍ରମଣକାରୀ ଭାଇ ବିଜୟ ଚିକିତ୍ସା ପାଇଁ ବଣାଇଁ ଡାକ୍ତରଖାନାକୁ ଆଣିଥିଲେ ହେଁ ଡାକ୍ତର ମୃତ ଘୋଷଣା କରିଥିଲେ। ଖବର ପାଇ ଏବେ ପୋଲିସ ଘଟଣାସ୍ଥଳକୁ ଯାଇ ତଦନ୍ତ କରୁଥିବା ଥାନା ଅଧିକାରୀ ସୁରେଶ କୁମାର ପ୍ରଧାନ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ନିରାଶ କଲା ରୁଷିଆ, ଖାମେନେଇ ଆମେରିକା ବିରୁଦ୍ଧରେ ଅଧିକ ସମର୍ଥନ ପାଇଁ ପୁଟିନଙ୍କୁ ଲେଖିଲେ ଚିଠି

ନୂଆଦିଲ୍ଲୀ,୨୩।୬: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇ ଆମେରିକାର ସାମ୍ପ୍ରତିକ ସାମରିକ କାର୍ଯ୍ୟାନୁଷ୍ଠାନ ପରେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଅଧିକ ସମର୍ଥନ ପାଇଁ...

ମାଡ଼ି ଆସୁଛି କି ଭୟଙ୍କର ବିପଦ! ଭାଙ୍ଗିଲା ମହିମା ଗାଦିର ଦଧିନଉତି,ରାତି ଅଧରେ ଶୁଭିଲା…

ଢେଙ୍କାନାଳ,୨୩।୬(ରତନ ନାୟାର): ଢେଙ୍କାନାଳ ଜିଲା ବିଶ୍ୱ ପ୍ରସିଦ୍ଧ ମହିମା ଧର୍ମରପୀଠ ମହିମାଗାଦି ଯୋରନ୍ଦାରେ ରବିବାର ବିଳମ୍ବିତ ରାତିରେ ଭାଙ୍ଗିଯାଇଛି। ବଜ୍ରପାତରେ ଗାଦି ମନ୍ଦିର ପୂର୍ବ ମୁଖଶାଳା...

ଦାରିଙ୍ଗବାଡି ଅଞ୍ଚଳରେ ପ୍ରବଳ ବର୍ଷା, ଫୁଲିଲାଣି ଗୁମାଡ଼ି , ଯୋଗାଯୋଗ ବିଚ୍ଛିନ୍ନ

ଦାରିଙ୍ଗବାଡି,୨୩।୬(ଅରୁଣ ସାହୁ):  କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ସୋମବାର ଭୋର ସମୟରୁ ପ୍ରବଳ ବର୍ଷା ଜାରିରହିଛି। ଫଳରେ ଅଞ୍ଚଳରେ ବୋହିଯାଉଥିବା ଏକାଧିକ ନଦୀରେ ଜଳସ୍ତର...

ଯୁବପିଢ଼ିଙ୍କୁ ପଛରେ ପକାଇଦେବେ ୮୦ ବର୍ଷୀୟା ବୃଦ୍ଧା, ଶାଢ଼ି ପିନ୍ଧି ଚଲାଇଲେ ଟ୍ରାକ୍ଟର, ଭିଡିଓ ଦେଖିଲେ…

ସୋସିଆଲ ମିଡିଆ ପୁଣିଥରେ ଏକ ହୃଦୟସ୍ପର୍ଶୀ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ ଜଣେ ୮୦ ବର୍ଷୀୟା ବୃଦ୍ଧା ତାଙ୍କ ବୟସକୁ ପଛରେ ପକାଇବା ସହ ଆଜିର...

ଅପରେଶନ ପରେ କେମିତି ଅଛନ୍ତି ନବୀନ: ବଡ଼ ଭାଇ ପ୍ରେମ ପଟ୍ଟନାୟକ କହିଲେ…

ଭୁବନେଶ୍ୱର,୨୩।୬: ସୁସ୍ଥ ଅଛନ୍ତି ନବୀନ ପଟ୍ଟନାୟକ, କହିଲେ ନବୀନଙ୍କ ବଡ଼ ଭାଇ ପ୍ରେମ ପଟ୍ଟନାୟକ। ଅପରେଶନ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ନେଇ ପ୍ରତିକ୍ରିୟା ରଖିଛନ୍ତି ପ୍ରେମ୍‌।...

ଯୁଦ୍ଧ ମଧ୍ୟରେ ତେଲ ଉପରେ ନିର୍ଭରଶୀଳତା ହ୍ରାସ କରିବା ପାଇଁ ବଡ଼ ନିଷ୍ପତି ନେଲା ମଧ୍ୟପ୍ରାଚ୍ୟର ଏହି ଦେଶ…

ନୂଆଦିଲ୍ଲୀ,୨୩ା୬: ଓମାନ ଉପସାଗରୀୟ ରାଷ୍ଟ୍ରମାନଙ୍କ ମଧ୍ୟରେ ପ୍ରଥମ ଦେଶ ଭାବେ ଆୟକର ଲାଗୁ କରିବାକୁ ଯାଉଛି, ଯାହା ତେଲ ଉପରେ ନିର୍ଭରଶୀଳତା ହ୍ରାସ କରି ସରକାରୀ...

ପୁରାତନ କଳା-ସଂସ୍କୃତି-ପରମ୍ପରାରେ ହେବ ରଥଯାତ୍ରା, ୨୭ରେ ରଥଟଣା

ଧର୍ମଶାଳା,୨୩ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଭାଲୁଖାଇ ଜଗନ୍ନାଥ ମନ୍ଦିରରେ ଆସନ୍ତା ୨୭ ତାରିଖରେ ଏକାଦଶ ବାର୍ଷିକ ଶ୍ରୀ ଗୁଣ୍ଡିଚା ରଥଯାତ୍ରା ମହାଆଡ଼ମ୍ବର ସହକାରେ ପାଳିତ...

ପୂର୍ବ ସରକାରଙ୍କୁ ସିଧା ସିଧା ଏମିତି ଶୁଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ୨୪ ବର୍ଷ ଶାସନ ଭିତରେ…

ଆସିକା,୨୩ା୬(ସୁରେନ୍ଦ୍ର ନାଥ ସାହୁ): ଭାଜପା ସରକାର ଶାସନର ଏକ ବର୍ଷ ପୂର୍ତ୍ତି ଉତ୍ସବ ଅବସରରେ ସୋମବାର ଗଞ୍ଜାମ ଜିଲା ଆସିକା ବିଜ୍ଞାନ ମହାବିଦ୍ୟାଳୟ ପଡ଼ିଆରେ ରାଜ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri