Posted inଜାତୀୟ

ଲାଲୁଙ୍କ ପରେ ଏବେ ତେଜସ୍ବୀଙ୍କ ପାଳି

ପାଟନା,୩୦।୧: ଲ୍ୟାଣ୍ଡ ଫର୍‌ ଜବ ସ୍କାମ ମାମଲାରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ସୋମବାର ଆରଜେଡି ମୁଖ୍ୟ ଲାଲୁ ପ୍ରସାଦଙ୍କୁ ୯ ଘଣ୍ଟାରୁ ଅଧିକ ସମୟ ପଚରାଉଚରା କରିଛି। ମଙ୍ଗଳବାର ଇଡି ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବଙ୍କୁ ପଚରାଉଚରା କରିବାକୁ ଯାଉଛି। କୁହାଯାଉଛି ଯେ ତେଜସ୍ବୀ ଯାଦବ ମଙ୍ଗଳବାର ଦିନ ପ୍ରାୟ ୧୧ଟା ସମୟରେ ଇଡି କାର୍ଯ୍ୟାଳୟରେ ପହଞ୍ଚିବେ। ସୂଚନାlଯୋଗ୍ୟ, ଏହା ପୂର୍ବରୁ ୨୨ ଡିସେମ୍ବର ଏବଂ ୫ ଜାନୁଆରୀରେ ଇଡି ପଚରାଉଚରା ପାଇଁ ତେଜାସ୍ବୀଙ୍କୁ ଡାକିଥିଲେ, କିନ୍ତୁ ସେ ଉଭୟ ଥର ଇଡି ଆଗରେ ହାଜର ହୋଇନଥିଲେ। ଏହାପୂର୍ବରୁ, ଏପ୍ରିଲ ୧୧,୨୦୨୩ ରେ, ଇଡି ଏହି ପ୍ରସଙ୍ଗରେ ୮ଘଣ୍ଟା ପାଇଁ ତେଜସ୍ବୀ ଯାଦବଙ୍କୁ ପଚରାଉଚରା କରିଥିଲେ।

ସୂଚନାlଯୋଗ୍ୟ, ନୀତୀଶ କୁମାରଙ୍କ ନେତୃତ୍ୱରେ ବିହାରରେ ଏନଡିଏ ସରକାର ଗଠନର ଗୋଟିଏ ଦିନ ପରେ ଇଡି ତେଜସ୍ବୀ ଯାଦବଙ୍କୁ ତଦନ୍ତ ନୋଟିସ ଦେଇଛନ୍ତି। ଲ୍ୟାଣ୍ଡ ଫର ଜବ୍‌ ମାମଲାରେ, ଜାନୁଆରୀ ୧୯ରେ ଇଡି ଏକ ନୋଟିସ ପଠାଇ ଜାନୁଆରୀ ୨୯ ରେ ତେଜସ୍ବୀ ଯାଦବ ଏବଂ ଜାନୁଆରୀ ୩୦ ରେ ଲାଲୁ ଯାଦବଙ୍କୁ ପଚରାଉଚରା ପାଇଁ ଡାକିଥିଲେ। ସୋମବାର ଲାଲୁ ଯାଦବଙ୍କୁ ପ୍ରାୟ ୯ଘଣ୍ଟା ଧରି ଇଡି ପଚରାଉଚରା କରିଥିଲା। ସୂଚନା ଅନୁଯାୟୀ, ତେଜସ୍ବୀ ଯାଦବ ଇଡିରେ ହାଜର ନହେବା ପାଇଁ ନିଜର ବ୍ୟସ୍ତତା ବିଷୟରେ ଉଲ୍ଲେଖ କରିଥିଲେ। କିନ୍ତୁ ବର୍ତ୍ତମାନ ସେ ଇଡି ଆଗରେ ହାଜର ହେବେ ବୋଲି ବିଶ୍ୱାସ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପୁଟିନ୍‌ଙ୍କ ପାଇଁ ଭୋଜିରେ ଥିଲା ୪୦,୦୦୦ ଟଙ୍କା କେଜିର ଛତୁ, ଜାଣନ୍ତୁ ଏହାର ବିଶେଷତ୍ୱ

ନୂଆଦିଲ୍ଲୀ,୭ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ତାଙ୍କ ଭାରତ-ରୁଷିଆ ଶିଖର ସମ୍ମିଳନୀ ପାଇଁ ନୂଆଦିଲ୍ଲୀରେ ପହଞ୍ଚିଥିଲେ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆୟୋଜନ କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri